ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ୮୭୭୨ ଜଣ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନ

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଆଜିଠୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି। ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ଦିନରେ ୮୭୭୨ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି। ଜିଲ୍ଲା ପରିଷଦ ପାଇଁ ମୋଟ ୨୨ ଜଣ ପ୍ରାର୍ଥିପତ୍ର ଦାଖଲ କରିଥିବା ବେଳେ ସମିତି ସଭ୍ୟ- ୫୧୨ ଓ ସରପଞ୍ଚ ପ୍ରାର୍ଥୀ ପାଇଁ ୧୧୨୨ ଜଣଙ୍କ ନାମାଙ୍କନ ଦାଖଲ କରିଛନ୍ତି । ୱାର୍ଡ ମେମ୍ବର ପାଇଁ ପ୍ରଥମ ଦିନରେ ୭୧୧୬ଟି ନାମାଙ୍କନ ଦାଖଲ ହୋଇଛି […]

ଭୁବନେଶ୍ବର: ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଆଜିଠୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି। ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ଦିନରେ ୮୭୭୨ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି। ଜିଲ୍ଲା ପରିଷଦ ପାଇଁ ମୋଟ ୨୨ ଜଣ ପ୍ରାର୍ଥିପତ୍ର ଦାଖଲ କରିଥିବା ବେଳେ ସମିତି ସଭ୍ୟ- ୫୧୨ ଓ ସରପଞ୍ଚ ପ୍ରାର୍ଥୀ ପାଇଁ ୧୧୨୨ ଜଣଙ୍କ ନାମାଙ୍କନ ଦାଖଲ କରିଛନ୍ତି । ୱାର୍ଡ ମେମ୍ବର ପାଇଁ ପ୍ରଥମ ଦିନରେ ୭୧୧୬ଟି ନାମାଙ୍କନ ଦାଖଲ ହୋଇଛି । ଏହି  ନାମାଙ୍କନ ଦାଖଲ ପ୍ରକ୍ରିୟା ୨୧ ଶୁକ୍ରବାର ଯାଏଁ ଚାଲିବ ଚାଲିବ।

ଆହୁରି ପଢ଼ନ୍ତୁ: ଜେନ୍‌-ଜିଙ୍କ ମନୋବଳ ବଢ଼ାଇଲେ ନବୀନ; ‘ଏକ୍ସ’ରେ ଛଅ ଧାଡ଼ିଆ ପୋଷ୍ଟକୁ ନେଇ ଜାତୀୟ ସ୍ତରରେ ଚର୍ଚ୍ଚା

୨୧ରେ ନାମାଙ୍କନ ଦାଖଲ ସରିବା ପରେ ୨୨ ଜାନୁଆରୀରେ ନାମାଙ୍କନପତ୍ର ଯାଞ୍ଚ କରାଯିବ। ଏଥି ସହିତ ନାମାଙ୍କନପତ୍ର ଦାଖଲ ଦିନ ଜାନୁଆରୀ ୧୭ ରୁ ୨୫ ଜାନୁଆରୀ ସୁଦ୍ଧା ଯେଉଁ ପ୍ରାର୍ଥୀ ଚାହିଁବେ ନାମାଙ୍କନପତ୍ର ପ୍ରତ୍ୟାହାର କରିପାରିବେ । ଏହାପରେ  ସେହି ୨୫ ଜାନୁଆରୀରେ  ଚୁଡାନ୍ତ ତାଲିକା ପ୍ରକାଶ ପାଇବ।

ଆହୁରି ପଢ଼ନ୍ତୁ: ବିଜେପି ଶାସନରେ ଓଡ଼ିଶାର ପର୍ଯ୍ୟଟନସ୍ଥଳୀ ଅସୁରକ୍ଷିତ, ମହିଳା ଓ ପର୍ଯ୍ୟଟକଙ୍କୁ ସୁରକ୍ଷା ଦେବାରେ ସରକାର ବିଫଳ: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର