ରାଉରକେଲାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

The Sakala Picture
Published On

ରାଉରକେଲା: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡ଼ିଶା ଗସ୍ତରେ ଆସି ରବିବାର ରାଉରକେଲାରେ ପହଞ୍ଚିଛନ୍ତି। ରାଉରକେଲା ଏନଆଇଟିର ସମାବର୍ତ୍ତନ ଉତ୍ସବରେ ସେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେବେ। ଭୁବନେଶ୍ଵର ବିମାନବନ୍ଦରରୁ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ରାଷ୍ଟ୍ରପତି ରାଉରକେଲା ଅଭିମୁଖେ ବାହାରିଥିଲେ। ରାଷ୍ଟ୍ରପତିଙ୍କ ସହିତ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ରହିଛନ୍ତି। ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ସାରିବା ପରେ ସେ ଭୁବନେଶ୍ଵର ଫେରି ରାଜଭବନରେ ରାତ୍ରିଯାପନ କରିବେ ରାଷ୍ଟ୍ରପତି। ସୋମବାର […]

ରାଉରକେଲା: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡ଼ିଶା ଗସ୍ତରେ ଆସି ରବିବାର ରାଉରକେଲାରେ ପହଞ୍ଚିଛନ୍ତି। ରାଉରକେଲା ଏନଆଇଟିର ସମାବର୍ତ୍ତନ ଉତ୍ସବରେ ସେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେବେ।

ଆହୁରି ପଢ଼ନ୍ତୁ: କାକବନ୍ଧ ଆଶ୍ରମ ବିଦ୍ୟାଳୟର ଛାତ୍ରୀ ମୃତ୍ୟୁ ମାମଲା: ବିଜେଡିର ୧୨ଘଣ୍ଟିଆ ମୟୂରଭଞ୍ଜ ହରତାଳ

ଭୁବନେଶ୍ଵର ବିମାନବନ୍ଦରରୁ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ରାଷ୍ଟ୍ରପତି ରାଉରକେଲା ଅଭିମୁଖେ ବାହାରିଥିଲେ।
ରାଷ୍ଟ୍ରପତିଙ୍କ ସହିତ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ରହିଛନ୍ତି। ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ସାରିବା ପରେ ସେ ଭୁବନେଶ୍ଵର ଫେରି ରାଜଭବନରେ ରାତ୍ରିଯାପନ କରିବେ ରାଷ୍ଟ୍ରପତି।

ସୋମବାର ସକାଳେ ରାଷ୍ଟ୍ରପତି ପୁରୀ ଗସ୍ତରେ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ଏହାପରେ ପୂର୍ବାହ୍ନ ୧୦ଟା ୪୫ମିନିଟରୁ ୧୧ଟା ୧୫ମିନିଟ ପର୍ଯ୍ଯନ୍ତ  କୋଣାର୍କ ସୂର୍ଯ୍ଯମନ୍ଦିର ବୁଲି ଦେଖିବେ। ଅପରାହ୍ନ ୪ଟା ୪୫ମିନିଟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚି ଦିଲ୍ଲୀ ଅଭିମୁଖେ ଫେରିଯିବାର କାର୍ଯ୍ଯକ୍ରମ ରହିଛି।

ଆହୁରି ପଢ଼ନ୍ତୁ: ସୀମା ପୁନଃନିର୍ଦ୍ଧାରଣ ବିଲ୍‌ ପ୍ରସଙ୍ଗରେ ନବୀନଙ୍କ କଡ଼ା ସମାଲୋଚନା: ଓଡ଼ିଶାର ନ୍ୟାଯ୍ୟ ଅଧିକାର ସହ ସାଲିସ୍‌ କରିଛି ରାଜ୍ୟ ବିଜେପି

21 Mar 2021 By The Sakala

ରାଉରକେଲାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ରାଉରକେଲା: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡ଼ିଶା ଗସ୍ତରେ ଆସି ରବିବାର ରାଉରକେଲାରେ ପହଞ୍ଚିଛନ୍ତି। ରାଉରକେଲା ଏନଆଇଟିର ସମାବର୍ତ୍ତନ ଉତ୍ସବରେ ସେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେବେ।

ଭୁବନେଶ୍ଵର ବିମାନବନ୍ଦରରୁ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ରାଷ୍ଟ୍ରପତି ରାଉରକେଲା ଅଭିମୁଖେ ବାହାରିଥିଲେ।
ରାଷ୍ଟ୍ରପତିଙ୍କ ସହିତ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ରହିଛନ୍ତି। ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ସାରିବା ପରେ ସେ ଭୁବନେଶ୍ଵର ଫେରି ରାଜଭବନରେ ରାତ୍ରିଯାପନ କରିବେ ରାଷ୍ଟ୍ରପତି।

ସୋମବାର ସକାଳେ ରାଷ୍ଟ୍ରପତି ପୁରୀ ଗସ୍ତରେ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ଏହାପରେ ପୂର୍ବାହ୍ନ ୧୦ଟା ୪୫ମିନିଟରୁ ୧୧ଟା ୧୫ମିନିଟ ପର୍ଯ୍ଯନ୍ତ  କୋଣାର୍କ ସୂର୍ଯ୍ଯମନ୍ଦିର ବୁଲି ଦେଖିବେ। ଅପରାହ୍ନ ୪ଟା ୪୫ମିନିଟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚି ଦିଲ୍ଲୀ ଅଭିମୁଖେ ଫେରିଯିବାର କାର୍ଯ୍ଯକ୍ରମ ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର