ଉତ୍ତମ କାର୍ଯ୍ଯ ଓ ଉଲ୍ଲେଖନୀୟ ସେବା ପାଇଁ ପୁରସ୍କୃତ ହେବେ ୯୩୯ ପୁଲିସ ଅଧିକାରୀ, ଓଡ଼ିଶାରୁ ମୋଟ ୨୨ ଜଣଙ୍କୁ ପ୍ରଦାନ କରାଯିବ ପୁଲିସ ପଦକ

The Sakala Picture
Published On

ନୂଆଦିଲ୍ଲୀ: ସାଧାରଣତନ୍ତ୍ର ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ ଉତ୍ତମ କାର୍ଯ୍ଯ ଓ ଉଲ୍ଲେଖନୀୟ ସେବା ପାଇଁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରାଳୟ ପକ୍ଷରୁ ତିନୋଟି ବର୍ଗରେ ୯୩୯ ଜଣଙ୍କୁ ପୁଲିସ ପଦକ ଲାଗି ମନୋନୀତ କରାଯାଇଛି। ସେମାନଙ୍କ ମଧ୍ଯରୁ ୬୬୨ ଜଣଙ୍କୁ ଉତ୍କୃଷ୍ଟ ସେବା, ୮୮ ଜଣଙ୍କୁ ଉଲ୍ଲେଖନୀୟ ସେବା ପାଇଁ ମନୋନୀତ କରାଯାଇଛି। ସେପହପରି ୧୮୯ ଜଣ ପୁଲିସ କର୍ମଚାରୀଙ୍କୁ ସାହସିକତା ଲାଗି ପୁରସ୍କୃତ କରାଯିବ। ଏ ସଂକ୍ରାନ୍ତରେ ଆଜି ମନ୍ତ୍ରାଳୟ ପକ୍ଷରୁ ଘୋଷଣା କରାଯାଇଛି। ସୂଚନା […]

ନୂଆଦିଲ୍ଲୀ: ସାଧାରଣତନ୍ତ୍ର ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ ଉତ୍ତମ କାର୍ଯ୍ଯ ଓ ଉଲ୍ଲେଖନୀୟ ସେବା ପାଇଁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରାଳୟ ପକ୍ଷରୁ ତିନୋଟି ବର୍ଗରେ ୯୩୯ ଜଣଙ୍କୁ ପୁଲିସ ପଦକ ଲାଗି ମନୋନୀତ କରାଯାଇଛି। ସେମାନଙ୍କ ମଧ୍ଯରୁ ୬୬୨ ଜଣଙ୍କୁ ଉତ୍କୃଷ୍ଟ ସେବା, ୮୮ ଜଣଙ୍କୁ ଉଲ୍ଲେଖନୀୟ ସେବା ପାଇଁ ମନୋନୀତ କରାଯାଇଛି। ସେପହପରି ୧୮୯ ଜଣ ପୁଲିସ କର୍ମଚାରୀଙ୍କୁ ସାହସିକତା ଲାଗି ପୁରସ୍କୃତ କରାଯିବ। ଏ ସଂକ୍ରାନ୍ତରେ ଆଜି ମନ୍ତ୍ରାଳୟ ପକ୍ଷରୁ ଘୋଷଣା କରାଯାଇଛି।

ଆହୁରି ପଢ଼ନ୍ତୁ: ପୀଡିତା ସମସ୍ତ ପ୍ରମାଣ ଦେଇସାରିଥିଲେ ମଧ୍ୟ ଖଣ୍ଡପଡ଼ା ଏସ୍‌ଡିପିଓ ଗିରଫ ହେଉନାହାନ୍ତି କାହିଁକି: ବିଜେଡି

ସୂଚନା ଅନୁସାରେ, ଚଳିତବର୍ଷ ଓଡ଼ିଶାରୁ ମୋଟ ୨୨ ଜଣଙ୍କୁ ପୁଲିସ ପଦକ ମିଳିବ। ପ୍ରତିଷ୍ଠିତ ସେବା ପାଇଁ ୨ ଜଣଙ୍କୁ ରାଷ୍ଟ୍ରପତି ପୁଲିସ ପଦକ, ୯ ଜଣଙ୍କୁ ସାହାସିକତା ମେଡାଲ ଏବଂ ୧୧ ଜଣ ପୁଲିସ କର୍ମଚାରୀଙ୍କୁ ଉଲ୍ଲେଖନୀୟ ସେବା ନିମନ୍ତେ ପଦକ ପ୍ରଦାନ କରାଯିବ।

ଆହୁରି ପଢ଼ନ୍ତୁ: ବାର୍ଷିକ ରିଭିଜନରେ ଓଡ଼ିଶାର ୧୦ ଲକ୍ଷ ଭୋଟରଙ୍କ ନାମ ବାଦ୍‌; ନିର୍ବାଚନ କମିସନଙ୍କ କାର୍ଯ୍ୟକୁ ନେଇ ବିଜେଡିର ସନ୍ଦେହ

ଭୁବନେଶ୍ବରର ଅତିରିକ୍ତ ଡିସିପି ପ୍ରାଣକୃଷ୍ଣ ରାଉତ ଏବଂ କନେଷ୍ଟବଲ ପ୍ରଦୀପ କୁମାର ମହାନ୍ତିଙ୍କୁ ପ୍ରତିଷ୍ଠିତ ସେବା ପାଇଁ ରାଷ୍ଟ୍ରପତି ପଦକରେ ସମ୍ମାନିତ କରାଯିବ। ଏହା ସହ ସାହାସିକତା ପାଇଁ ଓଏପିଏଫର ସ୍ବର୍ଗତ ଜୟରାମ କାବାସୀ, ଏସପି ରିଷିକେଶ ଧ୍ୟାନଦେଓ ଖିଲାରୀ, ଓଏପିଏଫର ରାମୁ ଦୁରୁଆ, କନେଷ୍ଟବଲ ବନ୍ଧୁ ହନ୍ତାଲ, କନେଷ୍ଟବଲ ଘିନୁ ହାନ୍ତାଲ,ହାବିଲଦାର ପ୍ରବୀଣ ଥାପା,ହାବିଲଦାର ରାଜେଶ ବିଶ୍ବକର୍ମା,କନେଷ୍ଟବଲ ବିଜୟ ସାହୀ ଏବଂ କନେଷ୍ଟବଲ ଔଷଧିନାଥ ବେହେରାଙ୍କୁ ‌ପୁଲିସ ପଦକ ପ୍ରଦାନ କରାଯିବ।

ଆହୁରି ପଢ଼ନ୍ତୁ: ସ୍କୁଲ ଛୁଟିକୁ ନେଇ ଆଜି ଆସିପାରେ ନିଷ୍ପତ୍ତି: ଗଣଶିକ୍ଷା ମନ୍ତ୍ରୀ

ସେହିପରି ଭିଜିଲାନ୍ସ ନିର୍ଦ୍ଦେଶାଳୟର ଆଇଜି ସଂଜୟ କୁମାର କୌଶଳ, ଡିଏସପି (ଡିଆଇବି) କମଲ ଲୋଚନ ଭୂୟାଁ, ଭିଜିଲାନ୍ସ ଡିଏସପି ସୁଜାତା ଖାଣ୍ଡୱାଲ, ସ୍ପେସାଲ ବ୍ରାଂଚ ଡିଏସପି ରଘୁନାଥ ପ୍ରସାଦ ନାୟକ,ଭୁବନେଶ୍ବର ଏସିପି ଅରୁଣ କୁମାର ସ୍ବାଇଁ,ଡ୍ରାଇଭର ହାବିଲଦାର ସେଖ୍ ଅତାଉଲ୍ଲା, ଏଏସଆଇ କୃତିବାସ ପଣ୍ଡା,ଏସଆଇ ମଧୂସୁଦନ ବେହେରା,ଡେପୁଟି କମାଣ୍ଡାଣ୍ଟ ଏସଓଜି ପୱଲ ଦୟ‌ାଲ ବା, ଡିଏସପି ଅଜୟ କୁମାର ମିଶ୍ର ଏବଂ କନେଷ୍ଟବଲ ମୌଲି ମୋହନଙ୍କୁ ଉଲ୍ଲେଖନୀୟ ସେବା ପାଇଁ ପଦକ ପ୍ରଦାନ କରାଯିବ।

25 Jan 2022 By The Sakala

ଉତ୍ତମ କାର୍ଯ୍ଯ ଓ ଉଲ୍ଲେଖନୀୟ ସେବା ପାଇଁ ପୁରସ୍କୃତ ହେବେ ୯୩୯ ପୁଲିସ ଅଧିକାରୀ, ଓଡ଼ିଶାରୁ ମୋଟ ୨୨ ଜଣଙ୍କୁ ପ୍ରଦାନ କରାଯିବ ପୁଲିସ ପଦକ

ନୂଆଦିଲ୍ଲୀ: ସାଧାରଣତନ୍ତ୍ର ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ ଉତ୍ତମ କାର୍ଯ୍ଯ ଓ ଉଲ୍ଲେଖନୀୟ ସେବା ପାଇଁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରାଳୟ ପକ୍ଷରୁ ତିନୋଟି ବର୍ଗରେ ୯୩୯ ଜଣଙ୍କୁ ପୁଲିସ ପଦକ ଲାଗି ମନୋନୀତ କରାଯାଇଛି। ସେମାନଙ୍କ ମଧ୍ଯରୁ ୬୬୨ ଜଣଙ୍କୁ ଉତ୍କୃଷ୍ଟ ସେବା, ୮୮ ଜଣଙ୍କୁ ଉଲ୍ଲେଖନୀୟ ସେବା ପାଇଁ ମନୋନୀତ କରାଯାଇଛି। ସେପହପରି ୧୮୯ ଜଣ ପୁଲିସ କର୍ମଚାରୀଙ୍କୁ ସାହସିକତା ଲାଗି ପୁରସ୍କୃତ କରାଯିବ। ଏ ସଂକ୍ରାନ୍ତରେ ଆଜି ମନ୍ତ୍ରାଳୟ ପକ୍ଷରୁ ଘୋଷଣା କରାଯାଇଛି।

ସୂଚନା ଅନୁସାରେ, ଚଳିତବର୍ଷ ଓଡ଼ିଶାରୁ ମୋଟ ୨୨ ଜଣଙ୍କୁ ପୁଲିସ ପଦକ ମିଳିବ। ପ୍ରତିଷ୍ଠିତ ସେବା ପାଇଁ ୨ ଜଣଙ୍କୁ ରାଷ୍ଟ୍ରପତି ପୁଲିସ ପଦକ, ୯ ଜଣଙ୍କୁ ସାହାସିକତା ମେଡାଲ ଏବଂ ୧୧ ଜଣ ପୁଲିସ କର୍ମଚାରୀଙ୍କୁ ଉଲ୍ଲେଖନୀୟ ସେବା ନିମନ୍ତେ ପଦକ ପ୍ରଦାନ କରାଯିବ।

ଭୁବନେଶ୍ବରର ଅତିରିକ୍ତ ଡିସିପି ପ୍ରାଣକୃଷ୍ଣ ରାଉତ ଏବଂ କନେଷ୍ଟବଲ ପ୍ରଦୀପ କୁମାର ମହାନ୍ତିଙ୍କୁ ପ୍ରତିଷ୍ଠିତ ସେବା ପାଇଁ ରାଷ୍ଟ୍ରପତି ପଦକରେ ସମ୍ମାନିତ କରାଯିବ। ଏହା ସହ ସାହାସିକତା ପାଇଁ ଓଏପିଏଫର ସ୍ବର୍ଗତ ଜୟରାମ କାବାସୀ, ଏସପି ରିଷିକେଶ ଧ୍ୟାନଦେଓ ଖିଲାରୀ, ଓଏପିଏଫର ରାମୁ ଦୁରୁଆ, କନେଷ୍ଟବଲ ବନ୍ଧୁ ହନ୍ତାଲ, କନେଷ୍ଟବଲ ଘିନୁ ହାନ୍ତାଲ,ହାବିଲଦାର ପ୍ରବୀଣ ଥାପା,ହାବିଲଦାର ରାଜେଶ ବିଶ୍ବକର୍ମା,କନେଷ୍ଟବଲ ବିଜୟ ସାହୀ ଏବଂ କନେଷ୍ଟବଲ ଔଷଧିନାଥ ବେହେରାଙ୍କୁ ‌ପୁଲିସ ପଦକ ପ୍ରଦାନ କରାଯିବ।

ସେହିପରି ଭିଜିଲାନ୍ସ ନିର୍ଦ୍ଦେଶାଳୟର ଆଇଜି ସଂଜୟ କୁମାର କୌଶଳ, ଡିଏସପି (ଡିଆଇବି) କମଲ ଲୋଚନ ଭୂୟାଁ, ଭିଜିଲାନ୍ସ ଡିଏସପି ସୁଜାତା ଖାଣ୍ଡୱାଲ, ସ୍ପେସାଲ ବ୍ରାଂଚ ଡିଏସପି ରଘୁନାଥ ପ୍ରସାଦ ନାୟକ,ଭୁବନେଶ୍ବର ଏସିପି ଅରୁଣ କୁମାର ସ୍ବାଇଁ,ଡ୍ରାଇଭର ହାବିଲଦାର ସେଖ୍ ଅତାଉଲ୍ଲା, ଏଏସଆଇ କୃତିବାସ ପଣ୍ଡା,ଏସଆଇ ମଧୂସୁଦନ ବେହେରା,ଡେପୁଟି କମାଣ୍ଡାଣ୍ଟ ଏସଓଜି ପୱଲ ଦୟ‌ାଲ ବା, ଡିଏସପି ଅଜୟ କୁମାର ମିଶ୍ର ଏବଂ କନେଷ୍ଟବଲ ମୌଲି ମୋହନଙ୍କୁ ଉଲ୍ଲେଖନୀୟ ସେବା ପାଇଁ ପଦକ ପ୍ରଦାନ କରାଯିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର