ଖସୁଛି ସଂକ୍ରମଣ: ରାଜ୍ଯରୁ ଚିହ୍ନଟ ହେଲେ ଆଉ ୫ ହଜାର ୦୫୭ କରୋନା ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ଓଡ଼ିଶାରେ ଦୈନିକ କୋଭିଡ୍‍ ସଂକ୍ରମଣ ହାରରେ ସାମାନ୍ଯ ବ୍ରେକ ଲାଗିଛି। ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଥିବା ବେଳେ ବର୍ତ୍ତମାନ ଗ୍ରାଫ ତଳ ମୁହାଁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫ ହଜାର ୦୫୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୯୩୨ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୧୨୫ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୬୭ ଜଣ […]

ଭୁବନେଶ୍ୱର: ଓଡ଼ିଶାରେ ଦୈନିକ କୋଭିଡ୍‍ ସଂକ୍ରମଣ ହାରରେ ସାମାନ୍ଯ ବ୍ରେକ ଲାଗିଛି। ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଥିବା ବେଳେ ବର୍ତ୍ତମାନ ଗ୍ରାଫ ତଳ ମୁହାଁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫ ହଜାର ୦୫୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୯୩୨ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୧୨୫ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୬୭ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୩୬୨୨୬ କୁ ବୃଦ୍ଧି ପାଇଥିବା ବେଳେ ୧୧୬୩୩୯୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୬୪୨୧୭ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ବ୍ୟାଙ୍କକୁ ନ ଆସିଲେ, ଜମା ଟଙ୍କା ଦେଇହେବନି କହିଲା ବ୍ୟାଙ୍କ; ମଶାଣିରୁ ଭଉଣୀର ଶବ ଖୋଳି ବ୍ୟାଙ୍କକୁ କାନ୍ଧେଇ ନେଲା ଭାଇ

28 Jan 2022 By The Sakala

ଖସୁଛି ସଂକ୍ରମଣ: ରାଜ୍ଯରୁ ଚିହ୍ନଟ ହେଲେ ଆଉ ୫ ହଜାର ୦୫୭ କରୋନା ପଜିଟିଭ୍

ଭୁବନେଶ୍ୱର: ଓଡ଼ିଶାରେ ଦୈନିକ କୋଭିଡ୍‍ ସଂକ୍ରମଣ ହାରରେ ସାମାନ୍ଯ ବ୍ରେକ ଲାଗିଛି। ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଥିବା ବେଳେ ବର୍ତ୍ତମାନ ଗ୍ରାଫ ତଳ ମୁହାଁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫ ହଜାର ୦୫୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୯୩୨ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୧୨୫ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୬୭ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୩୬୨୨୬ କୁ ବୃଦ୍ଧି ପାଇଥିବା ବେଳେ ୧୧୬୩୩୯୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୬୪୨୧୭ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର