ଛାତ୍ରଛାତ୍ରୀଙ୍କ ସୁବିଧାକୁ ରାଜ୍ୟ ସରକାରଙ୍କ ଗୁରୁତ୍ବ : ଏଣିକି ଅନଲାଇନରେ ମିଳିବ ମାଟ୍ରିକ ସାର୍ଟିଫିକେଟ

The Sakala Picture
Published On

ଭୁବନେଶ୍ବର : ଏଣିକି ସାର୍ଟିଫିକେଟ୍‌ ଓ ଶିକ୍ଷା ସମ୍ବନ୍ଧୀୟ ଅନ୍ୟ କାଗଜପତ୍ର ପାଇଁ ହାଇସ୍କୁଲ ଛାତ୍ରଛାତ୍ରୀଙ୍କୁ ଆଉ ସ୍କୁଲ କି ବୋର୍ଡ ଅଫିସକୁ ଯିବାକୁ ପଡ଼ିବ ନାହିଁ। ଏବେ ଅନ୍‌ଲାଇନ୍‌ ଜରିଆରେ ହାଇସ୍କୁଲ ଛାତ୍ରଛାତ୍ରୀଙ୍କୁ ସାର୍ଟିଫିକେଟ ଓ ଅନ୍ୟ କାଗଜପତ୍ର ପ୍ରଦାନ କରାଯିବ । ପୂର୍ବରୁ ଛାତ୍ରଛାତ୍ରୀ ଶିକ୍ଷା ସମ୍ବନ୍ଧୀୟ କାଗଜପତ୍ର ପାଇଁ ସ୍କୁଲ କିମ୍ବା  ବୋର୍ଡ ଅଫିସ ଯିବାକୁ ପଡୁଥିଲା କିନ୍ତୁ ଏଣିକି ଆଉ ସାର୍ଟିଫିକେଟ୍‌ ପାଇଁ ବୋର୍ଡ ଅଫିସକୁ ଯିବାର ଆବଶ୍ୟକତା ନାହିଁ ।ଛାତ୍ରଛାତ୍ରୀଙ୍କ ସୁବିଧାକୁ […]

ଭୁବନେଶ୍ବର : ଏଣିକି ସାର୍ଟିଫିକେଟ୍‌ ଓ ଶିକ୍ଷା ସମ୍ବନ୍ଧୀୟ ଅନ୍ୟ କାଗଜପତ୍ର ପାଇଁ ହାଇସ୍କୁଲ ଛାତ୍ରଛାତ୍ରୀଙ୍କୁ ଆଉ ସ୍କୁଲ କି ବୋର୍ଡ ଅଫିସକୁ ଯିବାକୁ ପଡ଼ିବ ନାହିଁ। ଏବେ ଅନ୍‌ଲାଇନ୍‌ ଜରିଆରେ ହାଇସ୍କୁଲ ଛାତ୍ରଛାତ୍ରୀଙ୍କୁ ସାର୍ଟିଫିକେଟ ଓ ଅନ୍ୟ କାଗଜପତ୍ର ପ୍ରଦାନ କରାଯିବ । ପୂର୍ବରୁ ଛାତ୍ରଛାତ୍ରୀ ଶିକ୍ଷା ସମ୍ବନ୍ଧୀୟ କାଗଜପତ୍ର ପାଇଁ ସ୍କୁଲ କିମ୍ବା  ବୋର୍ଡ ଅଫିସ ଯିବାକୁ ପଡୁଥିଲା କିନ୍ତୁ ଏଣିକି ଆଉ ସାର୍ଟିଫିକେଟ୍‌ ପାଇଁ ବୋର୍ଡ ଅଫିସକୁ ଯିବାର ଆବଶ୍ୟକତା ନାହିଁ ।ଛାତ୍ରଛାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଗଣଶିକ୍ଷା ବିଭାଗ ଓ ଓକାକର ମିଳିତ ପ୍ରୟାସରେ ହାଇସ୍କୁଲଙ୍କୁ ପିଲାଙ୍କୁ ସାର୍ଟିଫିକେଟ ଅନଲାଇନରେ ମିଳିବ ।

ଆହୁରି ପଢ଼ନ୍ତୁ: ଟ୍ରେନ ଧକ୍କାରେ ଦନ୍ତା ହାତୀର ମୃତ୍ୟୁ, ବନ ବିଭାଗର ତଦନ୍ତ ଆରମ୍ଭ

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ବିଟ୍‌ କରି ଏହି ବିଷୟରେ ସୂଚନା ପ୍ରଦାନ କରାଯାଇଛି । ହାଇସ୍କୁଲ ଛାତ୍ରଛାତ୍ରୀଙ୍କୁ ସାର୍ଟିଫିକେଟ୍‌ ଓ ଶିକ୍ଷା ସମ୍ବନ୍ଧୀୟ ଅନ୍ୟ କାଗଜପତ୍ର ପାଇଁ ବୋର୍ଡ ଅଫିସ ଯିବା ବଦଳରେ ଅନ୍‌ଲାଇନ୍‌ ଜରିଆରେ ମିଳିପାରିବ ବୋଲି ସୂଚନା ଦିଆଯାଇଛି । ସେହିପରି ସାର୍ଟିଫିକେଟ୍‌ ଓ ଅନ୍ୟ କାଗଜପତ୍ର ମଧ୍ୟ ପ୍ରଦାନ କରିବାକୁ ଓଡ଼ିଶା ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଇଥିବା କୁହାଯାଇଛି ।

ଆହୁରି ପଢ଼ନ୍ତୁ: ଡିଜିଟାଲ ପୋଲିସିଂରେ ଓଡ଼ିଶା ପୋଲିସର ନୂଆ ପଦକ୍ଷେପ, ‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ରେ ମିଳିବ ୧୪ଟି ପୋଲିସ ସେବା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର