ଏ ବର୍ଷ ମଧ୍ୟ ହୋଇ ନପାରେ ଖଣ୍ଡଗିରି ମାଘ ମେଳା

The Sakala Picture
Published On

ଭୁବନେଶ୍ୱର: ଚଳିତ ବର୍ଷ ମଧ୍ୟ ଭୁବନେଶ୍ବରରେ ବନ୍ଦ ହୋଇପାରେ ଖଣ୍ଡଗିରି ମାଘ ମେଳା । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏ ବର୍ଷ ମଧ୍ୟ ବନ୍ଦ ହୋଇପାରେ ଖଣ୍ଡଗିରି ମାଘ ମେଳା । ରାଜ୍ୟରେ କରୋନା ସଂକ୍ରମଣ ଏବେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି । କିଛି ଦିନ କରୋନା ସଂକ୍ରମଣ ୧୦ ହଜାର ଉପରେ ରହିବା ପରେ ଏବେ ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । କରୋନା ସଂକ୍ରମଣ ହ୍ରାସ ପାଉଥିଲେ ମଧ୍ୟ […]

ଭୁବନେଶ୍ୱର: ଚଳିତ ବର୍ଷ ମଧ୍ୟ ଭୁବନେଶ୍ବରରେ ବନ୍ଦ ହୋଇପାରେ ଖଣ୍ଡଗିରି ମାଘ ମେଳା । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏ ବର୍ଷ ମଧ୍ୟ ବନ୍ଦ ହୋଇପାରେ ଖଣ୍ଡଗିରି ମାଘ ମେଳା । ରାଜ୍ୟରେ କରୋନା ସଂକ୍ରମଣ ଏବେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି । କିଛି ଦିନ କରୋନା ସଂକ୍ରମଣ ୧୦ ହଜାର ଉପରେ ରହିବା ପରେ ଏବେ ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । କରୋନା ସଂକ୍ରମଣ ହ୍ରାସ ପାଉଥିଲେ ମଧ୍ୟ ସମସ୍ତେ ସତର୍କତା ଅବଲମ୍ବନ କରିବାକୁ କହିଛି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ସେପଟେ ଖଣ୍ଡଗିରି ଯାତ୍ରା ମଧ୍ୟ ହୋଇ ନପାରେ ବୋଲି କହିଛନ୍ତି ଭୁବନେଶ୍ୱର ମହାନଗର ନିଗମର ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ କହିଛନ୍ତି । କରୋନା ସଂକ୍ରମଣ କମିଛି କିନ୍ତୁ ଏପର୍ଯ୍ୟନ୍ତ ବିପଦ ଟଳିନି । ତେଣୁ ଜନ ସମାଗମ ଉପରେ ରୋକ୍ ଲଗାଇବା ପାଇଁ ଖଣ୍ଡଗିରି ମେଳା ଆୟୋଜନ ନକରିବାକୁ ନିଷ୍ପତ୍ତି ନିଆଯାଇପାରେ ବୋଲି କହିଛନ୍ତି ଲକ୍ଷ୍ମୀକାନ୍ତ ସେଠୀ ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

29 Jan 2022 By The Sakala

ଏ ବର୍ଷ ମଧ୍ୟ ହୋଇ ନପାରେ ଖଣ୍ଡଗିରି ମାଘ ମେଳା

ଭୁବନେଶ୍ୱର: ଚଳିତ ବର୍ଷ ମଧ୍ୟ ଭୁବନେଶ୍ବରରେ ବନ୍ଦ ହୋଇପାରେ ଖଣ୍ଡଗିରି ମାଘ ମେଳା । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏ ବର୍ଷ ମଧ୍ୟ ବନ୍ଦ ହୋଇପାରେ ଖଣ୍ଡଗିରି ମାଘ ମେଳା । ରାଜ୍ୟରେ କରୋନା ସଂକ୍ରମଣ ଏବେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି । କିଛି ଦିନ କରୋନା ସଂକ୍ରମଣ ୧୦ ହଜାର ଉପରେ ରହିବା ପରେ ଏବେ ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । କରୋନା ସଂକ୍ରମଣ ହ୍ରାସ ପାଉଥିଲେ ମଧ୍ୟ ସମସ୍ତେ ସତର୍କତା ଅବଲମ୍ବନ କରିବାକୁ କହିଛି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ସେପଟେ ଖଣ୍ଡଗିରି ଯାତ୍ରା ମଧ୍ୟ ହୋଇ ନପାରେ ବୋଲି କହିଛନ୍ତି ଭୁବନେଶ୍ୱର ମହାନଗର ନିଗମର ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ କହିଛନ୍ତି । କରୋନା ସଂକ୍ରମଣ କମିଛି କିନ୍ତୁ ଏପର୍ଯ୍ୟନ୍ତ ବିପଦ ଟଳିନି । ତେଣୁ ଜନ ସମାଗମ ଉପରେ ରୋକ୍ ଲଗାଇବା ପାଇଁ ଖଣ୍ଡଗିରି ମେଳା ଆୟୋଜନ ନକରିବାକୁ ନିଷ୍ପତ୍ତି ନିଆଯାଇପାରେ ବୋଲି କହିଛନ୍ତି ଲକ୍ଷ୍ମୀକାନ୍ତ ସେଠୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର