‘ଶ୍ରୀସେତୁ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ

The Sakala Picture
Published On

ପୁରୀ: ଶ୍ରୀକ୍ଷେତ୍ରକୁ ବିଶ୍ୱ ଐତିହ୍ୟ ସହର ଭାବେ ଗଢି ତୋଳିବାକୁ ରାଜ୍ୟ ସରକାରଙ୍କ ଉଦ୍ୟମ ସ୍ୱରୂପ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଏକାଧିକ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ କାର୍ଯ୍ୟ ମଧ୍ୟରୁ ‘ଶ୍ରୀସେତୁ’ ନିର୍ମାଣ କାମ ବି ଜାରି ରହିଛି । ଆଜି ପୁରୀ ଯାଇ ଶ୍ରୀସେତୁ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ ୫-ଟି ସଚିବ ଭି.କେ ପାଣ୍ଡିଆନ୍ । ତାଙ୍କ ସହ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । […]

ପୁରୀ: ଶ୍ରୀକ୍ଷେତ୍ରକୁ ବିଶ୍ୱ ଐତିହ୍ୟ ସହର ଭାବେ ଗଢି ତୋଳିବାକୁ ରାଜ୍ୟ ସରକାରଙ୍କ ଉଦ୍ୟମ ସ୍ୱରୂପ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଏକାଧିକ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ କାର୍ଯ୍ୟ ମଧ୍ୟରୁ ‘ଶ୍ରୀସେତୁ’ ନିର୍ମାଣ କାମ ବି ଜାରି ରହିଛି । ଆଜି ପୁରୀ ଯାଇ ଶ୍ରୀସେତୁ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ ୫-ଟି ସଚିବ ଭି.କେ ପାଣ୍ଡିଆନ୍ । ତାଙ୍କ ସହ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଂଶବିଶେଷ ଶ୍ରୀସେତୁ ମାଳତୀପାଟପୁରରୁ ବଡଦାଣ୍ଡକୁ ସଂଯୋଗ କରିବ । ଏଥିପାଇଁ ୧୯୦୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିଲା ।

ଆହୁରି ପଢ଼ନ୍ତୁ: ବିଜେଡିର କ୍ଷୋଭ: ଓଡ଼ିଶାର ସ୍ୱାର୍ଥ ବିରୋଧରେ ଭୋଟ ଦେଲେ ବିଜେପିର ୨୦ ସାଂସଦ

29 Jan 2022 By The Sakala

‘ଶ୍ରୀସେତୁ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ

ପୁରୀ: ଶ୍ରୀକ୍ଷେତ୍ରକୁ ବିଶ୍ୱ ଐତିହ୍ୟ ସହର ଭାବେ ଗଢି ତୋଳିବାକୁ ରାଜ୍ୟ ସରକାରଙ୍କ ଉଦ୍ୟମ ସ୍ୱରୂପ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଏକାଧିକ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ କାର୍ଯ୍ୟ ମଧ୍ୟରୁ ‘ଶ୍ରୀସେତୁ’ ନିର୍ମାଣ କାମ ବି ଜାରି ରହିଛି । ଆଜି ପୁରୀ ଯାଇ ଶ୍ରୀସେତୁ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ ୫-ଟି ସଚିବ ଭି.କେ ପାଣ୍ଡିଆନ୍ । ତାଙ୍କ ସହ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଂଶବିଶେଷ ଶ୍ରୀସେତୁ ମାଳତୀପାଟପୁରରୁ ବଡଦାଣ୍ଡକୁ ସଂଯୋଗ କରିବ । ଏଥିପାଇଁ ୧୯୦୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର