ରାଜ୍ଯରେ ତଳମୁହାଁ କରୋନା ଗ୍ରାଫ: ଆଜି ଚିହ୍ନଟ ହେଲେ ଆଉ ୩୦୮୬ ଜଣ କୋଭିଡ୍ ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ଗ୍ରାଫ୍। ଓଡ଼ିଶାରେ ଦୈନିକ କୋଭିଡ୍‍ ସଂକ୍ରମଣ ହାରରେ ଲାଗିଛି ବ୍ରେକ । ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଥିବା ବେଳେ ବର୍ତ୍ତମାନ ଗ୍ରାଫ ତଳମୁହାଁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୦୮୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୭୯୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୨୮୯ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ […]

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ଗ୍ରାଫ୍। ଓଡ଼ିଶାରେ ଦୈନିକ କୋଭିଡ୍‍ ସଂକ୍ରମଣ ହାରରେ ଲାଗିଛି ବ୍ରେକ । ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଥିବା ବେଳେ ବର୍ତ୍ତମାନ ଗ୍ରାଫ ତଳମୁହାଁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୦୮୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୭୯୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୨୮୯ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୫୪ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୫୨୩୨୬କୁ ବୃଦ୍ଧି ପାଇଥିବା ବେଳେ ୧୨୦୧୫୪୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୪୨୦୯୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

01 Feb 2022 By The Sakala

ରାଜ୍ଯରେ ତଳମୁହାଁ କରୋନା ଗ୍ରାଫ: ଆଜି ଚିହ୍ନଟ ହେଲେ ଆଉ ୩୦୮୬ ଜଣ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ଗ୍ରାଫ୍। ଓଡ଼ିଶାରେ ଦୈନିକ କୋଭିଡ୍‍ ସଂକ୍ରମଣ ହାରରେ ଲାଗିଛି ବ୍ରେକ । ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଥିବା ବେଳେ ବର୍ତ୍ତମାନ ଗ୍ରାଫ ତଳମୁହାଁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୦୮୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୭୯୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୨୮୯ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୫୪ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୫୨୩୨୬କୁ ବୃଦ୍ଧି ପାଇଥିବା ବେଳେ ୧୨୦୧୫୪୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୪୨୦୯୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

https://www.thesakala.in/latest-odisha-news/more-3086-new-covid-positive-case-detected-in-odisha/article-8892
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର