ଭୁବନେଶ୍ବରରେ ପୁଣି ବ୍ଯାପିଲା କରୋନା, ଏକ ଘରୋଇ ଶିକ୍ଷାନୁଷ୍ଠାନରୁ ୨୩ ଆକ୍ରାନ୍ତ ଚିହ୍ନଟ

The Sakala Picture
Published On

ଭୁବନେଶ୍ୱର: କଟକ ପରେ ଭୁବନେଶ୍ୱରର ଏକ ଘରୋଇ ଶିକ୍ଷାନୁଷ୍ଠାନରୁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଭୁବନେଶ୍ୱରର ଏକ ଘରୋଇ ଶିକ୍ଷାନୁଷ୍ଠାନ (XIMB)ରୁ ୨୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାପରେ ଉକ୍ତ ଶିକ୍ଷାନୁଷ୍ଠାନକୁ ଭୁବନେଶ୍ୱର ମହାନଗର ନିଗମ  ସିଲ୍‌ କରିଛି। ସେହିପରି ଉକ୍ତ ଶିକ୍ଷାନୁଷ୍ଠାନରେ ଥିବା ସମସ୍ତ ସଂସ୍ଥାକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଉକ୍ତ ଶିକ୍ଷାନୁଷ୍ଠାନର ସବୁ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ଆଜି କୋଭିଡ୍ ଟେଷ୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ […]

ଭୁବନେଶ୍ୱର: କଟକ ପରେ ଭୁବନେଶ୍ୱରର ଏକ ଘରୋଇ ଶିକ୍ଷାନୁଷ୍ଠାନରୁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଭୁବନେଶ୍ୱରର ଏକ ଘରୋଇ ଶିକ୍ଷାନୁଷ୍ଠାନ (XIMB)ରୁ ୨୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାପରେ ଉକ୍ତ ଶିକ୍ଷାନୁଷ୍ଠାନକୁ ଭୁବନେଶ୍ୱର ମହାନଗର ନିଗମ  ସିଲ୍‌ କରିଛି। ସେହିପରି ଉକ୍ତ ଶିକ୍ଷାନୁଷ୍ଠାନରେ ଥିବା ସମସ୍ତ ସଂସ୍ଥାକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ବରଗଡ଼ ପୁରୁଣା ହସ୍ପିଟାଲରେ କାର୍ଯ୍ୟରତ ଡାକ୍ତରଙ୍କୁ ମରଣାନ୍ତକ ଆକ୍ରମଣ, ଅଭିଯୁକ୍ତ ଅଟକ

ଉକ୍ତ ଶିକ୍ଷାନୁଷ୍ଠାନର ସବୁ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ଆଜି କୋଭିଡ୍ ଟେଷ୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ସମସ୍ତ ଆକ୍ରାନ୍ତଙ୍କୁ ଗୋଟିଏ ହଷ୍ଟେଲ ରୁମ୍‌ରେ ଆଇସୋଲେସନ୍‌ରେ ରହିବା ଲାଗି କୁହାଯାଇଛି। ବିଏମସି ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀ, ଔଷଧ ଯୋଗାଇ ଦିଆଯିବ ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜର କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଝାଡ଼ାବାନ୍ତି ଆତଙ୍କ: ୩୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଅସୁସ୍ଥ

ସୂଚନାଯୋଗ୍ୟ ଯେ,  କରୋନା ସଂକ୍ରମଣ ସଂଖ୍ୟା ପୁଣି ବଢିବରେ ଲାଗିଛି । ଗତ କିଛି ଦିନ ତଳେ କଟକର ୨ ଘରୋଇ ଶିକ୍ଷାନୁଷ୍ଠାନରୁ ୩୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ଏହାପରେ ଉକ୍ତ ଶିକ୍ଷାନୁଷ୍ଠାନକୁ କିଛି ଦିନ ପାଇଁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି ପ୍ରଶାସନ ।

ଆହୁରି ପଢ଼ନ୍ତୁ: ଡିଜିଟାଲ୍‌ ଇଣ୍ଡିଆକୁ ଶକ୍ତ ଝଟକା: ଓଡ଼ିଶାର ୧୦୯୧ ଗାଁରେ ନାହିଁ ମୋବାଇଲ୍‌ ନେଟ୍‌ୱର୍କ, ରାୟଗଡ଼ାରେ ସର୍ବାଧିକ

22 Mar 2021 By The Sakala

ଭୁବନେଶ୍ବରରେ ପୁଣି ବ୍ଯାପିଲା କରୋନା, ଏକ ଘରୋଇ ଶିକ୍ଷାନୁଷ୍ଠାନରୁ ୨୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କଟକ ପରେ ଭୁବନେଶ୍ୱରର ଏକ ଘରୋଇ ଶିକ୍ଷାନୁଷ୍ଠାନରୁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଭୁବନେଶ୍ୱରର ଏକ ଘରୋଇ ଶିକ୍ଷାନୁଷ୍ଠାନ (XIMB)ରୁ ୨୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାପରେ ଉକ୍ତ ଶିକ୍ଷାନୁଷ୍ଠାନକୁ ଭୁବନେଶ୍ୱର ମହାନଗର ନିଗମ  ସିଲ୍‌ କରିଛି। ସେହିପରି ଉକ୍ତ ଶିକ୍ଷାନୁଷ୍ଠାନରେ ଥିବା ସମସ୍ତ ସଂସ୍ଥାକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଉକ୍ତ ଶିକ୍ଷାନୁଷ୍ଠାନର ସବୁ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ଆଜି କୋଭିଡ୍ ଟେଷ୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ସମସ୍ତ ଆକ୍ରାନ୍ତଙ୍କୁ ଗୋଟିଏ ହଷ୍ଟେଲ ରୁମ୍‌ରେ ଆଇସୋଲେସନ୍‌ରେ ରହିବା ଲାଗି କୁହାଯାଇଛି। ବିଏମସି ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀ, ଔଷଧ ଯୋଗାଇ ଦିଆଯିବ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ ଯେ,  କରୋନା ସଂକ୍ରମଣ ସଂଖ୍ୟା ପୁଣି ବଢିବରେ ଲାଗିଛି । ଗତ କିଛି ଦିନ ତଳେ କଟକର ୨ ଘରୋଇ ଶିକ୍ଷାନୁଷ୍ଠାନରୁ ୩୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ଏହାପରେ ଉକ୍ତ ଶିକ୍ଷାନୁଷ୍ଠାନକୁ କିଛି ଦିନ ପାଇଁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି ପ୍ରଶାସନ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର