ଶ୍ରୀଜୀଉଙ୍କୁ ଦର୍ଶନ କରିବା ସହ ଶ୍ରୀମନ୍ଦିର ପରିକ୍ରମା କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କଲେ ୫ଟି ସଚିବ ଭି.କେ ପାଣ୍ଡିଆନ

The Sakala Picture
Published On

ପୁରୀ: ପୁରୀରେ ୫ଟି ସଚିବ ଭି କାର୍ତିକାୟନ ପାଣ୍ଡିଆନ। ଆଜି ସେ ପୁରୀ ଆସିଥିବାବେଳେ ସହ ପରିବାର ସହ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି। ଏଥି ସହ ସେ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିବା ଜଣାପଡ଼ିଛି। ପଶ୍ଚିମଦ୍ୱାର ପଟେ ଆରମ୍ଭ ହୋଇଥିବା ନିର୍ମାଣ କାର୍ଯ୍ୟକୁ ସେ ବୁଲି ଦେଖିବା ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଥିବା ଜଣାପଡିଛି।

ଆହୁରି ପଢ଼ନ୍ତୁ: ଭାରସାମ୍ୟ ହରାଇ ଓଲଟିଲା ଡିଜେ ଗାଡ଼ି: ଜଣଙ୍କର ମୃତ୍ୟୁ, ୧୦ରୁ ଊର୍ଦ୍ଧ୍ୱ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର