ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତୀରଥ ସିଂହ ରାୱତ କରୋନା ଆକ୍ରାନ୍ତ

The Sakala Picture
Published On

ଡେରାଡୁନ: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତୀରଥ ସିଂହ ରାୱତ କରୋନା ସଂକ୍ରମିତ ହୋଇଛନ୍ତି । ସୋମବାର ସେ ନିଜେ ଏ ସମ୍ପର୍କରେ ଟ୍ବିଟ କରି ସୂଚନା ଦେଇଛନ୍ତି। मेरी कोरोना टेस्ट रिपोर्ट पॉजिटिव आई है। मैं ठीक हूँ और मुझे कोई परेशानी नहीं है । डॉक्टर्स की निगरानी में मैंने स्वयं को आइसोलेट कर लिया है ।आप में से जो भी लोग गत कुछ […]

ଡେରାଡୁନ: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତୀରଥ ସିଂହ ରାୱତ କରୋନା ସଂକ୍ରମିତ ହୋଇଛନ୍ତି । ସୋମବାର ସେ ନିଜେ ଏ ସମ୍ପର୍କରେ ଟ୍ବିଟ କରି ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି: ୫ଟି ଆଲମିରା ଯାଞ୍ଚ ଶେଷ, ଅତ୍ୟାଧୁନିକ ୩ଡି ମ୍ୟାପିଂରେ ରହିବ ସବୁ ତଥ୍ୟ

ରାୱତ ଟ୍ବିଟରେ କହିଛନ୍ତି ଯେ, ତାଙ୍କର କରୋନା ପରୀକ୍ଷା ରିପୋର୍ଟ ପଜିଟିଭ୍‌ ଆସିଛି। ସେ ସୁସ୍ଥ ଅଛନ୍ତି। ସେ ନିଜକୁ ଆଇସୋଲେଶନରେ ରଖିଛନ୍ତି। ଯେଉଁ ବ୍ୟକ୍ତିମାନେ ଗତ କିଛିଦିନ ଧରି ତାଙ୍କ ସହିତ ସମ୍ପର୍କରେ ଆସିଛନ୍ତି ସେମାନେ ସତର୍କତା ଅବଲମ୍ବନ କରି ନିଜର ପରୀକ୍ଷା କରାଇନେବାକୁ ରାୱତ ଟ୍ବିଟ୍‌ରେ ଅନୁରୋଧ କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର