ବ୍ରହ୍ମପୁର ମେଡିକାଲ କଲେଜରେ ଗ୍ଯାଷ୍ଟ୍ରୋଏଣ୍ଟ୍ରୋଲୋଜି ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

The Sakala Picture
Published On

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ବ୍ରହ୍ମପୁରର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ ଓ ହସ୍ପିଟାଲରେ ଗ୍ଯାଷ୍ଟ୍ରୋଏଣ୍ଟ୍ରୋଲୋଜି ବିଭାଗ ଖୋଲିବାକୁ ଯାଉଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଉଭୟ ସର୍ଜିକାଲ ଓ  ମେଡିକାଲ ଗ୍ଯାଷ୍ଟ୍ରୋଏଣ୍ଟ୍ରୋଲୋଜି ପାଇଁ ୧୯ଟି ଶୈକ୍ଷିକ ଓ ଅଣଶୈକ୍ଷିକ ପଦବୀକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏମକେସିଜି ମେଡିକାଲ କଲେଜରେ ଉପରୋକ୍ତ ଦୁଇଏମକେସିଜି ବିଭାଗ ଖୋଲିବା ଫଳରେ ସମଗ୍ର ଦକ୍ଷିଣ ଓଡିଶାର ଜନସାଧାରଣ ବିଶେଷ ଭାବରେ ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବର୍ତ୍ତମାନ ବ୍ରହ୍ମପୁରରେ […]

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ବ୍ରହ୍ମପୁରର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ ଓ ହସ୍ପିଟାଲରେ ଗ୍ଯାଷ୍ଟ୍ରୋଏଣ୍ଟ୍ରୋଲୋଜି ବିଭାଗ ଖୋଲିବାକୁ ଯାଉଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଉଭୟ ସର୍ଜିକାଲ ଓ  ମେଡିକାଲ ଗ୍ଯାଷ୍ଟ୍ରୋଏଣ୍ଟ୍ରୋଲୋଜି ପାଇଁ ୧୯ଟି ଶୈକ୍ଷିକ ଓ ଅଣଶୈକ୍ଷିକ ପଦବୀକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି ।

ଆହୁରି ପଢ଼ନ୍ତୁ: କାଠଯୋଡି ନଦୀରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ଅସ୍ପଷ୍ଟ

ଏମକେସିଜି ମେଡିକାଲ କଲେଜରେ ଉପରୋକ୍ତ ଦୁଇଏମକେସିଜି ବିଭାଗ ଖୋଲିବା ଫଳରେ ସମଗ୍ର ଦକ୍ଷିଣ ଓଡିଶାର ଜନସାଧାରଣ ବିଶେଷ ଭାବରେ ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ତାତିରୁ ଆଶ୍ବସ୍ତି ଦେଲା କାଳବୈଶାଖୀ: ଭୁବନେଶ୍ୱରରେ ପବନ-ଘଡଘଡି ସହ କୁଆପଥର ବର୍ଷା

ବର୍ତ୍ତମାନ ବ୍ରହ୍ମପୁରରେ ଏହି ଅତ୍ୟାଧୁନିକ ସୁପର ସ୍ପେସିଆଲିଟି ଚିକିତ୍ସା ସୁବିଧା ଉପଲବ୍‌ଧ ହେବା ଦ୍ବାରା ଦକ୍ଷିଣ ଓଡିଶାର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଆଉ ଏକ ନୂଆ ଯୁଗର ଆରମ୍ଭ ହୋଇଛି ।

ଆହୁରି ପଢ଼ନ୍ତୁ: ଟ୍ୱିନ୍ ସିଟିରେ କଳା ଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ, କିଛି ସ୍ଥାନରେ ପବନ ସହ ଘଡ଼ଘଡ଼ି ବର୍ଷା

ଏମକେସିଜି ମେଡିକାଲ କଲେଜ, ବ୍ରହ୍ମପୁର ରାଜ୍ୟର ବିଶେଷକରି ଦକ୍ଷିଣ ଓଡିଶାର ଅଗ୍ରଣୀ ଚିକିତ୍ସା ପ୍ରତିଷ୍ଠାନ ଭାବରେ ସୁପରିଚିତ । ଦକ୍ଷିଣ ଓଡିଶାର ଜନସାଧାରଣଙ୍କୁ ଗୁଣାତ୍ମକ ଚିକିତ୍ସା ସେବା ଯୋଗାଇବା କ୍ଷେତ୍ରରେ ଏହା ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି । ବର୍ତ୍ତମାନ ଏହି ସୁପର ସ୍ପେସିଆଲିଟି ବିଭାଗ ଖୋଲିବା ଦ୍ବାରା ଜନସାଧାରଣଙ୍କ ଅସୁବିଧା ଦୂର ହେବ।

22 Mar 2021 By The Sakala

ବ୍ରହ୍ମପୁର ମେଡିକାଲ କଲେଜରେ ଗ୍ଯାଷ୍ଟ୍ରୋଏଣ୍ଟ୍ରୋଲୋଜି ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ବ୍ରହ୍ମପୁରର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ ଓ ହସ୍ପିଟାଲରେ ଗ୍ଯାଷ୍ଟ୍ରୋଏଣ୍ଟ୍ରୋଲୋଜି ବିଭାଗ ଖୋଲିବାକୁ ଯାଉଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଉଭୟ ସର୍ଜିକାଲ ଓ  ମେଡିକାଲ ଗ୍ଯାଷ୍ଟ୍ରୋଏଣ୍ଟ୍ରୋଲୋଜି ପାଇଁ ୧୯ଟି ଶୈକ୍ଷିକ ଓ ଅଣଶୈକ୍ଷିକ ପଦବୀକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି ।

ଏମକେସିଜି ମେଡିକାଲ କଲେଜରେ ଉପରୋକ୍ତ ଦୁଇଏମକେସିଜି ବିଭାଗ ଖୋଲିବା ଫଳରେ ସମଗ୍ର ଦକ୍ଷିଣ ଓଡିଶାର ଜନସାଧାରଣ ବିଶେଷ ଭାବରେ ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ବର୍ତ୍ତମାନ ବ୍ରହ୍ମପୁରରେ ଏହି ଅତ୍ୟାଧୁନିକ ସୁପର ସ୍ପେସିଆଲିଟି ଚିକିତ୍ସା ସୁବିଧା ଉପଲବ୍‌ଧ ହେବା ଦ୍ବାରା ଦକ୍ଷିଣ ଓଡିଶାର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଆଉ ଏକ ନୂଆ ଯୁଗର ଆରମ୍ଭ ହୋଇଛି ।

ଏମକେସିଜି ମେଡିକାଲ କଲେଜ, ବ୍ରହ୍ମପୁର ରାଜ୍ୟର ବିଶେଷକରି ଦକ୍ଷିଣ ଓଡିଶାର ଅଗ୍ରଣୀ ଚିକିତ୍ସା ପ୍ରତିଷ୍ଠାନ ଭାବରେ ସୁପରିଚିତ । ଦକ୍ଷିଣ ଓଡିଶାର ଜନସାଧାରଣଙ୍କୁ ଗୁଣାତ୍ମକ ଚିକିତ୍ସା ସେବା ଯୋଗାଇବା କ୍ଷେତ୍ରରେ ଏହା ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି । ବର୍ତ୍ତମାନ ଏହି ସୁପର ସ୍ପେସିଆଲିଟି ବିଭାଗ ଖୋଲିବା ଦ୍ବାରା ଜନସାଧାରଣଙ୍କ ଅସୁବିଧା ଦୂର ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର