ଜୋର ଧରିଲା ବିଧାନ ପରିଷଦ ବିବାଦ: କେନ୍ଦ୍ରକୁ ୨ଟି ଚିଠି ଲେଖିବେ ବାଚସ୍ପତି ସୂର୍ଯ୍ଯନାରାୟଣ ପାତ୍ର

The Sakala Picture
Published On

ଭୁବନେଶ୍ୱର: ବିଧାନ ପରିଷଦ ସଂକଳ୍ପ ସମ୍ପର୍କରେ କେନ୍ଦ୍ରକୁ ୨ଟି ଚିଠି ଲେଖିବେ ବାଚସ୍ପତି ସୂର୍ଯ୍ଯନାରାୟଣ ପାତ୍ର । ୨୦୧୮ରେ ବିଧାନସଭାରେ ସର୍ବସମ୍ମତିକ୍ରମେ ପାରିତ ବିଧାନ ପରିଷଦ ସଂକଳ୍ପ ରାଜ୍ୟ ସରକାର କେନ୍ଦ୍ରକୁ ପଠାଇଥିଲେ । କିନ୍ତୁ ମନ୍ତ୍ରୀଙ୍କୁ ଆଇନ ବିଭାଗ କାହିଁକି ଭୁଲ ତଥ୍ୟ ଦେଇଛି, ସେକଥା ଚିଠିରେ ଉଲ୍ଲେଖ କରିବେ ବାଚସ୍ପତି । ଏନେଇ ତଦନ୍ତ ପାଇଁ ବାଚସ୍ପତି ଚିଠି ଲେଖିବେ । ବିଧାନ ପରିଷଦ ଗଠନ ପାଇଁ ଓଡ଼ିଶା ସରକାରଙ୍କଠାରୁ ପ୍ରସ୍ତାବ ଆସିନଥିବା ରାଜ୍ୟସଭାରେ […]

ଭୁବନେଶ୍ୱର: ବିଧାନ ପରିଷଦ ସଂକଳ୍ପ ସମ୍ପର୍କରେ କେନ୍ଦ୍ରକୁ ୨ଟି ଚିଠି ଲେଖିବେ ବାଚସ୍ପତି ସୂର୍ଯ୍ଯନାରାୟଣ ପାତ୍ର । ୨୦୧୮ରେ ବିଧାନସଭାରେ ସର୍ବସମ୍ମତିକ୍ରମେ ପାରିତ ବିଧାନ ପରିଷଦ ସଂକଳ୍ପ ରାଜ୍ୟ ସରକାର କେନ୍ଦ୍ରକୁ ପଠାଇଥିଲେ । କିନ୍ତୁ ମନ୍ତ୍ରୀଙ୍କୁ ଆଇନ ବିଭାଗ କାହିଁକି ଭୁଲ ତଥ୍ୟ ଦେଇଛି, ସେକଥା ଚିଠିରେ ଉଲ୍ଲେଖ କରିବେ ବାଚସ୍ପତି । ଏନେଇ ତଦନ୍ତ ପାଇଁ ବାଚସ୍ପତି ଚିଠି ଲେଖିବେ । ବିଧାନ ପରିଷଦ ଗଠନ ପାଇଁ ଓଡ଼ିଶା ସରକାରଙ୍କଠାରୁ ପ୍ରସ୍ତାବ ଆସିନଥିବା ରାଜ୍ୟସଭାରେ ବିଜେଡି ସାଂସଦ ପ୍ରସନ୍ନ ଆଚାର୍ଯ୍ଯଙ୍କ ଲିଖିତ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରୀ କିରଣ ରିଜଜୁ କହିଥିଲେ। କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜିଜୁଙ୍କ ଏହି ବୟାନ ପରେ ଏହା ଦୁଃଖ ଓ ଆଶ୍ଚର୍ଯ୍ଯର ବିଷୟ ବୋଲି ବାଚସ୍ପତି କହିଥିଲେ ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

୨୦୧୮ ସେପ୍ଟେମ୍ବର ୬ରେ ସଂକଳ୍ପ ବିଧାନସଭାରେ ପାରିତ ହୋଇଥିଲା । ସେପ୍ଟେମ୍ବର ୨୦୧୮ରେ କେନ୍ଦ୍ରକୁ ଚିଠି ପଠାଯାଇଥିଲା । ଲୋକସଭା, ରାଜ୍ୟସଭା, ସଂସଦୀୟ ବ୍ୟାପାର ଓ ଆଇନ ସଚିବଙ୍କୁ ଏନେଇ ଚିଠି ପଠାଯାଇଥିଲା ବୋଲି ବାଚସ୍ପତି କହିଛନ୍ତି । ପୁଣିଥରେ ୨ଟି ଚିଠି ଲେଖି ସମସ୍ତ କଥା ଅବଗତ କରାଯିବ ବୋଲି ବାଚସ୍ପତି ସୂର୍ଯ୍ଯ ନାରାୟଣ ପାତ୍ର କହିଛନ୍ତି ।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

12 Feb 2022 By The Sakala

ଜୋର ଧରିଲା ବିଧାନ ପରିଷଦ ବିବାଦ: କେନ୍ଦ୍ରକୁ ୨ଟି ଚିଠି ଲେଖିବେ ବାଚସ୍ପତି ସୂର୍ଯ୍ଯନାରାୟଣ ପାତ୍ର

ଭୁବନେଶ୍ୱର: ବିଧାନ ପରିଷଦ ସଂକଳ୍ପ ସମ୍ପର୍କରେ କେନ୍ଦ୍ରକୁ ୨ଟି ଚିଠି ଲେଖିବେ ବାଚସ୍ପତି ସୂର୍ଯ୍ଯନାରାୟଣ ପାତ୍ର । ୨୦୧୮ରେ ବିଧାନସଭାରେ ସର୍ବସମ୍ମତିକ୍ରମେ ପାରିତ ବିଧାନ ପରିଷଦ ସଂକଳ୍ପ ରାଜ୍ୟ ସରକାର କେନ୍ଦ୍ରକୁ ପଠାଇଥିଲେ । କିନ୍ତୁ ମନ୍ତ୍ରୀଙ୍କୁ ଆଇନ ବିଭାଗ କାହିଁକି ଭୁଲ ତଥ୍ୟ ଦେଇଛି, ସେକଥା ଚିଠିରେ ଉଲ୍ଲେଖ କରିବେ ବାଚସ୍ପତି । ଏନେଇ ତଦନ୍ତ ପାଇଁ ବାଚସ୍ପତି ଚିଠି ଲେଖିବେ । ବିଧାନ ପରିଷଦ ଗଠନ ପାଇଁ ଓଡ଼ିଶା ସରକାରଙ୍କଠାରୁ ପ୍ରସ୍ତାବ ଆସିନଥିବା ରାଜ୍ୟସଭାରେ ବିଜେଡି ସାଂସଦ ପ୍ରସନ୍ନ ଆଚାର୍ଯ୍ଯଙ୍କ ଲିଖିତ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରୀ କିରଣ ରିଜଜୁ କହିଥିଲେ। କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜିଜୁଙ୍କ ଏହି ବୟାନ ପରେ ଏହା ଦୁଃଖ ଓ ଆଶ୍ଚର୍ଯ୍ଯର ବିଷୟ ବୋଲି ବାଚସ୍ପତି କହିଥିଲେ ।

୨୦୧୮ ସେପ୍ଟେମ୍ବର ୬ରେ ସଂକଳ୍ପ ବିଧାନସଭାରେ ପାରିତ ହୋଇଥିଲା । ସେପ୍ଟେମ୍ବର ୨୦୧୮ରେ କେନ୍ଦ୍ରକୁ ଚିଠି ପଠାଯାଇଥିଲା । ଲୋକସଭା, ରାଜ୍ୟସଭା, ସଂସଦୀୟ ବ୍ୟାପାର ଓ ଆଇନ ସଚିବଙ୍କୁ ଏନେଇ ଚିଠି ପଠାଯାଇଥିଲା ବୋଲି ବାଚସ୍ପତି କହିଛନ୍ତି । ପୁଣିଥରେ ୨ଟି ଚିଠି ଲେଖି ସମସ୍ତ କଥା ଅବଗତ କରାଯିବ ବୋଲି ବାଚସ୍ପତି ସୂର୍ଯ୍ଯ ନାରାୟଣ ପାତ୍ର କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର