ଗାନ୍ଧୀମୟ ବିଧାନସଭା, ଗାନ୍ଧୀଙ୍କ ଓଡ଼ିଶା ଆଗମନକୁ ଶହେ ବର୍ଷ ପୂର୍ତ୍ତି ଅବସରରେ ଗୃହରେ ଚାଲିଛି ସ୍ବତନ୍ତ୍ର ଆଲୋଚନା

The Sakala Picture
Published On

ଭୁବନେଶ୍ୱର: ଆଜିର ଦିନରେ ଓଡିଶା ଆସିଥିଲେ ଜାତିର ପିତା ମହାତ୍ମାଗାନ୍ଧୀ । ୧୯୨୧ରେ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନକୁ ଆଜି ପୂରଣ ହୋଇଛି ୧୦୦ ବର୍ଷ। ଶହେ ବର୍ଷ ପୂର୍ତ୍ତି ଅବସରରେ ଆଜି ବିଧାନସଭାରେ କେବଳ ବାପୁଙ୍କ ଉପରେ ସ୍ୱତନ୍ତ୍ର ଆଲୋଚନା ହେଉଛି । ଗୃହରେ ସଙ୍କଳ୍ପ ଅଣାଯିବା ସହ ପାରିତ କରାଯିବ । ପ୍ରଶ୍ନକାଳ, ଶୂନ୍ୟକାଳ, ମୁଲତବୀ ପ୍ରସ୍ତାବ ଆଲୋଚନାକୁ ବାତିଲ କରାଯାଇ ଗୃହରେ ସ୍ୱତନ୍ତ୍ର ଆଲୋଚନା କରାଯାଉଛି । ସକାଳ ୧୦ଟା ୩୦ ମିନିଟରୁ […]

ଭୁବନେଶ୍ୱର: ଆଜିର ଦିନରେ ଓଡିଶା ଆସିଥିଲେ ଜାତିର ପିତା ମହାତ୍ମାଗାନ୍ଧୀ । ୧୯୨୧ରେ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନକୁ ଆଜି ପୂରଣ ହୋଇଛି ୧୦୦ ବର୍ଷ। ଶହେ ବର୍ଷ ପୂର୍ତ୍ତି ଅବସରରେ ଆଜି ବିଧାନସଭାରେ କେବଳ ବାପୁଙ୍କ ଉପରେ ସ୍ୱତନ୍ତ୍ର ଆଲୋଚନା ହେଉଛି ।

ଆହୁରି ପଢ଼ନ୍ତୁ: ମନଗଢ଼ା ମନ୍ତବ୍ୟ ଦେଇ ଫସିଗଲେ ବିଜେପି ସାଂସଦ: ଭର୍ତ୍ତୃହରି ମହତାବଙ୍କୁ ବିଜେଡି ସାଂସଦଙ୍କ କଟୁ ଭର୍ତ୍ସନା

ଗୃହରେ ସଙ୍କଳ୍ପ ଅଣାଯିବା ସହ ପାରିତ କରାଯିବ । ପ୍ରଶ୍ନକାଳ, ଶୂନ୍ୟକାଳ, ମୁଲତବୀ ପ୍ରସ୍ତାବ ଆଲୋଚନାକୁ ବାତିଲ କରାଯାଇ ଗୃହରେ ସ୍ୱତନ୍ତ୍ର ଆଲୋଚନା କରାଯାଉଛି । ସକାଳ ୧୦ଟା ୩୦ ମିନିଟରୁ ଆରମ୍ଭ ହୋଇଥିବା ଆଲୋଚନା ଅପରାହ୍ନ ସାଢ଼େ ଗୋଟାଏ ମିନିଟ ପର୍ଯ୍ଯନ୍ତ ଚାଲିବ । ବିଶେଷକରି ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ବିଭିନ୍ନ ଦିଗ ଉପରେ ଆଲୋଚନା କରାଯିବ ବୋଲି ବାଚସ୍ପତି ସୂର୍ଯ୍ଯନାରାୟଣ ପାତ୍ର ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ୫,୫୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଡେରାବିଶ କାଉପଡ଼ା 'RI'ଙ୍କୁ ଧରିଲା ଭିଜିଲାନ୍ସ

ମହାତ୍ମାଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଅବସରରେ ଅହିଂସା ଶଦ୍ଦକୁ ଭାରତୀୟ ସମ୍ବିଧାନର ମୁଖବନ୍ଧରେ ସ୍ଥାନ ଦେବାକୁ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ଦେଇଛନ୍ତି । ଏହା ବାପୁଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ । ଏହି ସମ୍ବନ୍ଧରେ ବିଧାନସଭାରେ ଆଜି ଏକ ସଂକଳ୍ପ ପାରିତ ହୋଇପାରେ । ଅଧିବେଶନ ଆରମ୍ଭ ପୂର୍ବରୁ ବିଧାନସଭା ପରିସରରେ ଥିବା ଗାନ୍ଧି ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ବାଚସ୍ପତିଙ୍କ ସମେତ ସବୁ ବିଧାୟକ ଓ ମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ନିବେଶ ଅନୁକୂଳ ସୂଚୀରେ ଓଡ଼ିଶାକୁ ୫ମ ସ୍ଥାନ: ନବୀନ କହିଲେ, ବିଜେଡି ସରକାରଙ୍କ ୨୫ ବର୍ଷ ପ୍ରୟାସର ଫଳ

23 Mar 2021 By The Sakala

ଗାନ୍ଧୀମୟ ବିଧାନସଭା, ଗାନ୍ଧୀଙ୍କ ଓଡ଼ିଶା ଆଗମନକୁ ଶହେ ବର୍ଷ ପୂର୍ତ୍ତି ଅବସରରେ ଗୃହରେ ଚାଲିଛି ସ୍ବତନ୍ତ୍ର ଆଲୋଚନା

ଭୁବନେଶ୍ୱର: ଆଜିର ଦିନରେ ଓଡିଶା ଆସିଥିଲେ ଜାତିର ପିତା ମହାତ୍ମାଗାନ୍ଧୀ । ୧୯୨୧ରେ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନକୁ ଆଜି ପୂରଣ ହୋଇଛି ୧୦୦ ବର୍ଷ। ଶହେ ବର୍ଷ ପୂର୍ତ୍ତି ଅବସରରେ ଆଜି ବିଧାନସଭାରେ କେବଳ ବାପୁଙ୍କ ଉପରେ ସ୍ୱତନ୍ତ୍ର ଆଲୋଚନା ହେଉଛି ।

ଗୃହରେ ସଙ୍କଳ୍ପ ଅଣାଯିବା ସହ ପାରିତ କରାଯିବ । ପ୍ରଶ୍ନକାଳ, ଶୂନ୍ୟକାଳ, ମୁଲତବୀ ପ୍ରସ୍ତାବ ଆଲୋଚନାକୁ ବାତିଲ କରାଯାଇ ଗୃହରେ ସ୍ୱତନ୍ତ୍ର ଆଲୋଚନା କରାଯାଉଛି । ସକାଳ ୧୦ଟା ୩୦ ମିନିଟରୁ ଆରମ୍ଭ ହୋଇଥିବା ଆଲୋଚନା ଅପରାହ୍ନ ସାଢ଼େ ଗୋଟାଏ ମିନିଟ ପର୍ଯ୍ଯନ୍ତ ଚାଲିବ । ବିଶେଷକରି ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ବିଭିନ୍ନ ଦିଗ ଉପରେ ଆଲୋଚନା କରାଯିବ ବୋଲି ବାଚସ୍ପତି ସୂର୍ଯ୍ଯନାରାୟଣ ପାତ୍ର ସୂଚନା ଦେଇଛନ୍ତି ।

ମହାତ୍ମାଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଅବସରରେ ଅହିଂସା ଶଦ୍ଦକୁ ଭାରତୀୟ ସମ୍ବିଧାନର ମୁଖବନ୍ଧରେ ସ୍ଥାନ ଦେବାକୁ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ଦେଇଛନ୍ତି । ଏହା ବାପୁଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ । ଏହି ସମ୍ବନ୍ଧରେ ବିଧାନସଭାରେ ଆଜି ଏକ ସଂକଳ୍ପ ପାରିତ ହୋଇପାରେ । ଅଧିବେଶନ ଆରମ୍ଭ ପୂର୍ବରୁ ବିଧାନସଭା ପରିସରରେ ଥିବା ଗାନ୍ଧି ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ବାଚସ୍ପତିଙ୍କ ସମେତ ସବୁ ବିଧାୟକ ଓ ମନ୍ତ୍ରୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର