ରାଜ୍ଯରେ ଚିହ୍ନଟ ହେଲେ ଆଉ ୮୫୨ କୋଭିଡ୍ ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୧ହଜାର ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୫୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୯୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୫୭ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୮୧ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ […]

ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୧ହଜାର ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୫୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୯୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୫୭ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୮୧ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୯୮୯୮ କୁ ବୃଦ୍ଧି ପାଇଥିବା ବେଳେ ୧୨୬୧୪୬୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୯୪୩୩ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

16 Feb 2022 By The Sakala

ରାଜ୍ଯରେ ଚିହ୍ନଟ ହେଲେ ଆଉ ୮୫୨ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୧ହଜାର ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୫୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୯୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୫୭ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୮୧ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୯୮୯୮ କୁ ବୃଦ୍ଧି ପାଇଥିବା ବେଳେ ୧୨୬୧୪୬୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୯୪୩୩ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

https://www.thesakala.in/latest-odisha-news/another-852-covid-positives-were-identified-in-the-state/article-9290
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର