ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବଜ୍ରପାତ ସହ ବର୍ଷା ସମ୍ଭାବନା : ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ବର :ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ଉତ୍ତର ଦିଗରେ ଅବସ୍ଥିତ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଶନିବାର ମଧ୍ୟରେ ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ନୂଆପଡା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡା, ବଲାଙ୍ଗୀର ଏବଂ ସୋନପୁର ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ଜିଲ୍ଲା ଗୁଡିକ ପାଇଁ ୟେଲୋ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଗାମୀ […]
ଭୁବନେଶ୍ବର :ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ଉତ୍ତର ଦିଗରେ ଅବସ୍ଥିତ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଶନିବାର ମଧ୍ୟରେ ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ନୂଆପଡା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡା, ବଲାଙ୍ଗୀର ଏବଂ ସୋନପୁର ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ଜିଲ୍ଲା ଗୁଡିକ ପାଇଁ ୟେଲୋ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆଗାମୀ ୨୪ ଘଣ୍ଟା ମଧ୍ୟରେ #ମାଲକାନଗିରି, #ରାୟଗଡା, #କୋରାପୁଟ, #ନୂଆପଡା, #କଳାହାଣ୍ଡି, #କନ୍ଧମାଳ, #ଗଜପତି ଏବଂ #ବଲାଙ୍ଗୀର ଜିଲ୍ଲାରେ #କିଛି #ସ୍ଥାନରେ #ହାଲୁକାରୁ–#ମଧ୍ୟମ ଧରଣର #ବର୍ଷା, ଓଡ଼ିଶାର ଅବଶିଷ୍ଠ ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା | @moesgoi @IPR_Odisha @SRC_Odisha @DDOdiaNews pic.twitter.com/yRoFlBNDRA
ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା— Meteorological Centre, Bhubaneswar (@mcbbsr) February 19, 2021
ସେହିପରି ଆଗାମୀ ୨୪ ଘଣ୍ଟା ପାଇଁ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ସନ୍ଧ୍ୟା ବେଳକୁ ଆକାଶ ଆଂଶିକ ମେଘାଚ୍ଛନ୍ନ ହେବାର ସମ୍ଭାବନା ରହିଛି ଏବଂ ବଜ୍ରପାତ ସହ ସାମାନ୍ୟ ବର୍ଷା ମଧ୍ୟ ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି । ସେହିପରି ସର୍ବାଧିକ ଏବଂ ସର୍ବନିମ୍ନ ତାପମାତ୍ରା ଯଥାକ୍ରମେ ୩୩ ଓ ୨୦ ଡିଗ୍ରି ହେବାର ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କହିଛି ପାଣିପାଗ କେନ୍ଦ୍ର। ଗତ ୨୪ ଘଣ୍ଟାରେ ବଲାଙ୍ଗୀରରେ ସର୍ବାଧିକ ୩୪.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ୧୩.୦ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବଜ୍ରପାତ ସହ ବର୍ଷା ସମ୍ଭାବନା : ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ବର :ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ଉତ୍ତର ଦିଗରେ ଅବସ୍ଥିତ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଶନିବାର ମଧ୍ୟରେ ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ନୂଆପଡା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡା, ବଲାଙ୍ଗୀର ଏବଂ ସୋନପୁର ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ଜିଲ୍ଲା ଗୁଡିକ ପାଇଁ ୟେଲୋ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆଗାମୀ ୨୪ ଘଣ୍ଟା ମଧ୍ୟରେ #ମାଲକାନଗିରି, #ରାୟଗଡା, #କୋରାପୁଟ, #ନୂଆପଡା, #କଳାହାଣ୍ଡି, #କନ୍ଧମାଳ, #ଗଜପତି ଏବଂ #ବଲାଙ୍ଗୀର ଜିଲ୍ଲାରେ #କିଛି #ସ୍ଥାନରେ #ହାଲୁକାରୁ–#ମଧ୍ୟମ ଧରଣର #ବର୍ଷା, ଓଡ଼ିଶାର ଅବଶିଷ୍ଠ ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା | @moesgoi @IPR_Odisha @SRC_Odisha @DDOdiaNews pic.twitter.com/yRoFlBNDRA
— Meteorological Centre, Bhubaneswar (@mcbbsr) February 19, 2021