ରାଜ୍ୟରେ ନିର୍ବାଚନ ପୂର୍ବରୁ ୨୩ ପ୍ରାର୍ଥୀଙ୍କ ମୃତ୍ୟୁ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ସମୟରେ ୨୩ ଜଣଙ୍କ ମୃତ୍ୟୁ  ଘଟିଛି । ଏନେଇ ବୁଧବାର ରାଜ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି । ସୂଚନା ଅନୁସାରେ ରାଜ୍ୟରେ ନାମାଙ୍କନ ଦାଖଲରୁ ମତଦାନ ପର୍ଯ୍ଯନ୍ତ ୨୩ ଜଣ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିବା ବେଳେ ଏହି ୨୩ଟି ପଦବୀ ପାଇଁ ମତଦାନ ସ୍ଥଗିତ ରଖାଯାଇଛି । ସର୍ବାଧିକ ୧୩ ଜଣ ୱାର୍ଡ ସଭ୍ୟ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଏହା ସହିତ ୬ ଜଣ ସରପଞ୍ଚ ଓ […]

ଭୁବନେଶ୍ୱର: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ସମୟରେ ୨୩ ଜଣଙ୍କ ମୃତ୍ୟୁ  ଘଟିଛି । ଏନେଇ ବୁଧବାର ରାଜ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି । ସୂଚନା ଅନୁସାରେ ରାଜ୍ୟରେ ନାମାଙ୍କନ ଦାଖଲରୁ ମତଦାନ ପର୍ଯ୍ଯନ୍ତ ୨୩ ଜଣ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିବା ବେଳେ ଏହି ୨୩ଟି ପଦବୀ ପାଇଁ ମତଦାନ ସ୍ଥଗିତ ରଖାଯାଇଛି । ସର୍ବାଧିକ ୧୩ ଜଣ ୱାର୍ଡ ସଭ୍ୟ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଏହା ସହିତ ୬ ଜଣ ସରପଞ୍ଚ ଓ ୩ ଜଣ ସମିତି ସଭ୍ୟ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଛି ଏବଂ କେନ୍ଦୁଝର ଜିଲ୍ଲାର ଜଣେ ଜିଲ୍ଲାପରିଷଦ ପ୍ରାର୍ଥୀଙ୍କର ମୃତ୍ୟୁ ହୋଇଥିବା ଜଣା ପଡ଼ିଛି ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

କଟକ ସଦର ଯଶପଡ଼ା ପଞ୍ଚାୟତରେ ସରପଞ୍ଚ ପ୍ରାର୍ଥୀଙ୍କ ମୃତ୍ୟୁ ଘଟିଛି, ଫଳରେ ମତଦାନକୁ ବନ୍ଦ କରାଯାଇଛି । କିନ୍ତୁ ଅନ୍ୟ ପଦ ପାଇଁ ଭୋଟିଂ ଜାରି ରହିଛି । ବିଳମ୍ବିତ ରାତିରେ ସରପଞ୍ଚ ପ୍ରାର୍ଥୀ ନମିତା ବେହେରାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ୍ୟୁର କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

16 Feb 2022 By The Sakala

ରାଜ୍ୟରେ ନିର୍ବାଚନ ପୂର୍ବରୁ ୨୩ ପ୍ରାର୍ଥୀଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ସମୟରେ ୨୩ ଜଣଙ୍କ ମୃତ୍ୟୁ  ଘଟିଛି । ଏନେଇ ବୁଧବାର ରାଜ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି । ସୂଚନା ଅନୁସାରେ ରାଜ୍ୟରେ ନାମାଙ୍କନ ଦାଖଲରୁ ମତଦାନ ପର୍ଯ୍ଯନ୍ତ ୨୩ ଜଣ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିବା ବେଳେ ଏହି ୨୩ଟି ପଦବୀ ପାଇଁ ମତଦାନ ସ୍ଥଗିତ ରଖାଯାଇଛି । ସର୍ବାଧିକ ୧୩ ଜଣ ୱାର୍ଡ ସଭ୍ୟ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଏହା ସହିତ ୬ ଜଣ ସରପଞ୍ଚ ଓ ୩ ଜଣ ସମିତି ସଭ୍ୟ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଛି ଏବଂ କେନ୍ଦୁଝର ଜିଲ୍ଲାର ଜଣେ ଜିଲ୍ଲାପରିଷଦ ପ୍ରାର୍ଥୀଙ୍କର ମୃତ୍ୟୁ ହୋଇଥିବା ଜଣା ପଡ଼ିଛି ।

କଟକ ସଦର ଯଶପଡ଼ା ପଞ୍ଚାୟତରେ ସରପଞ୍ଚ ପ୍ରାର୍ଥୀଙ୍କ ମୃତ୍ୟୁ ଘଟିଛି, ଫଳରେ ମତଦାନକୁ ବନ୍ଦ କରାଯାଇଛି । କିନ୍ତୁ ଅନ୍ୟ ପଦ ପାଇଁ ଭୋଟିଂ ଜାରି ରହିଛି । ବିଳମ୍ବିତ ରାତିରେ ସରପଞ୍ଚ ପ୍ରାର୍ଥୀ ନମିତା ବେହେରାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ୍ୟୁର କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି ।

https://www.thesakala.in/latest-odisha-news/23-candidates-died-in-the-state-before-the-election/article-9304
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର