ଜଗତସିଂହପୁର ନିର୍ବାଚନୀ ହିଂସା: ଭୋଟ୍ ବାକ୍ସ ଉଠାଇ ନେଲେ ଦୁର୍ବୃତ୍ତ, ବନ୍ଦ ରହିଲା ମତଦାନ

The Sakala Picture
Published On

ଜଗତସିଂହପୁର: ଜଗତସିଂହପୁର ପଟସରାରେ ନିର୍ବାଚନୀ ହିଂସା । ଭୋଟ୍ ବାକ୍ସ ଉଠାଇ ନେଲେ ଦୁର୍ବୃତ୍ତ । ଜଗତସିଂହପୁର ଜିଲ୍ଲା ପଟସରା ପଞ୍ଚାୟତ ଢୋଲ ବନ୍ଧ ପ୍ରାଥମିକ ବିଦ୍ୟାଳୟରେ ଏହାକୁ ନେଇ ଉତ୍ତେଜନା ଦେଖାଦେଇଛି । ଏହାସହ ୨ନମ୍ବର ବୁଥରେ ଭୋଟ ବାକ୍ସ ଭଙ୍ଗାରୁଜା କରିଛନ୍ତି କିଛି ବିଜେପି କର୍ମୀ । ୪୦ ରୁ ୫୦ ବିଜେପି କର୍ମୀ ବୁଥ ଭିତରେ ପଶି ଭୋଟ ବାକ୍ସ ସହ ସବୁ ନିର୍ବାଚନ ସାମଗ୍ରୀ ଭାଙ୍ଗି ମତଦାତାଙ୍କୁ ଠେଲି ବାହାରକୁ ବିଦା […]

ଜଗତସିଂହପୁର: ଜଗତସିଂହପୁର ପଟସରାରେ ନିର୍ବାଚନୀ ହିଂସା । ଭୋଟ୍ ବାକ୍ସ ଉଠାଇ ନେଲେ ଦୁର୍ବୃତ୍ତ । ଜଗତସିଂହପୁର ଜିଲ୍ଲା ପଟସରା ପଞ୍ଚାୟତ ଢୋଲ ବନ୍ଧ ପ୍ରାଥମିକ ବିଦ୍ୟାଳୟରେ ଏହାକୁ ନେଇ ଉତ୍ତେଜନା ଦେଖାଦେଇଛି । ଏହାସହ ୨ନମ୍ବର ବୁଥରେ ଭୋଟ ବାକ୍ସ ଭଙ୍ଗାରୁଜା କରିଛନ୍ତି କିଛି ବିଜେପି କର୍ମୀ । ୪୦ ରୁ ୫୦ ବିଜେପି କର୍ମୀ ବୁଥ ଭିତରେ ପଶି ଭୋଟ ବାକ୍ସ ସହ ସବୁ ନିର୍ବାଚନ ସାମଗ୍ରୀ ଭାଙ୍ଗି ମତଦାତାଙ୍କୁ ଠେଲି ବାହାରକୁ ବିଦା କରିଦେଇଥିବା ଦେଖିବାକୁ ମିଳିଛି । ପରାଜୟ ଭୟରେ ବୁଥରେ ପଶି ଭୋଟ ବାକ୍ସ ଭଙ୍ଗାରୁଜା କରୁଛି ବିଜେପି କର୍ମୀ ।

ଆହୁରି ପଢ଼ନ୍ତୁ: ସୀମା ପୁନଃନିର୍ଦ୍ଧାରଣ ବିଲ୍‌ ପ୍ରସଙ୍ଗରେ ନବୀନଙ୍କ କଡ଼ା ସମାଲୋଚନା: ଓଡ଼ିଶାର ନ୍ୟାଯ୍ୟ ଅଧିକାର ସହ ସାଲିସ୍‌ କରିଛି ରାଜ୍ୟ ବିଜେପି

ଅନ୍ୟପଟେ ଜଗତସିଂହପୁର ସଦର ବ୍ଲକ ନାଥସାହିରେ ପୁଲିସ ଉପରକୁ ଆକ୍ରମଣ ହୋଇଛି। କିଛି ଯୁବକ ଭୋଜି କରୁଥିବା ବେଳେ ପୁଲିସ୍‌ ଅଟକାଇବାରୁ ଉତ୍ତେଜନା ଦେଖାଦେଇଥିଲା । ଉଭୟ ପକ୍ଷ ମଧ୍ୟରେ ବଚସା ପରେ ପୁଲିସ୍‌ ଗାଡ଼ି ଭଙ୍ଗାରୁଜା ହୋଇଛି। ଘଟଣାରେ ୨ ଜଣ ପୁଲିସ୍‌ଙ୍କ ସମେତ ୫ରୁ ଊର୍ଦ୍ଧ୍ୱ ଆହତ ବି ହୋଇଛନ୍ତି । ତେବେ ପୋଲିସ ଗାଡିକୁ ଆକ୍ରମଣ କରିଥିବା ଆକ୍ରମଣକାରୀଙ୍କ ଉପରେ ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସପି କହିଛନ୍ତି ।

ଆହୁରି ପଢ଼ନ୍ତୁ: ପୀଡିତା ସମସ୍ତ ପ୍ରମାଣ ଦେଇସାରିଥିଲେ ମଧ୍ୟ ଖଣ୍ଡପଡ଼ା ଏସ୍‌ଡିପିଓ ଗିରଫ ହେଉନାହାନ୍ତି କାହିଁକି: ବିଜେଡି

18 Feb 2022 By The Sakala

ଜଗତସିଂହପୁର ନିର୍ବାଚନୀ ହିଂସା: ଭୋଟ୍ ବାକ୍ସ ଉଠାଇ ନେଲେ ଦୁର୍ବୃତ୍ତ, ବନ୍ଦ ରହିଲା ମତଦାନ

ଜଗତସିଂହପୁର: ଜଗତସିଂହପୁର ପଟସରାରେ ନିର୍ବାଚନୀ ହିଂସା । ଭୋଟ୍ ବାକ୍ସ ଉଠାଇ ନେଲେ ଦୁର୍ବୃତ୍ତ । ଜଗତସିଂହପୁର ଜିଲ୍ଲା ପଟସରା ପଞ୍ଚାୟତ ଢୋଲ ବନ୍ଧ ପ୍ରାଥମିକ ବିଦ୍ୟାଳୟରେ ଏହାକୁ ନେଇ ଉତ୍ତେଜନା ଦେଖାଦେଇଛି । ଏହାସହ ୨ନମ୍ବର ବୁଥରେ ଭୋଟ ବାକ୍ସ ଭଙ୍ଗାରୁଜା କରିଛନ୍ତି କିଛି ବିଜେପି କର୍ମୀ । ୪୦ ରୁ ୫୦ ବିଜେପି କର୍ମୀ ବୁଥ ଭିତରେ ପଶି ଭୋଟ ବାକ୍ସ ସହ ସବୁ ନିର୍ବାଚନ ସାମଗ୍ରୀ ଭାଙ୍ଗି ମତଦାତାଙ୍କୁ ଠେଲି ବାହାରକୁ ବିଦା କରିଦେଇଥିବା ଦେଖିବାକୁ ମିଳିଛି । ପରାଜୟ ଭୟରେ ବୁଥରେ ପଶି ଭୋଟ ବାକ୍ସ ଭଙ୍ଗାରୁଜା କରୁଛି ବିଜେପି କର୍ମୀ ।

ଅନ୍ୟପଟେ ଜଗତସିଂହପୁର ସଦର ବ୍ଲକ ନାଥସାହିରେ ପୁଲିସ ଉପରକୁ ଆକ୍ରମଣ ହୋଇଛି। କିଛି ଯୁବକ ଭୋଜି କରୁଥିବା ବେଳେ ପୁଲିସ୍‌ ଅଟକାଇବାରୁ ଉତ୍ତେଜନା ଦେଖାଦେଇଥିଲା । ଉଭୟ ପକ୍ଷ ମଧ୍ୟରେ ବଚସା ପରେ ପୁଲିସ୍‌ ଗାଡ଼ି ଭଙ୍ଗାରୁଜା ହୋଇଛି। ଘଟଣାରେ ୨ ଜଣ ପୁଲିସ୍‌ଙ୍କ ସମେତ ୫ରୁ ଊର୍ଦ୍ଧ୍ୱ ଆହତ ବି ହୋଇଛନ୍ତି । ତେବେ ପୋଲିସ ଗାଡିକୁ ଆକ୍ରମଣ କରିଥିବା ଆକ୍ରମଣକାରୀଙ୍କ ଉପରେ ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସପି କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର