କୃଷ୍ଣପ୍ରସାଦ ବ୍ଲକ ଅଲଣ୍ଡା ଗାଁରେ ହୋଇଥିବା ନିର୍ବାଚନୀ ହିଂସା ଘଟଣାରେ ପୁଣି ୬ ଜଣ ଗିରଫ

The Sakala Picture
Published On

ପୁରୀ: ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ପୁରୀ ଜିଲ୍ଲାର ଏକାଧିକ ସ୍ଥାନରେ ହିଂସାକାଣ୍ଡ ଘଟିଥିଲା । ଏହି ନିର୍ବାଚନୀ ହିଂସାକୁ ପୁଲିସ ଗୁରୁତର ସହ ନେଇଥିବା ବେଳେ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଜାରି ରଖିଛି । କୃଷ୍ଣପ୍ରସାଦ ବ୍ଲକ ଅଲଣ୍ଡା ଗାଁରେ ହୋଇଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ଗୁରୁବାର ପୁଲିସ ୮ ଜଣଙ୍କୁ ଗିରଫ କରିଥିବା ବେଳେ ଶୁକ୍ରବାର ତିଛିଣୀ ଗାଁର ୬ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ଅଭିଯୁକ୍ତମାନେ ହେଲେ ସୁରେନ୍ଦ୍ର ବାରିକ, ଅନନ୍ତ […]

ପୁରୀ: ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ପୁରୀ ଜିଲ୍ଲାର ଏକାଧିକ ସ୍ଥାନରେ ହିଂସାକାଣ୍ଡ ଘଟିଥିଲା । ଏହି ନିର୍ବାଚନୀ ହିଂସାକୁ ପୁଲିସ ଗୁରୁତର ସହ ନେଇଥିବା ବେଳେ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଜାରି ରଖିଛି । କୃଷ୍ଣପ୍ରସାଦ ବ୍ଲକ ଅଲଣ୍ଡା ଗାଁରେ ହୋଇଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ଗୁରୁବାର ପୁଲିସ ୮ ଜଣଙ୍କୁ ଗିରଫ କରିଥିବା ବେଳେ ଶୁକ୍ରବାର ତିଛିଣୀ ଗାଁର ୬ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ଅଭିଯୁକ୍ତମାନେ ହେଲେ ସୁରେନ୍ଦ୍ର ବାରିକ, ଅନନ୍ତ ବାରିକ, କେଦାର ତରାଇ, ସୁରେନ୍ଦ୍ରନାଥ ଜେନା, ମେଘନାଥ ସାହୁ ଓ ଭଗବାନ ସାହୁ । ସେମାନଙ୍କ ବିରୋଧରେ କୃଷ୍ଣପ୍ରସାଦ ଥାନାରେ ମାମଲା (ନଂ.୩୬/୨୨) ରୁଜୁ ହୋଇଛି । ଅନ୍ୟପକ୍ଷରେ ଏହି ହିଂସାକାଣ୍ଡର ତଦନ୍ତ ଚାଲିଛି । ଆଗକୁ ଯେଉଁମାନେ ଏହି ଘଟଣାରେ ସମ୍ପୃକ୍ତି ଥିବା ଜଣାପଡିବ ସେମାନଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯିବ ବୋଲି ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

18 Feb 2022 By The Sakala

କୃଷ୍ଣପ୍ରସାଦ ବ୍ଲକ ଅଲଣ୍ଡା ଗାଁରେ ହୋଇଥିବା ନିର୍ବାଚନୀ ହିଂସା ଘଟଣାରେ ପୁଣି ୬ ଜଣ ଗିରଫ

ପୁରୀ: ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ପୁରୀ ଜିଲ୍ଲାର ଏକାଧିକ ସ୍ଥାନରେ ହିଂସାକାଣ୍ଡ ଘଟିଥିଲା । ଏହି ନିର୍ବାଚନୀ ହିଂସାକୁ ପୁଲିସ ଗୁରୁତର ସହ ନେଇଥିବା ବେଳେ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଜାରି ରଖିଛି । କୃଷ୍ଣପ୍ରସାଦ ବ୍ଲକ ଅଲଣ୍ଡା ଗାଁରେ ହୋଇଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ଗୁରୁବାର ପୁଲିସ ୮ ଜଣଙ୍କୁ ଗିରଫ କରିଥିବା ବେଳେ ଶୁକ୍ରବାର ତିଛିଣୀ ଗାଁର ୬ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ଅଭିଯୁକ୍ତମାନେ ହେଲେ ସୁରେନ୍ଦ୍ର ବାରିକ, ଅନନ୍ତ ବାରିକ, କେଦାର ତରାଇ, ସୁରେନ୍ଦ୍ରନାଥ ଜେନା, ମେଘନାଥ ସାହୁ ଓ ଭଗବାନ ସାହୁ । ସେମାନଙ୍କ ବିରୋଧରେ କୃଷ୍ଣପ୍ରସାଦ ଥାନାରେ ମାମଲା (ନଂ.୩୬/୨୨) ରୁଜୁ ହୋଇଛି । ଅନ୍ୟପକ୍ଷରେ ଏହି ହିଂସାକାଣ୍ଡର ତଦନ୍ତ ଚାଲିଛି । ଆଗକୁ ଯେଉଁମାନେ ଏହି ଘଟଣାରେ ସମ୍ପୃକ୍ତି ଥିବା ଜଣାପଡିବ ସେମାନଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯିବ ବୋଲି ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର