ଆଜିଠୁ ରାଜ୍ୟର ସମସ୍ତ ସହରାଞ୍ଚଳରୁ ହଟିଲା ନାଇଟ୍ କର୍ଫ୍ୟୁ

The Sakala Picture
Published On

ଭୁବନେଶ୍ୱର: ସାରା ରାଜ୍ୟର ସମସ୍ତ ସହରାଞ୍ଚଳରେ ଆଜିଠୁ ଆଉ ଲାଗୁ ହେବନି ନାଇଟ କର୍ଫ୍ୟୁ । ଏ ନେଇ ବିଜ୍ଞପ୍ତି ଜାରି କରିଛନ୍ତି ରିଲିଫ କମିଶନର । ରାଜ୍ୟରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାରୁ କଟକଣାକୁ କୋହଳ କରିଛନ୍ତି ରାଜ୍ୟ ସରକାର। କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ରାଜ୍ୟରେ ନାଇଟ୍ କର୍ଫ୍ୟୁ ଜାରି କରାଯାଇଥିଲା । ରାଜ୍ୟରେ ତୃତୀୟ ଲହର ପରେ ସଂକ୍ରମଣ ରୋକିବାକୁ ରାଜ୍ୟ ସରକାର ପ୍ରଥମେ ରାତି ୯ରୁ ସକାଳ ୫ ଓ ପରେ […]

ଭୁବନେଶ୍ୱର: ସାରା ରାଜ୍ୟର ସମସ୍ତ ସହରାଞ୍ଚଳରେ ଆଜିଠୁ ଆଉ ଲାଗୁ ହେବନି ନାଇଟ କର୍ଫ୍ୟୁ । ଏ ନେଇ ବିଜ୍ଞପ୍ତି ଜାରି କରିଛନ୍ତି ରିଲିଫ କମିଶନର । ରାଜ୍ୟରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାରୁ କଟକଣାକୁ କୋହଳ କରିଛନ୍ତି ରାଜ୍ୟ ସରକାର। କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ରାଜ୍ୟରେ ନାଇଟ୍ କର୍ଫ୍ୟୁ ଜାରି କରାଯାଇଥିଲା । ରାଜ୍ୟରେ ତୃତୀୟ ଲହର ପରେ ସଂକ୍ରମଣ ରୋକିବାକୁ ରାଜ୍ୟ ସରକାର ପ୍ରଥମେ ରାତି ୯ରୁ ସକାଳ ୫ ଓ ପରେ ରାତି ୧୦ରୁ ସକାଳ ୫ ଯାଏ ନାଇଟ୍ କର୍ଫ୍ୟୁ ସମସ୍ତ ସହରାଞ୍ଚଳ ରେ ଲଗାଇଥିଲେ । ଏବେ କରୋନା ସଂକ୍ରମଣ ସ୍ଥିତି ନିୟନ୍ତ୍ରଣାଧିନ ଥିବାରୁ ସରକାର ଧୀରେଧୀରେ କଟକଣାରେ କୋହଳ କରୁଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଲେ

18 Feb 2022 By The Sakala

ଆଜିଠୁ ରାଜ୍ୟର ସମସ୍ତ ସହରାଞ୍ଚଳରୁ ହଟିଲା ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର: ସାରା ରାଜ୍ୟର ସମସ୍ତ ସହରାଞ୍ଚଳରେ ଆଜିଠୁ ଆଉ ଲାଗୁ ହେବନି ନାଇଟ କର୍ଫ୍ୟୁ । ଏ ନେଇ ବିଜ୍ଞପ୍ତି ଜାରି କରିଛନ୍ତି ରିଲିଫ କମିଶନର । ରାଜ୍ୟରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାରୁ କଟକଣାକୁ କୋହଳ କରିଛନ୍ତି ରାଜ୍ୟ ସରକାର। କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ରାଜ୍ୟରେ ନାଇଟ୍ କର୍ଫ୍ୟୁ ଜାରି କରାଯାଇଥିଲା । ରାଜ୍ୟରେ ତୃତୀୟ ଲହର ପରେ ସଂକ୍ରମଣ ରୋକିବାକୁ ରାଜ୍ୟ ସରକାର ପ୍ରଥମେ ରାତି ୯ରୁ ସକାଳ ୫ ଓ ପରେ ରାତି ୧୦ରୁ ସକାଳ ୫ ଯାଏ ନାଇଟ୍ କର୍ଫ୍ୟୁ ସମସ୍ତ ସହରାଞ୍ଚଳ ରେ ଲଗାଇଥିଲେ । ଏବେ କରୋନା ସଂକ୍ରମଣ ସ୍ଥିତି ନିୟନ୍ତ୍ରଣାଧିନ ଥିବାରୁ ସରକାର ଧୀରେଧୀରେ କଟକଣାରେ କୋହଳ କରୁଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର