ଲିଙ୍ଗରାଜ ମନ୍ଦିରରେ ମୁଖ୍ୟମନ୍ତ୍ରୀ, ଏକାମ୍ର କ୍ଷେତ୍ର ସୌନ୍ଦର୍ଯ୍ଯକରଣର କରିବେ ସମୀକ୍ଷା

The Sakala Picture
Published On

ଭୁବନେଶ୍ୱର: ଚମକୁଛି ଏକାମ୍ର କ୍ଷେତ୍ର। ଐତିହ୍ୟର ସଂରକ୍ଷଣ ସହ ଆଗେଇଛି ସୌନ୍ଦର୍ଯ୍ଯକରଣ । ଲିଙ୍ଗରାଜ ମନ୍ଦିର ନିକଟ ୬୬ଏକର ଜମିରେ ଚାଲିଛି ଏକାମ୍ର ପ୍ରକଳ୍ପ । ଆଉ ଏହି ପ୍ରକଳ୍ପ କାର୍ଯ୍ଯର ଅଗ୍ରଗତି ନେଇ ଆଜି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନିଜେ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ଯାଇ ସେଠାରେ ପ୍ରକଳ୍ପ କାର୍ଯ୍ଯର ଅନୁଧ୍ୟାନ କରିବେ । ଏହି ପ୍ରକଳ୍ପ ସମ୍ପୂର୍ଣ୍ଣ ହେବା ପରେ ଏଠାରେ ଏକା ସାଙ୍ଗରେ ୨ଲକ୍ଷ ଲୋକ ହୋଇପାରିବେ ସମବେତ […]

ଭୁବନେଶ୍ୱର: ଚମକୁଛି ଏକାମ୍ର କ୍ଷେତ୍ର। ଐତିହ୍ୟର ସଂରକ୍ଷଣ ସହ ଆଗେଇଛି ସୌନ୍ଦର୍ଯ୍ଯକରଣ । ଲିଙ୍ଗରାଜ ମନ୍ଦିର ନିକଟ ୬୬ଏକର ଜମିରେ ଚାଲିଛି ଏକାମ୍ର ପ୍ରକଳ୍ପ । ଆଉ ଏହି ପ୍ରକଳ୍ପ କାର୍ଯ୍ଯର ଅଗ୍ରଗତି ନେଇ ଆଜି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନିଜେ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ଯାଇ ସେଠାରେ ପ୍ରକଳ୍ପ କାର୍ଯ୍ଯର ଅନୁଧ୍ୟାନ କରିବେ ।

ଆହୁରି ପଢ଼ନ୍ତୁ: ଘରର କବାଟ ଭାଙ୍ଗି ମା’କୁ ଅଟକ ରଖିଲେ, ୧୫ ବର୍ଷର ନାବାଳିକା ଝିଅକୁ ଅପହରଣ କରିନେଲେ ଦୁର୍ବୃତ୍ତ

ଏହି ପ୍ରକଳ୍ପ ସମ୍ପୂର୍ଣ୍ଣ ହେବା ପରେ ଏଠାରେ ଏକା ସାଙ୍ଗରେ ୨ଲକ୍ଷ ଲୋକ ହୋଇପାରିବେ ସମବେତ । ଲିଙ୍ଗରାଜ ମନ୍ଦିର ସହ ସିଧା ଦେଖିହେବ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା । ଶ୍ରଦ୍ଧାଳୁଙ୍କ ପାଇଁ ଓରିଏଣ୍ଟସନ୍ କେନ୍ଦ୍ର, ଫୁଡ୍ ପ୍ଲାଜା, ପାର୍କିଂ ସୁବିଧା ରହିବ । ଏହା ସହିତ ସୌନ୍ଦର୍ଯ୍ଯକରଣ ପାଇଁ କାର୍ଯ୍ଯକାରୀ ହେଉଛି ୯ଟି ପ୍ରକଳ୍ପ । ଟ୍ରାଫିକ ନିୟନ୍ତ୍ରଣ ପାଇଁ ତାଳେଶ୍ୱରରୁ ବଢ଼େଇବାଙ୍କ ଛକ ଯାଏଁ ନୂଆ ରାସ୍ତା ନିର୍ମାଣ ହେବ । ମନ୍ଦିର ଚାରିପଟେ ନିର୍ମାଣ ହେବ ପରିକ୍ରମା ପଥ। ଐତିହ୍ୟ ପୁଷ୍କରିଣୀଗୁଡ଼ିକର ସଂରକ୍ଷଣ ହେବ । ପୂର୍ବରୁ ବିସ୍ଥାପିତଙ୍କ ଥଇଥାନ ଓ ସହାୟତା ପାଇଁ ଘୋଷଣା ହୋଇଛି ପ୍ୟାକେ । ଏବଂ ଥଇଥାନ କେନ୍ଦ୍ର, ଲିଙ୍ଗରାଜ ଥାନା, ମନ୍ଦିର ଟ୍ରଷ୍ଟ ବୋର୍ଡ ଅନ୍ୟତ୍ର ସ୍ଥାନାନ୍ତର ହେବ।  ଏକାମ୍ର ପ୍ରକଳ୍ପର ସ୍ୱତନ୍ତ୍ର ଡିଜାଇନ୍ ତିଆରି କରିଛନ୍ତି ୧୦ଜଣିଆ ଟିମ୍ ।

ଆହୁରି ପଢ଼ନ୍ତୁ: ବରମୁଣ୍ଡା ବସ ଟର୍ମିନାଲରେ ଅପହରଣ ଉଦ୍ୟମ ପଣ୍ଡ: ଏନଜିଓ କର୍ମୀଙ୍କ କବଳରୁ ଉଦ୍ଧାର ହେଲେ ନାବାଳିକାଙ୍କ ସମେତ ୩ ମହିଳା

18 Feb 2022 By The Sakala

ଲିଙ୍ଗରାଜ ମନ୍ଦିରରେ ମୁଖ୍ୟମନ୍ତ୍ରୀ, ଏକାମ୍ର କ୍ଷେତ୍ର ସୌନ୍ଦର୍ଯ୍ଯକରଣର କରିବେ ସମୀକ୍ଷା

ଭୁବନେଶ୍ୱର: ଚମକୁଛି ଏକାମ୍ର କ୍ଷେତ୍ର। ଐତିହ୍ୟର ସଂରକ୍ଷଣ ସହ ଆଗେଇଛି ସୌନ୍ଦର୍ଯ୍ଯକରଣ । ଲିଙ୍ଗରାଜ ମନ୍ଦିର ନିକଟ ୬୬ଏକର ଜମିରେ ଚାଲିଛି ଏକାମ୍ର ପ୍ରକଳ୍ପ । ଆଉ ଏହି ପ୍ରକଳ୍ପ କାର୍ଯ୍ଯର ଅଗ୍ରଗତି ନେଇ ଆଜି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନିଜେ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ଯାଇ ସେଠାରେ ପ୍ରକଳ୍ପ କାର୍ଯ୍ଯର ଅନୁଧ୍ୟାନ କରିବେ ।

ଏହି ପ୍ରକଳ୍ପ ସମ୍ପୂର୍ଣ୍ଣ ହେବା ପରେ ଏଠାରେ ଏକା ସାଙ୍ଗରେ ୨ଲକ୍ଷ ଲୋକ ହୋଇପାରିବେ ସମବେତ । ଲିଙ୍ଗରାଜ ମନ୍ଦିର ସହ ସିଧା ଦେଖିହେବ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା । ଶ୍ରଦ୍ଧାଳୁଙ୍କ ପାଇଁ ଓରିଏଣ୍ଟସନ୍ କେନ୍ଦ୍ର, ଫୁଡ୍ ପ୍ଲାଜା, ପାର୍କିଂ ସୁବିଧା ରହିବ । ଏହା ସହିତ ସୌନ୍ଦର୍ଯ୍ଯକରଣ ପାଇଁ କାର୍ଯ୍ଯକାରୀ ହେଉଛି ୯ଟି ପ୍ରକଳ୍ପ । ଟ୍ରାଫିକ ନିୟନ୍ତ୍ରଣ ପାଇଁ ତାଳେଶ୍ୱରରୁ ବଢ଼େଇବାଙ୍କ ଛକ ଯାଏଁ ନୂଆ ରାସ୍ତା ନିର୍ମାଣ ହେବ । ମନ୍ଦିର ଚାରିପଟେ ନିର୍ମାଣ ହେବ ପରିକ୍ରମା ପଥ। ଐତିହ୍ୟ ପୁଷ୍କରିଣୀଗୁଡ଼ିକର ସଂରକ୍ଷଣ ହେବ । ପୂର୍ବରୁ ବିସ୍ଥାପିତଙ୍କ ଥଇଥାନ ଓ ସହାୟତା ପାଇଁ ଘୋଷଣା ହୋଇଛି ପ୍ୟାକେ । ଏବଂ ଥଇଥାନ କେନ୍ଦ୍ର, ଲିଙ୍ଗରାଜ ଥାନା, ମନ୍ଦିର ଟ୍ରଷ୍ଟ ବୋର୍ଡ ଅନ୍ୟତ୍ର ସ୍ଥାନାନ୍ତର ହେବ।  ଏକାମ୍ର ପ୍ରକଳ୍ପର ସ୍ୱତନ୍ତ୍ର ଡିଜାଇନ୍ ତିଆରି କରିଛନ୍ତି ୧୦ଜଣିଆ ଟିମ୍ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର