ମୁଖ୍ଯମନ୍ତ୍ରୀଙ୍କ କରୋନା ସମୀକ୍ଷା, ଟେଷ୍ଟିଂ ଓ ସର୍ଭେଲାନ୍ସକୁ ବ୍ୟାପକ କରିବା ପାଇଁ ନିର୍ଦ୍ଦେଶ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର କରୋନା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମୀକ୍ଷା କରିଛନ୍ତି । ବ୍ୟାପକ ସଚେତନତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । କୋଭିଡ୍ ଗାଇଡଲାଇନକୁ କଡ଼ାକଡି ପାଳନା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ଶାସନସଚିବ ଏଣିକି ନିୟମିତ ସ୍ଥିତିର ସମୀକ୍ଷା କରିବେ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଟେଷ୍ଟିଂ ଓ ସର୍ଭେଲାନ୍ସକୁ ବ୍ୟାପକ […]

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର କରୋନା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମୀକ୍ଷା କରିଛନ୍ତି । ବ୍ୟାପକ ସଚେତନତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । କୋଭିଡ୍ ଗାଇଡଲାଇନକୁ କଡ଼ାକଡି ପାଳନା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ଶାସନସଚିବ ଏଣିକି ନିୟମିତ ସ୍ଥିତିର ସମୀକ୍ଷା କରିବେ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଟେଷ୍ଟିଂ ଓ ସର୍ଭେଲାନ୍ସକୁ ବ୍ୟାପକ କରିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ପରୀକ୍ଷା ଅବ୍ୟବସ୍ଥାକୁ ନେଇ ନବୀନଙ୍କ କ୍ଷୋଭ: ଭରସା ଭାଙ୍ଗିଛି ଶିକ୍ଷା ବ୍ୟବସ୍ଥା, ଛାତ୍ରଙ୍କ ସହ ଆଲୋଚନା କରନ୍ତୁ ସରକାର

ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାର ସ୍ଥିତି ଭଲ ରହିଛି । ରାଜ୍ୟରେ ଦୈନିକ ଚିହ୍ନଟ କରୋନା ମାମଲା ମଧ୍ୟରୁ ୪ଟି ଜିଲ୍ଲାରୁ ୪୦ ପ୍ରତିଶତ ମାମଲା ଆସୁଛି । କଟକୁ ୧୩ ପ୍ରତିଶତ, ଖୋର୍ଦ୍ଧାରୁ ୧୦ ପ୍ରତିଶତ, ସୁନ୍ଦରଗଡ଼ରୁ ୯ ପ୍ରତିଶତ ଓ ମୟୂରଭଞ୍ଜରୁ ୮ ପ୍ରତିଶତ ସଂକ୍ରମଣ ମାମଲା ରହିଛି ।

ଆହୁରି ପଢ଼ନ୍ତୁ: ପୁରୀ ବିମାନବନ୍ଦର କାର୍ଯ୍ୟକ୍ଷମ ପ୍ରସଙ୍ଗ: ସାଂସଦ ମାନସ ମଙ୍ଗରାଜଙ୍କ ପ୍ରଶ୍ନର ଉତ୍ତରରେ ବାଆଁରେଇଲେ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରୀ

ବଢ଼ୁଥିବା ସଂକ୍ରମଣକୁ ଦେଖି ଜିଲ୍ଲାରେ ଟେଷ୍ଟିଂ ବଢ଼ାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ସଂକ୍ରମିତ ବ୍ୟକ୍ତିଙ୍କ କଣ୍ଟାକ୍ଟ ଟ୍ରେସିଂ ସହ ଟେଷ୍ଟ-ଟ୍ରାକ୍-ଟ୍ରିଟ୍ ଉପରେ ଗୁରୁତ୍ୱ ଦିଆଯାଇଛି । କ୍ଲଷ୍ଟର କେସସ୍ ଚିହ୍ନଟ ହେଲେ ମିନି-କଣ୍ଟେନମେଣ୍ଟ ଜୋନ୍ କରିବାକୁ କୁହାଯାଇଛି । ସର୍ବସାଧାରଣ ସ୍ଥାନରେ କୋଭିଡ୍ ନିୟମ ପାଳନ ନେଇ ନଜର ରଖିବାକୁ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର ।

ଆହୁରି ପଢ଼ନ୍ତୁ: ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା: ଜନ୍ମବେଦୀରୁ ଶ୍ରୀମନ୍ଦିର ରତ୍ନସିଂହାସନ ଅଭିମୁଖେ ବାହାରିବେ ଚତୁର୍ଦ୍ଧାମୂରତି

23 Mar 2021 By The Sakala

ମୁଖ୍ଯମନ୍ତ୍ରୀଙ୍କ କରୋନା ସମୀକ୍ଷା, ଟେଷ୍ଟିଂ ଓ ସର୍ଭେଲାନ୍ସକୁ ବ୍ୟାପକ କରିବା ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର କରୋନା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମୀକ୍ଷା କରିଛନ୍ତି । ବ୍ୟାପକ ସଚେତନତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । କୋଭିଡ୍ ଗାଇଡଲାଇନକୁ କଡ଼ାକଡି ପାଳନା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ଶାସନସଚିବ ଏଣିକି ନିୟମିତ ସ୍ଥିତିର ସମୀକ୍ଷା କରିବେ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଟେଷ୍ଟିଂ ଓ ସର୍ଭେଲାନ୍ସକୁ ବ୍ୟାପକ କରିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ।

ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାର ସ୍ଥିତି ଭଲ ରହିଛି । ରାଜ୍ୟରେ ଦୈନିକ ଚିହ୍ନଟ କରୋନା ମାମଲା ମଧ୍ୟରୁ ୪ଟି ଜିଲ୍ଲାରୁ ୪୦ ପ୍ରତିଶତ ମାମଲା ଆସୁଛି । କଟକୁ ୧୩ ପ୍ରତିଶତ, ଖୋର୍ଦ୍ଧାରୁ ୧୦ ପ୍ରତିଶତ, ସୁନ୍ଦରଗଡ଼ରୁ ୯ ପ୍ରତିଶତ ଓ ମୟୂରଭଞ୍ଜରୁ ୮ ପ୍ରତିଶତ ସଂକ୍ରମଣ ମାମଲା ରହିଛି ।

ବଢ଼ୁଥିବା ସଂକ୍ରମଣକୁ ଦେଖି ଜିଲ୍ଲାରେ ଟେଷ୍ଟିଂ ବଢ଼ାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ସଂକ୍ରମିତ ବ୍ୟକ୍ତିଙ୍କ କଣ୍ଟାକ୍ଟ ଟ୍ରେସିଂ ସହ ଟେଷ୍ଟ-ଟ୍ରାକ୍-ଟ୍ରିଟ୍ ଉପରେ ଗୁରୁତ୍ୱ ଦିଆଯାଇଛି । କ୍ଲଷ୍ଟର କେସସ୍ ଚିହ୍ନଟ ହେଲେ ମିନି-କଣ୍ଟେନମେଣ୍ଟ ଜୋନ୍ କରିବାକୁ କୁହାଯାଇଛି । ସର୍ବସାଧାରଣ ସ୍ଥାନରେ କୋଭିଡ୍ ନିୟମ ପାଳନ ନେଇ ନଜର ରଖିବାକୁ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର