ଆଜିଠୁ କୋହଳ ହେଲା କଟକଣା: ବିନା କୋଭିଡ ପ୍ରମାଣପତ୍ରରେ ଚାଲିଛି ଜଗା ଦର୍ଶନ

The Sakala Picture
Published On

ପୁରୀ: ଆଜିଠାରୁ ବିନା କୋଭିଡ ଟିକା ଓ କୋଭିଡ ପ୍ରମାଣପତ୍ରରେ ଚାଲିଛି ଜଗା ଦର୍ଶନ। ଲାଗୁ ହୋଇଥିବା ନୂଆ ଏସଓପି କାର୍ଯ୍ଯକାରୀ ହୋଇଛି। କୋଭିଡ଼ ନିୟମ ମାନି ମାସ୍କ ପରିଧାନ ଓ ସାନିଟାଇଜ ହୋଇ ଦର୍ଶନ ପାଇଁ ଭକ୍ତ ମନ୍ଦିର ପ୍ରବେଶ କରୁଛନ୍ତି। ପୂର୍ବଭଳି କିନ୍ତୁ ସକାଳ ୬ ଟାରୁ ରାତି ୯ଟା ପର୍ଯ୍ଯନ୍ତ ଦର୍ଶନ ପାଇଁ ଅନୁମତି ରଖାଯାଇଥିବା ବେଳେ ରବିବାର ବନ୍ଦ ରହିବ ଶ୍ରୀମନ୍ଦିର । କରୋନା କଟକଣା କାରଣରୁ ସାଧାରଣ ଦର୍ଶନ ନିମନ୍ତେ […]

ପୁରୀ: ଆଜିଠାରୁ ବିନା କୋଭିଡ ଟିକା ଓ କୋଭିଡ ପ୍ରମାଣପତ୍ରରେ ଚାଲିଛି ଜଗା ଦର୍ଶନ। ଲାଗୁ ହୋଇଥିବା ନୂଆ ଏସଓପି କାର୍ଯ୍ଯକାରୀ ହୋଇଛି। କୋଭିଡ଼ ନିୟମ ମାନି ମାସ୍କ ପରିଧାନ ଓ ସାନିଟାଇଜ ହୋଇ ଦର୍ଶନ ପାଇଁ ଭକ୍ତ ମନ୍ଦିର ପ୍ରବେଶ କରୁଛନ୍ତି। ପୂର୍ବଭଳି କିନ୍ତୁ ସକାଳ ୬ ଟାରୁ ରାତି ୯ଟା ପର୍ଯ୍ଯନ୍ତ ଦର୍ଶନ ପାଇଁ ଅନୁମତି ରଖାଯାଇଥିବା ବେଳେ ରବିବାର ବନ୍ଦ ରହିବ ଶ୍ରୀମନ୍ଦିର ।

ଆହୁରି ପଢ଼ନ୍ତୁ: ଥାଇଲ୍ୟାଣ୍ଡରେ ଫସିଛନ୍ତି ୪ ଓଡ଼ିଆ ଶ୍ରମିକ: ଭୋକ ଉପବାସରେ କଟୁଛି ଜୀବନ, ଉଦ୍ଧାର ପାଇଁ ସରକାରଙ୍କୁ ଆକୁଳ ନିବେଦନ..

କରୋନା କଟକଣା କାରଣରୁ ସାଧାରଣ ଦର୍ଶନ ନିମନ୍ତେ ବନ୍ଦ ଥିବା ଶ୍ରୀମନ୍ଦିର ଫେବ୍ରୁଆରୀ ପହିଲାରୁ ଖୋଲିଥିଲା । କୋଭିଡ ପ୍ରଟୋକଲ ମାନି ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି ଭକ୍ତ । ଛତିଶା ନିଯୋଗ ବୈଠକରେ ଏ ସଂକ୍ରାନ୍ତରେ ନିଷ୍ପତ୍ତି ହୋଇଥିଲା । ୨୦୦ରୁ ୩୦୦ ସେବାୟତ ନେଇସାରିଛନ୍ତି ବୁଷ୍ଟର ଡୋଜ୍। ସବୁ ସେବାୟତଙ୍କୁ ବୁଷ୍ଟର ଡୋଜ୍ ଦେବାକୁ ଉଦ୍ୟମ ଜାରି ରହିଛି।

ଆହୁରି ପଢ଼ନ୍ତୁ: କାଠଯୋଡ଼ି ନଦୀରୁ ମେଡିକାଲ ଛାତ୍ରୀ ମୃତଦେହ ଉଦ୍ଧାର ଘଟଣା: ବାରଙ୍ଗ ଥାନାରେ ଯୁବତୀଙ୍କ ପୁରୁଷ ବନ୍ଧୁଙ୍କ ବିରୋଧରେ ଅଭିଯୋଗ

21 Feb 2022 By The Sakala

ଆଜିଠୁ କୋହଳ ହେଲା କଟକଣା: ବିନା କୋଭିଡ ପ୍ରମାଣପତ୍ରରେ ଚାଲିଛି ଜଗା ଦର୍ଶନ

ପୁରୀ: ଆଜିଠାରୁ ବିନା କୋଭିଡ ଟିକା ଓ କୋଭିଡ ପ୍ରମାଣପତ୍ରରେ ଚାଲିଛି ଜଗା ଦର୍ଶନ। ଲାଗୁ ହୋଇଥିବା ନୂଆ ଏସଓପି କାର୍ଯ୍ଯକାରୀ ହୋଇଛି। କୋଭିଡ଼ ନିୟମ ମାନି ମାସ୍କ ପରିଧାନ ଓ ସାନିଟାଇଜ ହୋଇ ଦର୍ଶନ ପାଇଁ ଭକ୍ତ ମନ୍ଦିର ପ୍ରବେଶ କରୁଛନ୍ତି। ପୂର୍ବଭଳି କିନ୍ତୁ ସକାଳ ୬ ଟାରୁ ରାତି ୯ଟା ପର୍ଯ୍ଯନ୍ତ ଦର୍ଶନ ପାଇଁ ଅନୁମତି ରଖାଯାଇଥିବା ବେଳେ ରବିବାର ବନ୍ଦ ରହିବ ଶ୍ରୀମନ୍ଦିର ।

କରୋନା କଟକଣା କାରଣରୁ ସାଧାରଣ ଦର୍ଶନ ନିମନ୍ତେ ବନ୍ଦ ଥିବା ଶ୍ରୀମନ୍ଦିର ଫେବ୍ରୁଆରୀ ପହିଲାରୁ ଖୋଲିଥିଲା । କୋଭିଡ ପ୍ରଟୋକଲ ମାନି ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି ଭକ୍ତ । ଛତିଶା ନିଯୋଗ ବୈଠକରେ ଏ ସଂକ୍ରାନ୍ତରେ ନିଷ୍ପତ୍ତି ହୋଇଥିଲା । ୨୦୦ରୁ ୩୦୦ ସେବାୟତ ନେଇସାରିଛନ୍ତି ବୁଷ୍ଟର ଡୋଜ୍। ସବୁ ସେବାୟତଙ୍କୁ ବୁଷ୍ଟର ଡୋଜ୍ ଦେବାକୁ ଉଦ୍ୟମ ଜାରି ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର