ରାଜ୍ଯରେ ଚିହ୍ନଟ ହେଲେ ଆଉ ୨୯୩ କୋଭିଡ଼ ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୩ଶହ ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୯୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୭୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୨୨ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୬ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ […]

ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୩ଶହ ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୯୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୭୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୨୨ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୬ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୪୬୧୬କୁ ବୃଦ୍ଧି ପାଇଥିବା ବେଳେ ୧୨୭୨୪୨୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୩୦୭୯ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର