ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଅଂଶୁଘାତ ମୁକାବିଲା ପାଇଁ ଓଡ଼ିଶା ପ୍ରସ୍ତୁତ, ରାଜ୍ୟର ସମସ୍ତ ଜିଲ୍ଲାରେ ହେବ ଜିଲ୍ଲାସ୍ତରୀୟ ଅଂଶୁଘାତ ମୁକାବିଲା କାର୍ଯ୍ଯକ୍ରମ

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ତାପମାତ୍ରା ବଢୁଥିବା ବେଳେ ଅଂଶୁଘାତର ମୁକାବିଲା ପାଇଁ  ମାର୍ଚ୍ଚ ୧୦ ତାରିଖ ପୂର୍ବରୁ ରାଜ୍ୟର ସମସ୍ତ ଜିଲ୍ଲାରେ ଜିଲ୍ଲାସ୍ତରୀୟ ଅଂଶୁଘାତ ମୁକାବିଲା କାର୍ଯ୍ଯକ୍ରମ କରାଯିବ। ଆଜି ସମସ୍ତ ବିଭାଗର ସଚିବ ଓ ମୁଖ୍ୟ ସଚିବଙ୍କୁ ନେଇ ଏସମ୍ବନ୍ଧରେ ଏକ ବୈଠକ ବସିଥିଲା। ରାଜ୍ୟରେ କିଭଳି ଅଂଶୁଘାତକୁ ମୁକାବିଲା କରିହେବ ସେନେଇ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ବୋଲି ଏସଆରସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି । ମାର୍ଚ୍ଚରୁ ଜୁନ ମଧ୍ଯରେ ତାପମାତ୍ରା ଅଧିକ ରହୁଥିବାରୁ […]

ଭୁବନେଶ୍ବର: ରାଜ୍ୟରେ ତାପମାତ୍ରା ବଢୁଥିବା ବେଳେ ଅଂଶୁଘାତର ମୁକାବିଲା ପାଇଁ  ମାର୍ଚ୍ଚ ୧୦ ତାରିଖ ପୂର୍ବରୁ ରାଜ୍ୟର ସମସ୍ତ ଜିଲ୍ଲାରେ ଜିଲ୍ଲାସ୍ତରୀୟ ଅଂଶୁଘାତ ମୁକାବିଲା କାର୍ଯ୍ଯକ୍ରମ କରାଯିବ। ଆଜି ସମସ୍ତ ବିଭାଗର ସଚିବ ଓ ମୁଖ୍ୟ ସଚିବଙ୍କୁ ନେଇ ଏସମ୍ବନ୍ଧରେ ଏକ ବୈଠକ ବସିଥିଲା। ରାଜ୍ୟରେ କିଭଳି ଅଂଶୁଘାତକୁ ମୁକାବିଲା କରିହେବ ସେନେଇ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ବୋଲି ଏସଆରସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ସମୟରେ ସମସ୍ତ କାର୍ଯ୍ୟକ୍ରମ ସ୍ଥଳକୁ 'ନୋ ଡ୍ରୋନ୍ ଜୋନ୍' ଘୋଷଣା

ଆହୁରି ପଢ଼ନ୍ତୁ: ବରିଷ୍ଠ ପୋଲିସ ଅଧିକାରୀଙ୍କୁ ଜିଲ୍ଲା ଦାୟିତ୍ୱ ପ୍ରସଙ୍ଗ: ବିଜେଡି କହିଲା, 'ପୋଲିସ ଡିଜି ମାନିଲେ, ରାଜ୍ୟରେ ଆଇନଶୃଙ୍ଖଳା ଠିକ୍ ନାହିଁ'

ମାର୍ଚ୍ଚରୁ ଜୁନ ମଧ୍ଯରେ ତାପମାତ୍ରା ଅଧିକ ରହୁଥିବାରୁ ରାଜ୍ଯବାସୀଙ୍କୁ ସତର୍କ ରହିବାକୁ କହିଛନ୍ତି ଏସଆରସି। ଅଂଶୁଘାତ ମୁକାବିଲା ପାଇଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନଳକୂପ ଓ ପିଇବା ପାଣି ସମସ୍ୟାକୁ ସମାଧାନ କରିବାକୁ ପଦକ୍ଷେପ ଗ୍ରହଣ କରାଯାଇଛି । ଏହାବାଦ ବିଜୁଳି ସମସ୍ୟା ରୋକିବାକୁ ମଧ୍ୟ ବିଭାଗମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପଶୁପକ୍ଷୀମାନେ ଯେପରି ଜଳଜନିତ କଷ୍ଟ ଅନୁଭବ ନ କରିବେ ସେଥିପାଇଁ ଆବଶ୍ୟକୀୟ ପଦକ୍ଷେପ ନିଆଯାଇଥିବା ସହିତ ଲୋକଙ୍କୁ ଘର ଆଗରେ ପାଣିପାତ୍ର ରଖିବାକୁ ପରାମର୍ଶ ଦେଇଛନ୍ତି ଏସଆରସି ।

ଆହୁରି ପଢ଼ନ୍ତୁ: ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ପପୁ ମଲ୍ଲିକ ଆହତ, ୩ ପୋଲିସ କର୍ମଚାରୀ ବି ଆହତ

ଆଗକୁ ଖରା ବଢିବାକୁ ଥିବାରୁ ଶ୍ରମିକମାନଙ୍କୁ ସଚେତନ ରହିବାରୁ ଏସଆରସି ପରାମର୍ଶ ଦେଇଛନ୍ତି। ଡାକ୍ତରଖାନାରେ ମଧ୍ୟ ଅଂଶୁଘାତ ମୁକାବିଲା ପାଇଁ ସ୍ୱତନ୍ତ୍ର ୱାର୍ଡ ଗଠନ କରାଯିବ । ସେଠାରେ ଏୟାରକୁଲରଠାରୁ ଆରମ୍ଭ କରି ଓଆରଏସ ଓ ଅନ୍ୟାନ୍ୟ ଜିନିଷ ମହଜୁଦ ରଖିବାକୁ ସ୍ୱାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି କହିଛନ୍ତି ଏସଆରସି ।

24 Mar 2021 By The Sakala

ଅଂଶୁଘାତ ମୁକାବିଲା ପାଇଁ ଓଡ଼ିଶା ପ୍ରସ୍ତୁତ, ରାଜ୍ୟର ସମସ୍ତ ଜିଲ୍ଲାରେ ହେବ ଜିଲ୍ଲାସ୍ତରୀୟ ଅଂଶୁଘାତ ମୁକାବିଲା କାର୍ଯ୍ଯକ୍ରମ

ଭୁବନେଶ୍ବର: ରାଜ୍ୟରେ ତାପମାତ୍ରା ବଢୁଥିବା ବେଳେ ଅଂଶୁଘାତର ମୁକାବିଲା ପାଇଁ  ମାର୍ଚ୍ଚ ୧୦ ତାରିଖ ପୂର୍ବରୁ ରାଜ୍ୟର ସମସ୍ତ ଜିଲ୍ଲାରେ ଜିଲ୍ଲାସ୍ତରୀୟ ଅଂଶୁଘାତ ମୁକାବିଲା କାର୍ଯ୍ଯକ୍ରମ କରାଯିବ। ଆଜି ସମସ୍ତ ବିଭାଗର ସଚିବ ଓ ମୁଖ୍ୟ ସଚିବଙ୍କୁ ନେଇ ଏସମ୍ବନ୍ଧରେ ଏକ ବୈଠକ ବସିଥିଲା। ରାଜ୍ୟରେ କିଭଳି ଅଂଶୁଘାତକୁ ମୁକାବିଲା କରିହେବ ସେନେଇ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ବୋଲି ଏସଆରସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି ।

ମାର୍ଚ୍ଚରୁ ଜୁନ ମଧ୍ଯରେ ତାପମାତ୍ରା ଅଧିକ ରହୁଥିବାରୁ ରାଜ୍ଯବାସୀଙ୍କୁ ସତର୍କ ରହିବାକୁ କହିଛନ୍ତି ଏସଆରସି। ଅଂଶୁଘାତ ମୁକାବିଲା ପାଇଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନଳକୂପ ଓ ପିଇବା ପାଣି ସମସ୍ୟାକୁ ସମାଧାନ କରିବାକୁ ପଦକ୍ଷେପ ଗ୍ରହଣ କରାଯାଇଛି । ଏହାବାଦ ବିଜୁଳି ସମସ୍ୟା ରୋକିବାକୁ ମଧ୍ୟ ବିଭାଗମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପଶୁପକ୍ଷୀମାନେ ଯେପରି ଜଳଜନିତ କଷ୍ଟ ଅନୁଭବ ନ କରିବେ ସେଥିପାଇଁ ଆବଶ୍ୟକୀୟ ପଦକ୍ଷେପ ନିଆଯାଇଥିବା ସହିତ ଲୋକଙ୍କୁ ଘର ଆଗରେ ପାଣିପାତ୍ର ରଖିବାକୁ ପରାମର୍ଶ ଦେଇଛନ୍ତି ଏସଆରସି ।

ଆଗକୁ ଖରା ବଢିବାକୁ ଥିବାରୁ ଶ୍ରମିକମାନଙ୍କୁ ସଚେତନ ରହିବାରୁ ଏସଆରସି ପରାମର୍ଶ ଦେଇଛନ୍ତି। ଡାକ୍ତରଖାନାରେ ମଧ୍ୟ ଅଂଶୁଘାତ ମୁକାବିଲା ପାଇଁ ସ୍ୱତନ୍ତ୍ର ୱାର୍ଡ ଗଠନ କରାଯିବ । ସେଠାରେ ଏୟାରକୁଲରଠାରୁ ଆରମ୍ଭ କରି ଓଆରଏସ ଓ ଅନ୍ୟାନ୍ୟ ଜିନିଷ ମହଜୁଦ ରଖିବାକୁ ସ୍ୱାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି କହିଛନ୍ତି ଏସଆରସି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର