ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

ଦେଶରେ ଯକ୍ଷ୍ମା ନିରାକରଣରେ ଓଡ଼ିଶା ଦ୍ୱିତୀୟ

The Sakala Picture
Published On

ଭୁବନେଶ୍ୱର: ଦେଶରେ ଯକ୍ଷ୍ମା ନିରାକରଣ କ୍ଷେତ୍ରରେ ଓଡିଶା ଦ୍ୱିତୀୟ ସ୍ଥାନରେ ରହିଛି। ବିଶ୍ୱ ଯକ୍ଷ୍ମା ଦିବସ ଅବସରରେ ଭାରତ ସରକାରଙ୍କ ପକ୍ଷରୁ ରାଜ୍ୟକୁ ଏହି ପୁରସ୍କାର ମିଳିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷ ବର୍ଦ୍ଧନଙ୍କଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡକ୍ଟର ନିରଞ୍ଜନ ମିଶ୍ର ଓ ରାଜ୍ୟ ଯକ୍ଷ୍ମା ଅଧିକାରୀ ଡକ୍ଟର ପି. କେ.ହୋତା । ସୂଚନାଯୋଗ୍ୟ ଯେ, ଯକ୍ଷ୍ମା ନିରାକରଣ ଦିଗରେ ଶ୍ରେଷ୍ଠ ୧୦ଟି ଜିଲ୍ଲା ମଧ୍ୟରେ […]

ଭୁବନେଶ୍ୱର: ଦେଶରେ ଯକ୍ଷ୍ମା ନିରାକରଣ କ୍ଷେତ୍ରରେ ଓଡିଶା ଦ୍ୱିତୀୟ ସ୍ଥାନରେ ରହିଛି। ବିଶ୍ୱ ଯକ୍ଷ୍ମା ଦିବସ ଅବସରରେ ଭାରତ ସରକାରଙ୍କ ପକ୍ଷରୁ ରାଜ୍ୟକୁ ଏହି ପୁରସ୍କାର ମିଳିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷ ବର୍ଦ୍ଧନଙ୍କଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡକ୍ଟର ନିରଞ୍ଜନ ମିଶ୍ର ଓ ରାଜ୍ୟ ଯକ୍ଷ୍ମା ଅଧିକାରୀ ଡକ୍ଟର ପି. କେ.ହୋତା ।

ଆହୁରି ପଢ଼ନ୍ତୁ: ଛାତ୍ରୀଙ୍କୁ ୨୪ ଘଣ୍ଟିଆ ସୁରକ୍ଷା ଦେବ ‘ଶକ୍ତିଶ୍ରୀ’ ଆପ୍, ମୋବାଇଲ୍‌ରେ ଇନଷ୍ଟଲ କରିବାକୁ ଉଚ୍ଚଶିକ୍ଷା ବିଭାଗର ପରାମର୍ଶ

ସୂଚନାଯୋଗ୍ୟ ଯେ, ଯକ୍ଷ୍ମା ନିରାକରଣ ଦିଗରେ ଶ୍ରେଷ୍ଠ ୧୦ଟି ଜିଲ୍ଲା ମଧ୍ୟରେ ଓଡିଶାର ୪ଟି ଜିଲ୍ଲା ରହିଛି । ସୋନପୁର ଜିଲ୍ଲା ଦ୍ୱିତୀୟରେ ଥିବା ବେଳେ ଦେବଗଡ ତୃତୀୟ, ଜଗତସିଂହପୁର ପଞ୍ଚମ , ବୌଦ୍ଧ ଷଷ୍ଠ ସ୍ଥାନରେ ରହିଛି।

ଆହୁରି ପଢ଼ନ୍ତୁ: ଶିମିଳିପାଳରୁ ପୁଣି କଳାବାଘ ଶିକାର; ଛାଲ ବିକ୍ରି ସମୟରେ ମାଡିବସିଲା ଏସଟିଏଫ, ୩ଗିରଫ

24 Mar 2021 By The Sakala

ଦେଶରେ ଯକ୍ଷ୍ମା ନିରାକରଣରେ ଓଡ଼ିଶା ଦ୍ୱିତୀୟ

ଭୁବନେଶ୍ୱର: ଦେଶରେ ଯକ୍ଷ୍ମା ନିରାକରଣ କ୍ଷେତ୍ରରେ ଓଡିଶା ଦ୍ୱିତୀୟ ସ୍ଥାନରେ ରହିଛି। ବିଶ୍ୱ ଯକ୍ଷ୍ମା ଦିବସ ଅବସରରେ ଭାରତ ସରକାରଙ୍କ ପକ୍ଷରୁ ରାଜ୍ୟକୁ ଏହି ପୁରସ୍କାର ମିଳିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷ ବର୍ଦ୍ଧନଙ୍କଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡକ୍ଟର ନିରଞ୍ଜନ ମିଶ୍ର ଓ ରାଜ୍ୟ ଯକ୍ଷ୍ମା ଅଧିକାରୀ ଡକ୍ଟର ପି. କେ.ହୋତା ।

ସୂଚନାଯୋଗ୍ୟ ଯେ, ଯକ୍ଷ୍ମା ନିରାକରଣ ଦିଗରେ ଶ୍ରେଷ୍ଠ ୧୦ଟି ଜିଲ୍ଲା ମଧ୍ୟରେ ଓଡିଶାର ୪ଟି ଜିଲ୍ଲା ରହିଛି । ସୋନପୁର ଜିଲ୍ଲା ଦ୍ୱିତୀୟରେ ଥିବା ବେଳେ ଦେବଗଡ ତୃତୀୟ, ଜଗତସିଂହପୁର ପଞ୍ଚମ , ବୌଦ୍ଧ ଷଷ୍ଠ ସ୍ଥାନରେ ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର