ଚିନ୍ତା ବଢାଉଛି କରୋନା; ରେଭେନ୍ସା କ୍ୟାମ୍ପସରୁ କରୋନା ପଜିଟିଭ୍ ଚିହ୍ନଟ ପରେ ପରୀକ୍ଷା ସ୍ଥଗିତ

The Sakala Picture
Published On

କଟକ: ଚିନ୍ତା ବଢାଇଛି କରୋନା। ଏବେ ଶିକ୍ଷାନୁଷ୍ଠାନ ଗୁଡିକରୁ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପ୍ରଶାସନକୁ ଏକ ପ୍ରାକାର ଚିନ୍ତାରେ ପକାଇଛି। ରେଭେନ୍ସା ବିଶ୍ୱବିଦ୍ୟାଳୟ କ୍ୟାମ୍ପସରୁ ୨ ଜଣ କରୋନା ପଜିଟିଭ୍ ବାହାରିଛନ୍ତି । ଏହାପରେ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ୟୁଜି ଓ ପିଜି ରେଗୁଲାର୍, ବ୍ୟାକ ପରୀକ୍ଷାକୁ ଅନିର୍ଦ୍ଦିଷ୍ଟ କାଳ ଯାଏ ସ୍ଥଗିତ ରଖାଯାଇଛି । ଏନେଇ ରେଭେନ୍ସା ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି । କୋଭିଡ୍ ସ୍ଥିତିରେ ସୁଧାର ପରେ ପରୀକ୍ଷା ହେବ […]

କଟକ: ଚିନ୍ତା ବଢାଇଛି କରୋନା। ଏବେ ଶିକ୍ଷାନୁଷ୍ଠାନ ଗୁଡିକରୁ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପ୍ରଶାସନକୁ ଏକ ପ୍ରାକାର ଚିନ୍ତାରେ ପକାଇଛି। ରେଭେନ୍ସା ବିଶ୍ୱବିଦ୍ୟାଳୟ କ୍ୟାମ୍ପସରୁ ୨ ଜଣ କରୋନା ପଜିଟିଭ୍ ବାହାରିଛନ୍ତି । ଏହାପରେ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ୟୁଜି ଓ ପିଜି ରେଗୁଲାର୍, ବ୍ୟାକ ପରୀକ୍ଷାକୁ ଅନିର୍ଦ୍ଦିଷ୍ଟ କାଳ ଯାଏ ସ୍ଥଗିତ ରଖାଯାଇଛି । ଏନେଇ ରେଭେନ୍ସା ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

କୋଭିଡ୍ ସ୍ଥିତିରେ ସୁଧାର ପରେ ପରୀକ୍ଷା ହେବ ବୋଲି ପରୀକ୍ଷା ନିୟନ୍ତ୍ରକ ତ୍ରିଲୋଚନ ମିଶ୍ର କହିଛନ୍ତି । କେବେ ହେବ ପରୀକ୍ଷା ନିଷ୍ପତ୍ତି ପାଇଁ ଆଜି  ବୈଠକ ବସୁଛି ।

ଆହୁରି ପଢ଼ନ୍ତୁ: କଲେଜ ହଷ୍ଟେଲରୁ ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

ପୂର୍ବରୁ ଭୁବନେଶ୍ୱର ସ୍ଥିତ ଜାଭିୟର ଇନଷ୍ଟିଚ୍ୟୁଟ୍ ଅଫ୍ ମ୍ୟାନେଜମେଣ୍ଟରୁ(XIMB) କରୋନା ଆକ୍ରାନ୍ତ ବାହାରିଥିଲେ ।

ଆହୁରି ପଢ଼ନ୍ତୁ: ଉପମୁଖ୍ୟମନ୍ତ୍ରୀଙ୍କ PA ପରିଚୟ ଦେଇ ୧ କୋଟି ଟଙ୍କା ଠକେଇ, ଦୀଘାରୁ ମହାଠକକୁ ଗିରଫ କଲା ପୋଲିସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର