ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଖରାଟିଆ

The Sakala Picture
Published On

ଭୁବନେଶ୍ବର : ଓଡ଼ିଶାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଖରାଟିଆ ରହିବା ସହ ଆକାଶ ନିର୍ମଳ ରହିବ। ଖରାର ପ୍ରଖରତା ଅଧିକ ରହିବ। କିନ୍ତୁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ରାଜ୍ୟର ସର୍ବନିମ୍ନ ରାତ୍ରି ତାପମାତ୍ରା ପ୍ରାୟ ସମସ୍ତ ସ୍ଥାନରେ ସ୍ବାଭାବିକ ତଥା ଅପରିବର୍ତ୍ତିତ ରହିଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ଅଞ୍ଚଳରେ ସ୍ବାଭାବିକଠାରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ […]

ଭୁବନେଶ୍ବର : ଓଡ଼ିଶାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଖରାଟିଆ ରହିବା ସହ ଆକାଶ ନିର୍ମଳ ରହିବ। ଖରାର ପ୍ରଖରତା ଅଧିକ ରହିବ। କିନ୍ତୁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ରାଜ୍ୟର ସର୍ବନିମ୍ନ ରାତ୍ରି ତାପମାତ୍ରା ପ୍ରାୟ ସମସ୍ତ ସ୍ଥାନରେ ସ୍ବାଭାବିକ ତଥା ଅପରିବର୍ତ୍ତିତ ରହିଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ଅଞ୍ଚଳରେ ସ୍ବାଭାବିକଠାରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ତାପମାତ୍ରା ଟିଟିଲାଗଡ଼ରେ ୩୭ ଡିଗ୍ରି ରେକର୍ଡ ହୋଇଛି। ଆସନ୍ତାକାଲି ଭୁବନେଶ୍ବର ତଥା ଆଖପାଖ ଅଞ୍ଚଳର ସର୍ବାଧିକ ତାପମାତ୍ରା ୩୪ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୧ ଡିଗ୍ରି ମଧ୍ୟ‌ରେ ରହିବ।

ଆହୁରି ପଢ଼ନ୍ତୁ: ଅଗଷ୍ଟ ୧୬ରେ ପୋଲିସ ଡିଜି ୱାଇ.ବି ଖୁରାନିଆଙ୍କ ଅବସର ଗ୍ରହଣକୁ ସରକାରଙ୍କ ଅନୁମତି, ଅଗଷ୍ଟ ୭ରେ ନୂଆ ଡିଜିପି ଚୟନ ପାଇଁ ବୈଠକ

05 Mar 2022 By The Sakala

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଖରାଟିଆ

ଭୁବନେଶ୍ବର : ଓଡ଼ିଶାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଖରାଟିଆ ରହିବା ସହ ଆକାଶ ନିର୍ମଳ ରହିବ। ଖରାର ପ୍ରଖରତା ଅଧିକ ରହିବ। କିନ୍ତୁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ରାଜ୍ୟର ସର୍ବନିମ୍ନ ରାତ୍ରି ତାପମାତ୍ରା ପ୍ରାୟ ସମସ୍ତ ସ୍ଥାନରେ ସ୍ବାଭାବିକ ତଥା ଅପରିବର୍ତ୍ତିତ ରହିଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ଅଞ୍ଚଳରେ ସ୍ବାଭାବିକଠାରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ତାପମାତ୍ରା ଟିଟିଲାଗଡ଼ରେ ୩୭ ଡିଗ୍ରି ରେକର୍ଡ ହୋଇଛି। ଆସନ୍ତାକାଲି ଭୁବନେଶ୍ବର ତଥା ଆଖପାଖ ଅଞ୍ଚଳର ସର୍ବାଧିକ ତାପମାତ୍ରା ୩୪ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୧ ଡିଗ୍ରି ମଧ୍ୟ‌ରେ ରହିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର