ଆସନ୍ତା ‘୧୩’ ପରେ ବଢ଼ିବ ରାଜ୍ୟର ଦିନ ତାପମାତ୍ରା

The Sakala Picture
Published On

ଭୁବନେଶ୍ୱର: ମାର୍ଚ୍ଚ ୧୩ ପରେ ଓଡ଼ିଶାର ଦିନ ତାପମାତ୍ରା ବୃଦ୍ଧି ପାଇବ। ବର୍ତ୍ତମାନ ଆରବ ସାଗର ଆଡୁ ପୂର୍ବ ଭାରତ ଆଡ଼କୁ ପ୍ରବାହିତ ହେଉଥିବା ଆର୍ଦ୍ର ବାୟୁ ବନ୍ଦ ହେବ। ଏହାସହିତ ଏକ ଅପର ଏୟାର ଟ୍ରଫ୍‍ ପୂର୍ବ ଦିଗକୁ ଗତି କରିବା ସମ୍ଭାବନା ଥିବାରୁ ଓଡ଼ିଶାରେ ଦିନର ତାପମାତ୍ରା ବୃଦ୍ଧି ପାଇବ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ କୁହାଯାଇଛି। କେନ୍ଦ୍ର ପକ୍ଷରୁ ଏକ ବୁଲେଟିନ୍‍ରେ କୁହାଯାଇଛି […]

ଭୁବନେଶ୍ୱର: ମାର୍ଚ୍ଚ ୧୩ ପରେ ଓଡ଼ିଶାର ଦିନ ତାପମାତ୍ରା ବୃଦ୍ଧି ପାଇବ। ବର୍ତ୍ତମାନ ଆରବ ସାଗର ଆଡୁ ପୂର୍ବ ଭାରତ ଆଡ଼କୁ ପ୍ରବାହିତ ହେଉଥିବା ଆର୍ଦ୍ର ବାୟୁ ବନ୍ଦ ହେବ। ଏହାସହିତ ଏକ ଅପର ଏୟାର ଟ୍ରଫ୍‍ ପୂର୍ବ ଦିଗକୁ ଗତି କରିବା ସମ୍ଭାବନା ଥିବାରୁ ଓଡ଼ିଶାରେ ଦିନର ତାପମାତ୍ରା ବୃଦ୍ଧି ପାଇବ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ କୁହାଯାଇଛି। କେନ୍ଦ୍ର ପକ୍ଷରୁ ଏକ ବୁଲେଟିନ୍‍ରେ କୁହାଯାଇଛି ଯେ ରାଜ୍ୟର କେତେକ ସ୍ଥାନରେ ୩୭ ରୁ ୩୯ ଡିଗ୍ରୀ ସେଲ୍‌ଫସିୟସ୍‍ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇପାରେ। ବର୍ତ୍ତମାନ ଉପକୂଳ ଓଡ଼ିଶାର ତାପମାତ୍ରା ୩୩ ରୁ ୩୫ ଡିଗ୍ରୀ ସେଲ୍‌ଫସିୟସ୍‍ ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକର ୩୫ ରୁ ୩୭ ଡିଗ୍ରୀ ସେଲ୍‌ଫସିୟସ୍‍ ରହିଥିବା ବେଳେ ଏହା ମାର୍ଚ୍ଚ ୧୨ ପର୍ଯ୍ୟନ୍ତ ଅପରିବର୍ତ୍ତିତ ରହିବ ବୋଲି ବୁଲେଟିନ୍‍ରେ କୁହାଯାଇଛି। ଆରବ ସାଗରରୁ ପ୍ରବାହିତ ହେଉଥିବା ଆର୍ଦ୍ର ବାୟୁ ନିମନ୍ତେ ଏହି ତାପମାତ୍ରା ବୃଦ୍ଧି ପାଇ ନାହିଁ ବୋଲି କେନ୍ଦ୍ର କହିଛି।

ଆହୁରି ପଢ଼ନ୍ତୁ: ଆଜି ବାହୁଡ଼ିବେ ମହାବାହୁ: ମଧ୍ୟାହ୍ନ ୧୨ଟାରୁ ୨ଟା ୩୦ ମଧ୍ୟରେ ବାହୁଡ଼ା ପହଣ୍ଡି, ଅପରାହ୍ଣ ୪ଟାରେ ରଥଟଣା

ଶନିବାର ଟିଟଲାଗଡ଼଼ରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୭.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ବଲାଙ୍ଗୀରରେ ୩୭ ଡିଗ୍ରୀ ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ: ସରକାରୀ ଅଫିସରଙ୍କୁ ତାଗିଦ୍‌: ରାଜ୍ୟ ବାହାରକୁ ଗସ୍ତ କରୁଥିବା ଅଧିକାରୀଙ୍କ ପାଇଁ ୨୧ ଦିନ ପୂର୍ବରୁ ନୋଟିସ୍ ବାଧ୍ୟତାମୂଳକ

06 Mar 2022 By The Sakala

ଆସନ୍ତା ‘୧୩’ ପରେ ବଢ଼ିବ ରାଜ୍ୟର ଦିନ ତାପମାତ୍ରା

ଭୁବନେଶ୍ୱର: ମାର୍ଚ୍ଚ ୧୩ ପରେ ଓଡ଼ିଶାର ଦିନ ତାପମାତ୍ରା ବୃଦ୍ଧି ପାଇବ। ବର୍ତ୍ତମାନ ଆରବ ସାଗର ଆଡୁ ପୂର୍ବ ଭାରତ ଆଡ଼କୁ ପ୍ରବାହିତ ହେଉଥିବା ଆର୍ଦ୍ର ବାୟୁ ବନ୍ଦ ହେବ। ଏହାସହିତ ଏକ ଅପର ଏୟାର ଟ୍ରଫ୍‍ ପୂର୍ବ ଦିଗକୁ ଗତି କରିବା ସମ୍ଭାବନା ଥିବାରୁ ଓଡ଼ିଶାରେ ଦିନର ତାପମାତ୍ରା ବୃଦ୍ଧି ପାଇବ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ କୁହାଯାଇଛି। କେନ୍ଦ୍ର ପକ୍ଷରୁ ଏକ ବୁଲେଟିନ୍‍ରେ କୁହାଯାଇଛି ଯେ ରାଜ୍ୟର କେତେକ ସ୍ଥାନରେ ୩୭ ରୁ ୩୯ ଡିଗ୍ରୀ ସେଲ୍‌ଫସିୟସ୍‍ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇପାରେ। ବର୍ତ୍ତମାନ ଉପକୂଳ ଓଡ଼ିଶାର ତାପମାତ୍ରା ୩୩ ରୁ ୩୫ ଡିଗ୍ରୀ ସେଲ୍‌ଫସିୟସ୍‍ ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକର ୩୫ ରୁ ୩୭ ଡିଗ୍ରୀ ସେଲ୍‌ଫସିୟସ୍‍ ରହିଥିବା ବେଳେ ଏହା ମାର୍ଚ୍ଚ ୧୨ ପର୍ଯ୍ୟନ୍ତ ଅପରିବର୍ତ୍ତିତ ରହିବ ବୋଲି ବୁଲେଟିନ୍‍ରେ କୁହାଯାଇଛି। ଆରବ ସାଗରରୁ ପ୍ରବାହିତ ହେଉଥିବା ଆର୍ଦ୍ର ବାୟୁ ନିମନ୍ତେ ଏହି ତାପମାତ୍ରା ବୃଦ୍ଧି ପାଇ ନାହିଁ ବୋଲି କେନ୍ଦ୍ର କହିଛି।

ଶନିବାର ଟିଟଲାଗଡ଼଼ରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୭.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ବଲାଙ୍ଗୀରରେ ୩୭ ଡିଗ୍ରୀ ରେକର୍ଡ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର