ଶ୍ରୀତମ ଦାସ ବିଜେପି ପକ୍ଷରୁ କଟକ ମହାନଗର ନିଗମର ମେୟର ପ୍ରାର୍ଥୀ

The Sakala Picture
Published On

କଟକ: କଟକ ମହାନଗର ନିଗମ ପାଇଁ ବିଜେପି ଆଜି ତା’ର ମେୟର ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଅଭିନେତା ଶ୍ରୀତମ ଦାସଙ୍କୁ କଟକ ମହାନଗର ନିଗମର ମେୟର ପ୍ରାର୍ଥୀ ଘୋଷଣା କରିଛି ବିଜେପି । ସିଏମ୍‌ସି ନିର୍ବାଚନ ମଇଦାନକୁ ଓହ୍ଲାଇବେ ଶ୍ରୀତମ ଦାସ । କଟକ ନଗର ବିଜେପି ସଭାପତି ଲଲାଟେନ୍ଦୁ ବଡୁ ଏନେଇ ସୂଚନା ଦେଇଛନ୍ତି। ଗତକାଲି ବିଜେଡି କଟକରେ ସୁବାସ ସିଂଙ୍କୁ ମେୟର ପ୍ରାର୍ଥୀ ଭାବେ ଘୋଷଣା କରିଥିବା ବେଳେ ଆଜି ଅଭିନେତା ଶ୍ରୀତମ […]

କଟକ: କଟକ ମହାନଗର ନିଗମ ପାଇଁ ବିଜେପି ଆଜି ତା’ର ମେୟର ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଅଭିନେତା ଶ୍ରୀତମ ଦାସଙ୍କୁ କଟକ ମହାନଗର ନିଗମର ମେୟର ପ୍ରାର୍ଥୀ ଘୋଷଣା କରିଛି ବିଜେପି । ସିଏମ୍‌ସି ନିର୍ବାଚନ ମଇଦାନକୁ ଓହ୍ଲାଇବେ ଶ୍ରୀତମ ଦାସ । କଟକ ନଗର ବିଜେପି ସଭାପତି ଲଲାଟେନ୍ଦୁ ବଡୁ ଏନେଇ ସୂଚନା ଦେଇଛନ୍ତି। ଗତକାଲି ବିଜେଡି କଟକରେ ସୁବାସ ସିଂଙ୍କୁ ମେୟର ପ୍ରାର୍ଥୀ ଭାବେ ଘୋଷଣା କରିଥିବା ବେଳେ ଆଜି ଅଭିନେତା ଶ୍ରୀତମ ଦାସଙ୍କ ନାଁରେ ମୋହର ମାରିଛି ବିଜେପି ।

ଆହୁରି ପଢ଼ନ୍ତୁ: ଅସହ୍ୟ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଓଡ଼ିଶା; ଜଳୁଛି ପଶ୍ଚିମରୁ ଉପକୂଳ, ଆହୁରି ୪ ଦିନ ପର୍ଯ୍ୟନ୍ତ ଜାରି ରହିବ ଏପରି ସ୍ଥିତି

ଓଲିଉଡ ଅଭିନେତା ଶ୍ରୀତମ ଦାସ ୨୦୧୪ ସାଧାରଣ ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ଦଳରେ ଯୋଗଦେଇଥିଲେ । ଆଉ ଏବେ ତାଙ୍କୁ ମେୟର ପ୍ରାର୍ଥୀ ଭାବେ ଚୟନ କରିଛି ବିଜେପି । ଦଳ ପକ୍ଷରୁ ଆଗାମୀ ଦିନରେ ହେବାକୁ ଥିବା କଟକ ମହାନଗର ନିଗମ ପାଇଁ ତାଙ୍କୁ ମେୟର ପ୍ରାର୍ଥୀ ଭାବେ ଘୋଷଣା କରିଯାଇଛି । ବିଜେପି ଟିକେଟରୁ ଏବେ ଶ୍ରୀତମ ସିଏମ୍‌ସି ନିର୍ବାଚନୀ ମଇଦାନକୁ ଓହ୍ଲାଇବେ । ବିଜେଡି ପକ୍ଷରୁ ସୁବାସ ସିଂଙ୍କୁ ମଇଦାନଙ୍କୁ ଓହ୍ଲାଯାଇଥିବା ବେଳେ ବିଜେପିରୁ ଓଡିଆ ଅଭିନେତା ଶ୍ରୀତମ ଦାସ ମଇଦାନକୁ ଓହ୍ଲାଇଛନ୍ତି । ସୁବାସ ସିଂ ବିଜେଡିର ଜଣେ ଟାଣୁଆ ନେତା । ସେ ରାଜ୍ୟସଭା ସାଂସଦ ଭାବେ କ୍ଷମତା ତୁଲାଉଛନ୍ତି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ITDA ବାଲିଗୁଡ଼ା ସହକାରୀ ନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ

06 Mar 2022 By The Sakala

ଶ୍ରୀତମ ଦାସ ବିଜେପି ପକ୍ଷରୁ କଟକ ମହାନଗର ନିଗମର ମେୟର ପ୍ରାର୍ଥୀ

କଟକ: କଟକ ମହାନଗର ନିଗମ ପାଇଁ ବିଜେପି ଆଜି ତା’ର ମେୟର ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଅଭିନେତା ଶ୍ରୀତମ ଦାସଙ୍କୁ କଟକ ମହାନଗର ନିଗମର ମେୟର ପ୍ରାର୍ଥୀ ଘୋଷଣା କରିଛି ବିଜେପି । ସିଏମ୍‌ସି ନିର୍ବାଚନ ମଇଦାନକୁ ଓହ୍ଲାଇବେ ଶ୍ରୀତମ ଦାସ । କଟକ ନଗର ବିଜେପି ସଭାପତି ଲଲାଟେନ୍ଦୁ ବଡୁ ଏନେଇ ସୂଚନା ଦେଇଛନ୍ତି। ଗତକାଲି ବିଜେଡି କଟକରେ ସୁବାସ ସିଂଙ୍କୁ ମେୟର ପ୍ରାର୍ଥୀ ଭାବେ ଘୋଷଣା କରିଥିବା ବେଳେ ଆଜି ଅଭିନେତା ଶ୍ରୀତମ ଦାସଙ୍କ ନାଁରେ ମୋହର ମାରିଛି ବିଜେପି ।

ଓଲିଉଡ ଅଭିନେତା ଶ୍ରୀତମ ଦାସ ୨୦୧୪ ସାଧାରଣ ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ଦଳରେ ଯୋଗଦେଇଥିଲେ । ଆଉ ଏବେ ତାଙ୍କୁ ମେୟର ପ୍ରାର୍ଥୀ ଭାବେ ଚୟନ କରିଛି ବିଜେପି । ଦଳ ପକ୍ଷରୁ ଆଗାମୀ ଦିନରେ ହେବାକୁ ଥିବା କଟକ ମହାନଗର ନିଗମ ପାଇଁ ତାଙ୍କୁ ମେୟର ପ୍ରାର୍ଥୀ ଭାବେ ଘୋଷଣା କରିଯାଇଛି । ବିଜେପି ଟିକେଟରୁ ଏବେ ଶ୍ରୀତମ ସିଏମ୍‌ସି ନିର୍ବାଚନୀ ମଇଦାନକୁ ଓହ୍ଲାଇବେ । ବିଜେଡି ପକ୍ଷରୁ ସୁବାସ ସିଂଙ୍କୁ ମଇଦାନଙ୍କୁ ଓହ୍ଲାଯାଇଥିବା ବେଳେ ବିଜେପିରୁ ଓଡିଆ ଅଭିନେତା ଶ୍ରୀତମ ଦାସ ମଇଦାନକୁ ଓହ୍ଲାଇଛନ୍ତି । ସୁବାସ ସିଂ ବିଜେଡିର ଜଣେ ଟାଣୁଆ ନେତା । ସେ ରାଜ୍ୟସଭା ସାଂସଦ ଭାବେ କ୍ଷମତା ତୁଲାଉଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର