୫ ଜିଲ୍ଲାରେ ତାପମାତ୍ରା ୩୬ ଡିଗ୍ରୀ

The Sakala Picture
Published On

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି। ବର୍ତ୍ତମାନ ରାଜ୍ୟ ଉପରେ କୌଣସି ପାଣିପାଗ ଜନିତ ସ୍ଥିତି ନାହିଁ। ଏଥିପାଇଁ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିବ। ଏହା ସହିତ ଆସ୍ତା ୫ ଦିନ ମଧ୍ୟରେ ତାପମାତ୍ରାରେ ମଧ୍ୟ ବଡ଼ ଧରଣର ଅଦଳ ବଦଳ ହେବ ନାହିଁ। ଗତ ୨୪ ଘଣ୍ଟାରେ ଛତିଶଗଡ଼଼ଠାରେ ରାଜ୍ୟରେ ସର୍ବାଧିକ ତାପମାତ୍ରା ୩୬.୮ ଡିଗ୍ରୀ ସେଲସିୟସ […]

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି। ବର୍ତ୍ତମାନ ରାଜ୍ୟ ଉପରେ କୌଣସି ପାଣିପାଗ ଜନିତ ସ୍ଥିତି ନାହିଁ। ଏଥିପାଇଁ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିବ। ଏହା ସହିତ ଆସ୍ତା ୫ ଦିନ ମଧ୍ୟରେ ତାପମାତ୍ରାରେ ମଧ୍ୟ ବଡ଼ ଧରଣର ଅଦଳ ବଦଳ ହେବ ନାହିଁ। ଗତ ୨୪ ଘଣ୍ଟାରେ ଛତିଶଗଡ଼଼ଠାରେ ରାଜ୍ୟରେ ସର୍ବାଧିକ ତାପମାତ୍ରା ୩୬.୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଏହା ବ୍ୟତୀତ ବାକି ୪ ଟି ଜିଲ୍ଲାରେ ମଧ୍ୟ ତାପମାତ୍ରା ୩୬ ଡିଗ୍ରୀ ଛୁଇଁଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଭଦ୍ରକରେ ୩୬.୨, ରାୟଗଡ଼଼ା, ବୌଦ୍ଧ ଓ ତାଳଚେର ଆଦି ଜିଲ୍ଲାରେ ତାପମାତ୍ରା ୩୬ ଡିଗ୍ରୀ ଛୁଇଁଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୪୬୦୭ ଡାକ୍ତର ପଦବୀ ଖାଲି: ବିଧାନସଭାରେ ଉଦବେଗଜନକ ତଥ୍ୟ ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ

09 Mar 2022 By The Sakala

୫ ଜିଲ୍ଲାରେ ତାପମାତ୍ରା ୩୬ ଡିଗ୍ରୀ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି। ବର୍ତ୍ତମାନ ରାଜ୍ୟ ଉପରେ କୌଣସି ପାଣିପାଗ ଜନିତ ସ୍ଥିତି ନାହିଁ। ଏଥିପାଇଁ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିବ। ଏହା ସହିତ ଆସ୍ତା ୫ ଦିନ ମଧ୍ୟରେ ତାପମାତ୍ରାରେ ମଧ୍ୟ ବଡ଼ ଧରଣର ଅଦଳ ବଦଳ ହେବ ନାହିଁ। ଗତ ୨୪ ଘଣ୍ଟାରେ ଛତିଶଗଡ଼଼ଠାରେ ରାଜ୍ୟରେ ସର୍ବାଧିକ ତାପମାତ୍ରା ୩୬.୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଏହା ବ୍ୟତୀତ ବାକି ୪ ଟି ଜିଲ୍ଲାରେ ମଧ୍ୟ ତାପମାତ୍ରା ୩୬ ଡିଗ୍ରୀ ଛୁଇଁଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଭଦ୍ରକରେ ୩୬.୨, ରାୟଗଡ଼଼ା, ବୌଦ୍ଧ ଓ ତାଳଚେର ଆଦି ଜିଲ୍ଲାରେ ତାପମାତ୍ରା ୩୬ ଡିଗ୍ରୀ ଛୁଇଁଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

https://www.thesakala.in/latest-odisha-news/the-temperature-in-five-districts-was-36-degrees-celsius/article-9815
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର