ଏସଟିଏଫ ଜାଲରେ ୩ ବ୍ରାଉନସୁଗର ବେପାରୀ, ରାଜଧାନୀରୁ ଜବତ ହେଲା କୋଟିଏରୁ ଉର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗର

The Sakala Picture
Published On

ଭୁବନେଶ୍ବର: ରାଜଧାନୀରୁ ଜବତ ହେଲା କୋଟିଏରୁ ଉର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗର। ବ୍ରାଉନସୁଗାର କାରବାର ଅଭିଯୋଗରେ ୩ଜଣଙ୍କୁ ଗିରଫ କରିଛି କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌ । ଗିରଫ ୩ ଜଣ ହେଲେ ଜଟଣୀ ରାଜାବଜାର ଗଜପତିନଗରର ସେକ୍‌ ସମୀର ଏବଂ ସୟଦ୍‌ ଇମ୍‌ତିୟାଜ୍ ଏବଂ ପୁରୀ ଡେଲାଙ୍ଗ ହରିରାଜପୁରର ରତି ରଞ୍ଜନ ରାଉତରାୟ ବୋଲି ଜଣାପଡିଛି । ସୂଚନା ଅନୁଯାୟୀ, ବ୍ରାଉନ୍‌ସୁଗାର କାରାବର ନେଇ ଗୁଇନ୍ଦା ସୂଚନା ମିଳିଥିଲା । ଏହିକ୍ରମରେ ଏସ୍‌ଟିଏଫ୍‌ ଟିମ୍‌ ଜଟଣୀ ରାଜାବଜାରରେ ଚଢାଇ କରିଥିଲା […]

ଭୁବନେଶ୍ବର: ରାଜଧାନୀରୁ ଜବତ ହେଲା କୋଟିଏରୁ ଉର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗର। ବ୍ରାଉନସୁଗାର କାରବାର ଅଭିଯୋଗରେ ୩ଜଣଙ୍କୁ ଗିରଫ କରିଛି କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌ । ଗିରଫ ୩ ଜଣ ହେଲେ ଜଟଣୀ ରାଜାବଜାର ଗଜପତିନଗରର ସେକ୍‌ ସମୀର ଏବଂ ସୟଦ୍‌ ଇମ୍‌ତିୟାଜ୍ ଏବଂ ପୁରୀ ଡେଲାଙ୍ଗ ହରିରାଜପୁରର ରତି ରଞ୍ଜନ ରାଉତରାୟ ବୋଲି ଜଣାପଡିଛି ।

ଆହୁରି ପଢ଼ନ୍ତୁ: ଘରର କବାଟ ଭାଙ୍ଗି ମା’କୁ ଅଟକ ରଖିଲେ, ୧୫ ବର୍ଷର ନାବାଳିକା ଝିଅକୁ ଅପହରଣ କରିନେଲେ ଦୁର୍ବୃତ୍ତ

ସୂଚନା ଅନୁଯାୟୀ, ବ୍ରାଉନ୍‌ସୁଗାର କାରାବର ନେଇ ଗୁଇନ୍ଦା ସୂଚନା ମିଳିଥିଲା । ଏହିକ୍ରମରେ ଏସ୍‌ଟିଏଫ୍‌ ଟିମ୍‌ ଜଟଣୀ ରାଜାବଜାରରେ ଚଢାଇ କରିଥିଲା । ଏହି ଚଢାଉରେ ପ୍ରାୟ ୧ କେଜି ୩୨୦ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ ହୋଇଛି । ଯାହାର ଆନୁମାନିକ ମୂଲ୍ୟ ୧ କୋଟି ୩୨ ଲକ୍ଷ ହେବ ବୋଲି ଜଣା ପଡ଼ିଛି । ଏହାସହ ନଗଦ ୧ ଲକ୍ଷ ୬୫ ହଜାର ଟଙ୍କା ଏବଂ ଗୋଟିଏ ପଲସର୍‌ ବାଇକ୍ ମଧ୍ଯ ଜବତ ହୋଇଛି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ TPCODL ଲାଇନମ୍ୟାନ୍, ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ

ଆହୁରି ପଢ଼ନ୍ତୁ: ଓପିଏସ୍‌ସି ପରୀକ୍ଷାରେ କପି କରିବା ଅଭିଯୋଗରେ ପରୀକ୍ଷାର୍ଥୀ ସହ ଅନ୍ୟ ୩ ଗିରଫ

10 Mar 2022 By The Sakala

ଏସଟିଏଫ ଜାଲରେ ୩ ବ୍ରାଉନସୁଗର ବେପାରୀ, ରାଜଧାନୀରୁ ଜବତ ହେଲା କୋଟିଏରୁ ଉର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗର

ଭୁବନେଶ୍ବର: ରାଜଧାନୀରୁ ଜବତ ହେଲା କୋଟିଏରୁ ଉର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗର। ବ୍ରାଉନସୁଗାର କାରବାର ଅଭିଯୋଗରେ ୩ଜଣଙ୍କୁ ଗିରଫ କରିଛି କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌ । ଗିରଫ ୩ ଜଣ ହେଲେ ଜଟଣୀ ରାଜାବଜାର ଗଜପତିନଗରର ସେକ୍‌ ସମୀର ଏବଂ ସୟଦ୍‌ ଇମ୍‌ତିୟାଜ୍ ଏବଂ ପୁରୀ ଡେଲାଙ୍ଗ ହରିରାଜପୁରର ରତି ରଞ୍ଜନ ରାଉତରାୟ ବୋଲି ଜଣାପଡିଛି ।

ସୂଚନା ଅନୁଯାୟୀ, ବ୍ରାଉନ୍‌ସୁଗାର କାରାବର ନେଇ ଗୁଇନ୍ଦା ସୂଚନା ମିଳିଥିଲା । ଏହିକ୍ରମରେ ଏସ୍‌ଟିଏଫ୍‌ ଟିମ୍‌ ଜଟଣୀ ରାଜାବଜାରରେ ଚଢାଇ କରିଥିଲା । ଏହି ଚଢାଉରେ ପ୍ରାୟ ୧ କେଜି ୩୨୦ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ ହୋଇଛି । ଯାହାର ଆନୁମାନିକ ମୂଲ୍ୟ ୧ କୋଟି ୩୨ ଲକ୍ଷ ହେବ ବୋଲି ଜଣା ପଡ଼ିଛି । ଏହାସହ ନଗଦ ୧ ଲକ୍ଷ ୬୫ ହଜାର ଟଙ୍କା ଏବଂ ଗୋଟିଏ ପଲସର୍‌ ବାଇକ୍ ମଧ୍ଯ ଜବତ ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର