ବିଶାଖାପାଟଣା ଅଭିମୁଖେ ଯାଉଥିବା ମାଲ୍‌ବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୬ଟି ବଗି

The Sakala Picture
Published On

କୋରାପୁଟ: ବିଶାଖାପାଟଣା ଅଭିମୁଖେ ଯାଉଥିବା ଏକ ମାଲ୍‌ବାହୀ ଟ୍ରେନ୍ କୋରାପୁଟ ଜିଲ୍ଲା ଭେଜା ନିକଟରେ ଗତକାଲି ବିଳମ୍ବିତ ରାତିରେ ଲାଇନଚ୍ୟୁତ ହୋଇଛି। ରାତି ପ୍ରାୟ ୩ଟା ବେଳେ କିରଣ୍ଡୁଲରୁ ଏକ ଲୁହା ପଥର ବୋଝେଇ ଟ୍ରେନ୍ ବିଶାଖାପାଟଣା ଅଭିମୁଖେ ଯାଉଥିବା ବେଳେ କୋରାପୁଟ ଷ୍ଟେସନଠାରୁ ୨୫ କି.ମି ଦୂର ଭେଜା ନିକଟରେ ଲାଇନଚ୍ୟୁତ ହୋଇଛି। ଟ୍ରାକ୍‌ରୁ ମାଲ୍‌ବାହୀ ଟ୍ରେନ୍ ର ୬ଟି ବଗି ଖସି ଯାଇଛି। ଫଳରେ କୋରାପୁଟ-ବିଶାଖାପାଟଣା ମଧ୍ୟରେ ରେଳ ଚଳାଚଳ ବନ୍ଦ ରହିଛି। ବିଶାଖାପାଟଣା-କୋରାପୁଟ-କିରଣ୍ଡୁଲ […]

କୋରାପୁଟ: ବିଶାଖାପାଟଣା ଅଭିମୁଖେ ଯାଉଥିବା ଏକ ମାଲ୍‌ବାହୀ ଟ୍ରେନ୍ କୋରାପୁଟ ଜିଲ୍ଲା ଭେଜା ନିକଟରେ ଗତକାଲି ବିଳମ୍ବିତ ରାତିରେ ଲାଇନଚ୍ୟୁତ ହୋଇଛି। ରାତି ପ୍ରାୟ ୩ଟା ବେଳେ କିରଣ୍ଡୁଲରୁ ଏକ ଲୁହା ପଥର ବୋଝେଇ ଟ୍ରେନ୍ ବିଶାଖାପାଟଣା ଅଭିମୁଖେ ଯାଉଥିବା ବେଳେ କୋରାପୁଟ ଷ୍ଟେସନଠାରୁ ୨୫ କି.ମି ଦୂର ଭେଜା ନିକଟରେ ଲାଇନଚ୍ୟୁତ ହୋଇଛି। ଟ୍ରାକ୍‌ରୁ ମାଲ୍‌ବାହୀ ଟ୍ରେନ୍ ର ୬ଟି ବଗି ଖସି ଯାଇଛି। ଫଳରେ କୋରାପୁଟ-ବିଶାଖାପାଟଣା ମଧ୍ୟରେ ରେଳ ଚଳାଚଳ ବନ୍ଦ ରହିଛି। ବିଶାଖାପାଟଣା-କୋରାପୁଟ-କିରଣ୍ଡୁଲ ଓ କିରଣ୍ଡୁଲ-କୋରାପୁଟ-ବିଶାଖାପାଟଣା ଏକ୍ସପ୍ରେସ୍ ଟ୍ରେନ୍ ଚଳାଚଳ ବାତିଲ କରାଯାଇଛି। ତେବେ ଦୁର୍ଘଟଣାର କାରଣ ଅସ୍ପଷ୍ଟ ରହିଛି। ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଗୋଟିଏ ଦିନରେ ଭୁବନେଶ୍ୱରରୁ ଜଣେ ନାବାଳକ ଓ ଦୁଇ ନାବାଳିକା ନିଖୋଜ

11 Mar 2022 By The Sakala

ବିଶାଖାପାଟଣା ଅଭିମୁଖେ ଯାଉଥିବା ମାଲ୍‌ବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୬ଟି ବଗି

କୋରାପୁଟ: ବିଶାଖାପାଟଣା ଅଭିମୁଖେ ଯାଉଥିବା ଏକ ମାଲ୍‌ବାହୀ ଟ୍ରେନ୍ କୋରାପୁଟ ଜିଲ୍ଲା ଭେଜା ନିକଟରେ ଗତକାଲି ବିଳମ୍ବିତ ରାତିରେ ଲାଇନଚ୍ୟୁତ ହୋଇଛି। ରାତି ପ୍ରାୟ ୩ଟା ବେଳେ କିରଣ୍ଡୁଲରୁ ଏକ ଲୁହା ପଥର ବୋଝେଇ ଟ୍ରେନ୍ ବିଶାଖାପାଟଣା ଅଭିମୁଖେ ଯାଉଥିବା ବେଳେ କୋରାପୁଟ ଷ୍ଟେସନଠାରୁ ୨୫ କି.ମି ଦୂର ଭେଜା ନିକଟରେ ଲାଇନଚ୍ୟୁତ ହୋଇଛି। ଟ୍ରାକ୍‌ରୁ ମାଲ୍‌ବାହୀ ଟ୍ରେନ୍ ର ୬ଟି ବଗି ଖସି ଯାଇଛି। ଫଳରେ କୋରାପୁଟ-ବିଶାଖାପାଟଣା ମଧ୍ୟରେ ରେଳ ଚଳାଚଳ ବନ୍ଦ ରହିଛି। ବିଶାଖାପାଟଣା-କୋରାପୁଟ-କିରଣ୍ଡୁଲ ଓ କିରଣ୍ଡୁଲ-କୋରାପୁଟ-ବିଶାଖାପାଟଣା ଏକ୍ସପ୍ରେସ୍ ଟ୍ରେନ୍ ଚଳାଚଳ ବାତିଲ କରାଯାଇଛି। ତେବେ ଦୁର୍ଘଟଣାର କାରଣ ଅସ୍ପଷ୍ଟ ରହିଛି। ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି।

https://www.thesakala.in/latest-odisha-news/goods-train-derail-near-bheja-in-koraput/article-9871
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର