ଏପ୍ରିଲ ୨୯ରୁ ମାଟ୍ରିକ୍ ପରୀକ୍ଷା, ୩ଟି ପଦ୍ଧତିରେ ହେବ ମୂଲ୍ୟାୟନ

The Sakala Picture
Published On

ଭୁବନେଶ୍ଵର: ଛାତ୍ରଛାତ୍ରୀଙ୍କ ପାଇଁ ବଡ ଘୋଷଣା । ଆସନ୍ତା ଏପ୍ରିଲ ମାସ ୨୯ ତାରିଖରୁ ଆରମ୍ଭ ହେବ ମାଟ୍ରିକ୍‌ ପରୀକ୍ଷା। ଏପ୍ରିଲ ୨୯ରୁ ଆରମ୍ଭ ହୋଇ ମେ’ ୬ ଯାଏଁ ଏହି ପରୀକ୍ଷା ଚାଲିବ। ଏହି ସମ୍ମେଟିଭ୍‌-୨ ପରୀକ୍ଷା ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ ବାଧ୍ୟତାମୂଳକ। ଯଥାସମ୍ଭବ ପରୀକ୍ଷାଗୁଡ଼ିକ ନିଜ ସ୍କୁଲରେ କରାଯିବ। ତେବେ ପରୀକ୍ଷା ପରିଚାଳନା ପାଇଁ ଅନ୍ୟ ସ୍କୁଲ ଶିକ୍ଷକ ନିୟୋଜିତ ହେବେ। ନିଜ ସ୍କୁଲରେ ନହୋଇପାରିଲେ ନିକଟବର୍ତ୍ତୀ ସ୍କୁଲରେ ପରୀକ୍ଷା ହେବ। କରୋନା ମହାମାରୀ […]

ଭୁବନେଶ୍ଵର: ଛାତ୍ରଛାତ୍ରୀଙ୍କ ପାଇଁ ବଡ ଘୋଷଣା । ଆସନ୍ତା ଏପ୍ରିଲ ମାସ ୨୯ ତାରିଖରୁ ଆରମ୍ଭ ହେବ ମାଟ୍ରିକ୍‌ ପରୀକ୍ଷା। ଏପ୍ରିଲ ୨୯ରୁ ଆରମ୍ଭ ହୋଇ ମେ’ ୬ ଯାଏଁ ଏହି ପରୀକ୍ଷା ଚାଲିବ। ଏହି ସମ୍ମେଟିଭ୍‌-୨ ପରୀକ୍ଷା ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ ବାଧ୍ୟତାମୂଳକ। ଯଥାସମ୍ଭବ ପରୀକ୍ଷାଗୁଡ଼ିକ ନିଜ ସ୍କୁଲରେ କରାଯିବ। ତେବେ ପରୀକ୍ଷା ପରିଚାଳନା ପାଇଁ ଅନ୍ୟ ସ୍କୁଲ ଶିକ୍ଷକ ନିୟୋଜିତ ହେବେ। ନିଜ ସ୍କୁଲରେ ନହୋଇପାରିଲେ ନିକଟବର୍ତ୍ତୀ ସ୍କୁଲରେ ପରୀକ୍ଷା ହେବ। କରୋନା ମହାମାରୀ କମିଥିବା ବେଳେ ଯଥାସମ୍ଭବ ଅଫ୍‌ଲାଇନ୍‌ରେ ପରୀକ୍ଷା ହେବ। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ।

ଆହୁରି ପଢ଼ନ୍ତୁ: ତାତି ଓ ଦୁର୍ଘଟଣାକୁ ନେଇ ବଢ଼ିଲା ଚିନ୍ତା, ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ କଡ଼ା ନିର୍ଦ୍ଦେଶ

11 Mar 2022 By The Sakala

ଏପ୍ରିଲ ୨୯ରୁ ମାଟ୍ରିକ୍ ପରୀକ୍ଷା, ୩ଟି ପଦ୍ଧତିରେ ହେବ ମୂଲ୍ୟାୟନ

ଭୁବନେଶ୍ଵର: ଛାତ୍ରଛାତ୍ରୀଙ୍କ ପାଇଁ ବଡ ଘୋଷଣା । ଆସନ୍ତା ଏପ୍ରିଲ ମାସ ୨୯ ତାରିଖରୁ ଆରମ୍ଭ ହେବ ମାଟ୍ରିକ୍‌ ପରୀକ୍ଷା। ଏପ୍ରିଲ ୨୯ରୁ ଆରମ୍ଭ ହୋଇ ମେ’ ୬ ଯାଏଁ ଏହି ପରୀକ୍ଷା ଚାଲିବ। ଏହି ସମ୍ମେଟିଭ୍‌-୨ ପରୀକ୍ଷା ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ ବାଧ୍ୟତାମୂଳକ। ଯଥାସମ୍ଭବ ପରୀକ୍ଷାଗୁଡ଼ିକ ନିଜ ସ୍କୁଲରେ କରାଯିବ। ତେବେ ପରୀକ୍ଷା ପରିଚାଳନା ପାଇଁ ଅନ୍ୟ ସ୍କୁଲ ଶିକ୍ଷକ ନିୟୋଜିତ ହେବେ। ନିଜ ସ୍କୁଲରେ ନହୋଇପାରିଲେ ନିକଟବର୍ତ୍ତୀ ସ୍କୁଲରେ ପରୀକ୍ଷା ହେବ। କରୋନା ମହାମାରୀ କମିଥିବା ବେଳେ ଯଥାସମ୍ଭବ ଅଫ୍‌ଲାଇନ୍‌ରେ ପରୀକ୍ଷା ହେବ। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର