ଏପ୍ରିଲ ୨୬ରୁ ସିବିଏସଇର ଦଶମ ଓ ଦ୍ବାଦଶ ଟର୍ମ-୨ ପରୀକ୍ଷା

The Sakala Picture
Published On

ନୂଆଦିଲ୍ଲୀ: ଏପ୍ରିଲପ ୨୬ରୁ ସିବିଏସଇର ଟର୍ମ-୨ ପରୀକ୍ଷା । ଏପ୍ରିଲ ୨୬ରୁ ଉଭୟ ଦଶମ ଓ ଦ୍ବାଦଶ ଟର୍ମ-୨ ପରୀକ୍ଷା ହେବ । ଦୁଇଟି ସିଫ୍ଟ ବଦଳରେ ଗୋଟିଏ ସିଫ୍ଟରେ ହେବ ପରୀକ୍ଷା । ସକାଳ ୧୦.୩୦ମିନିଟରୁ ଆରମ୍ଭ ହେବ ପରୀକ୍ଷା । ଏ ନେଇ CBSE ପକ୍ଷରୁ ବିସ୍ତୃତ ପରୀକ୍ଷା ସୂଚୀ cbse.gov.in ୱେବସାଇଟରେ ପ୍ରକାଶ ପାଇଛି। ସୂଚନା ଅନୁଯାୟୀ, ଦଶମ ପରୀକ୍ଷା ଏପ୍ରିଲ ୨୬ରୁ ଆରମ୍ଭ ହୋଇ ମଇ ୨୪ରେ ଶେଷ ହେବ । […]

ନୂଆଦିଲ୍ଲୀ: ଏପ୍ରିଲପ ୨୬ରୁ ସିବିଏସଇର ଟର୍ମ-୨ ପରୀକ୍ଷା । ଏପ୍ରିଲ ୨୬ରୁ ଉଭୟ ଦଶମ ଓ ଦ୍ବାଦଶ ଟର୍ମ-୨ ପରୀକ୍ଷା ହେବ । ଦୁଇଟି ସିଫ୍ଟ ବଦଳରେ ଗୋଟିଏ ସିଫ୍ଟରେ ହେବ ପରୀକ୍ଷା । ସକାଳ ୧୦.୩୦ମିନିଟରୁ ଆରମ୍ଭ ହେବ ପରୀକ୍ଷା । ଏ ନେଇ CBSE ପକ୍ଷରୁ ବିସ୍ତୃତ ପରୀକ୍ଷା ସୂଚୀ cbse.gov.in ୱେବସାଇଟରେ ପ୍ରକାଶ ପାଇଛି।

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

ସୂଚନା ଅନୁଯାୟୀ, ଦଶମ ପରୀକ୍ଷା ଏପ୍ରିଲ ୨୬ରୁ ଆରମ୍ଭ ହୋଇ ମଇ ୨୪ରେ ଶେଷ ହେବ । ସେହିପରି ଦ୍ବାଦଶ ପରୀକ୍ଷା ଏପ୍ରିଲ ୨୬ରୁ ଆରମ୍ଭ ଜୁନ୍ ୧୫ରେ ସମାପ୍ତ ହେବ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର