ରାଜ୍ୟରେ ଆଜି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ

The Sakala Picture
Published On

ଭୁବନେଶ୍ୱର: ଆଜି ରାଜ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ । ରାଜ୍ୟର ସମସ୍ତ ୩୦ ଜିଲ୍ଲାର ଜିଲ୍ଲା ପରିଷଦ ଗଠନ ପାଇଁ ଆଜି ହେବ ନିର୍ବାଚନ । ସବୁ ଜିଲ୍ଲା ପରିଷଦ ଜୋନ୍‌ରେ ବିଜେଡି ସଂଖ୍ୟା ଗରିଷ୍ଠତା ଥିବାରୁ ପ୍ରାୟତଃ ସମସ୍ତ ଜିଲ୍ଲାର ଅଧ୍ୟକ୍ଷ ଆସନ ବିଜେଡି ଦଳ ପାଖକୁ ଯିବ । ଚଳିତ ପଞ୍ଚାୟତ ନିର୍ବାଚନରେ ୮୫୨ ଆସନରୁ ଶାସକ ବିଜେଡି ଏକାକି ୭୬୬ ଆସନ ନେଇଥିବା ବେଳେ, ବିଜେପି ୪୨ ଓ […]

ଭୁବନେଶ୍ୱର: ଆଜି ରାଜ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ । ରାଜ୍ୟର ସମସ୍ତ ୩୦ ଜିଲ୍ଲାର ଜିଲ୍ଲା ପରିଷଦ ଗଠନ ପାଇଁ ଆଜି ହେବ ନିର୍ବାଚନ । ସବୁ ଜିଲ୍ଲା ପରିଷଦ ଜୋନ୍‌ରେ ବିଜେଡି ସଂଖ୍ୟା ଗରିଷ୍ଠତା ଥିବାରୁ ପ୍ରାୟତଃ ସମସ୍ତ ଜିଲ୍ଲାର ଅଧ୍ୟକ୍ଷ ଆସନ ବିଜେଡି ଦଳ ପାଖକୁ ଯିବ । ଚଳିତ ପଞ୍ଚାୟତ ନିର୍ବାଚନରେ ୮୫୨ ଆସନରୁ ଶାସକ ବିଜେଡି ଏକାକି ୭୬୬ ଆସନ ନେଇଥିବା ବେଳେ, ବିଜେପି ୪୨ ଓ କଂଗ୍ରେସ ୩୭ ଆସନ ପାଇଛି । ସଂଖ୍ୟା ଦୃଷ୍ଠିରୁ ସବୁ ଜିଲ୍ଲାରେ ବିଜେଡି ଜିଲ୍ଲା ପରିଷଦ ସଭାପତି ଆସନ ହାତେଇବା ଜଣାପଡ଼ିଛି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

ଚଳିତ ଥର ଜିଲ୍ଲା ପରିଷଦ ସଭାପତି ନିର୍ବାଚନରେ ଦଳ ବିରୋଧ ଆଇନ ଲାଗୁ ହେଉଥିବାରୁ ଦଳୀୟ ଚିହ୍ନରେ ଲଢି ନିର୍ବାଚିତ ହୋଇଥିବା ଜିଲ୍ଲା ପରିଷଦ ସଭ୍ୟମାନେ ଦଳୀୟ ପ୍ରାର୍ଥୀଙ୍କୁ ଭୋଟ୍ ନିଜ ଦଳର ପ୍ରତିନିଧିଙ୍କୁ ଦେଖାଇ ଦେବେ । ତେବେ ସଂଖ୍ୟା ଦୃଷ୍ଟିରୁ ସବୁ ଜିଲ୍ଲାରେ ବିଜେଡି ବହୁମତ ପାଇଥିବାରୁ ନିର୍ବାଚନ ହେବାର ଆଶା କମ୍ ରହିଛି । ୧୦ଟାରୁ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବା ଏବଂ ୧.୩୦ରୁ ୪ଟା ମଧ୍ୟରେ ନିର୍ବାଚନ ଅନୁଷ୍ଠିତ ହେବ ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

13 Mar 2022 By The Sakala

ରାଜ୍ୟରେ ଆଜି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ

ଭୁବନେଶ୍ୱର: ଆଜି ରାଜ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ । ରାଜ୍ୟର ସମସ୍ତ ୩୦ ଜିଲ୍ଲାର ଜିଲ୍ଲା ପରିଷଦ ଗଠନ ପାଇଁ ଆଜି ହେବ ନିର୍ବାଚନ । ସବୁ ଜିଲ୍ଲା ପରିଷଦ ଜୋନ୍‌ରେ ବିଜେଡି ସଂଖ୍ୟା ଗରିଷ୍ଠତା ଥିବାରୁ ପ୍ରାୟତଃ ସମସ୍ତ ଜିଲ୍ଲାର ଅଧ୍ୟକ୍ଷ ଆସନ ବିଜେଡି ଦଳ ପାଖକୁ ଯିବ । ଚଳିତ ପଞ୍ଚାୟତ ନିର୍ବାଚନରେ ୮୫୨ ଆସନରୁ ଶାସକ ବିଜେଡି ଏକାକି ୭୬୬ ଆସନ ନେଇଥିବା ବେଳେ, ବିଜେପି ୪୨ ଓ କଂଗ୍ରେସ ୩୭ ଆସନ ପାଇଛି । ସଂଖ୍ୟା ଦୃଷ୍ଠିରୁ ସବୁ ଜିଲ୍ଲାରେ ବିଜେଡି ଜିଲ୍ଲା ପରିଷଦ ସଭାପତି ଆସନ ହାତେଇବା ଜଣାପଡ଼ିଛି ।

ଚଳିତ ଥର ଜିଲ୍ଲା ପରିଷଦ ସଭାପତି ନିର୍ବାଚନରେ ଦଳ ବିରୋଧ ଆଇନ ଲାଗୁ ହେଉଥିବାରୁ ଦଳୀୟ ଚିହ୍ନରେ ଲଢି ନିର୍ବାଚିତ ହୋଇଥିବା ଜିଲ୍ଲା ପରିଷଦ ସଭ୍ୟମାନେ ଦଳୀୟ ପ୍ରାର୍ଥୀଙ୍କୁ ଭୋଟ୍ ନିଜ ଦଳର ପ୍ରତିନିଧିଙ୍କୁ ଦେଖାଇ ଦେବେ । ତେବେ ସଂଖ୍ୟା ଦୃଷ୍ଟିରୁ ସବୁ ଜିଲ୍ଲାରେ ବିଜେଡି ବହୁମତ ପାଇଥିବାରୁ ନିର୍ବାଚନ ହେବାର ଆଶା କମ୍ ରହିଛି । ୧୦ଟାରୁ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବା ଏବଂ ୧.୩୦ରୁ ୪ଟା ମଧ୍ୟରେ ନିର୍ବାଚନ ଅନୁଷ୍ଠିତ ହେବ ।

https://www.thesakala.in/latest-odisha-news/elections-for-zilla-parishad-chairman-in-the-state-today/article-9916
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର