ସିବିଏସଇର ଦଶମ ଶ୍ରେଣୀ ଟର୍ମ-୧ ଓଡ଼ିଆ ପରୀକ୍ଷା ମୂଲ୍ୟାୟନ ତ୍ରୁଟି ଘଟଣା: ପିଲାଙ୍କୁ ମିଳିଲା ଫୁଲ ମାର୍କ

The Sakala Picture
Published On

ନୂଆଦିଲ୍ଲୀ: ଭୁଲ ପ୍ରଶ୍ନ ପାଇଁ ମିଳିଲା ଫୁଲ ମାର୍କ। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ଼ ସିବିଏସଇର ଦଶମ ଶ୍ରେଣୀ ଟର୍ମ-୧ ଓଡ଼ିଆ ପରୀକ୍ଷା ମୂଲ୍ୟାୟନ ତ୍ରୁଟି ଅଭିଯୋଗ ଘଟଣାର ସମାଧନ ହୋଇଛି। ଉତ୍ତର ଦେବାକୁ ଚେଷ୍ଟା କରିଥିବା ପିଲାଙ୍କୁ ଫୁଲ୍ ମାର୍କ ମିଳିଲା। ଏକ୍ସପର୍ଟ କମିଟି ରିପୋର୍ଟ ଆଧାରରେ ଫୁଲ୍ ମାର୍କ ଦେଇଛି ସିବିଏସ୍ଇ। ଫଳରେ ୨୮ ହଜାର ୩୧୦ ଜଣ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି। ସଂଶୋଧିତ ମାର୍କ ବିଦ୍ୟାଳୟକୁ ପଠାଇ ଦିଆଯାଇଛି। ସୂଚନା ଅନୁଯାୟୀ, ଗତ ୧୧ ତାରିଖରେ […]

ନୂଆଦିଲ୍ଲୀ: ଭୁଲ ପ୍ରଶ୍ନ ପାଇଁ ମିଳିଲା ଫୁଲ ମାର୍କ। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ଼ ସିବିଏସଇର ଦଶମ ଶ୍ରେଣୀ ଟର୍ମ-୧ ଓଡ଼ିଆ ପରୀକ୍ଷା ମୂଲ୍ୟାୟନ ତ୍ରୁଟି ଅଭିଯୋଗ ଘଟଣାର ସମାଧନ ହୋଇଛି। ଉତ୍ତର ଦେବାକୁ ଚେଷ୍ଟା କରିଥିବା ପିଲାଙ୍କୁ ଫୁଲ୍ ମାର୍କ ମିଳିଲା। ଏକ୍ସପର୍ଟ କମିଟି ରିପୋର୍ଟ ଆଧାରରେ ଫୁଲ୍ ମାର୍କ ଦେଇଛି ସିବିଏସ୍ଇ। ଫଳରେ ୨୮ ହଜାର ୩୧୦ ଜଣ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି। ସଂଶୋଧିତ ମାର୍କ ବିଦ୍ୟାଳୟକୁ ପଠାଇ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକ, କଳା ଓ ସଂସ୍କୃତିର ବଡ଼ ଗବେଷକ ଥିଲେ

ସୂଚନା ଅନୁଯାୟୀ, ଗତ ୧୧ ତାରିଖରେ ସିବିଏସ୍‌ଇ ଦଶମ ଶ୍ରେଣୀ ଟର୍ମ-୧ ପରୀକ୍ଷାର ଓଡ଼ିଆ ବିଷୟରେ ଛାତ୍ରଛାତ୍ରୀଙ୍କୁ କମ୍‌ ମାର୍କ ମିଳିବା ନେଇ ଅସନ୍ତୋଷ ପ୍ରକାଶ ପାଇଥିଲା।  ଏ ନେଇ ଏକ ବିଶେଷଜ୍ଞ କମିଟି ଗଠନ କରାଯାଇଥିଲା ଓ ଏହି କମିଟି ତ୍ରୁଟି ଅନୁଧ୍ୟାନ କରିଥିଲେ। ପରେ ରିପୋର୍ଟ ଆଧାରରେ ସିବିଏସ୍ଇ ଦଶମ ଶ୍ରେଣୀ ଓଡିଆ ବିଷୟର ଓଏମଆର ଗୁଡ଼ିକୁ ବିଶେଷଜ୍ଞ କମିଟି ଦ୍ୱାରା ଅନୁମୋଦିତ ହୋଇଥିବା ସଠିକ୍ ଉତ୍ତର ସହ ମୂଲ୍ୟାଙ୍କନ କରାଯାଇଥିଲା।

ଆହୁରି ପଢ଼ନ୍ତୁ: କୋଟିଆରେ ଆନ୍ଧ୍ର ପ୍ରଦେଶର ଆଦିବାସୀ କଲ୍ୟାଣ ମନ୍ତ୍ରୀ, ବିରୋଧରେ ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଓଡ଼ିଆ ଅସ୍ମିତା ପରିଷଦ

15 Mar 2022 By The Sakala

ସିବିଏସଇର ଦଶମ ଶ୍ରେଣୀ ଟର୍ମ-୧ ଓଡ଼ିଆ ପରୀକ୍ଷା ମୂଲ୍ୟାୟନ ତ୍ରୁଟି ଘଟଣା: ପିଲାଙ୍କୁ ମିଳିଲା ଫୁଲ ମାର୍କ

ନୂଆଦିଲ୍ଲୀ: ଭୁଲ ପ୍ରଶ୍ନ ପାଇଁ ମିଳିଲା ଫୁଲ ମାର୍କ। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ଼ ସିବିଏସଇର ଦଶମ ଶ୍ରେଣୀ ଟର୍ମ-୧ ଓଡ଼ିଆ ପରୀକ୍ଷା ମୂଲ୍ୟାୟନ ତ୍ରୁଟି ଅଭିଯୋଗ ଘଟଣାର ସମାଧନ ହୋଇଛି। ଉତ୍ତର ଦେବାକୁ ଚେଷ୍ଟା କରିଥିବା ପିଲାଙ୍କୁ ଫୁଲ୍ ମାର୍କ ମିଳିଲା। ଏକ୍ସପର୍ଟ କମିଟି ରିପୋର୍ଟ ଆଧାରରେ ଫୁଲ୍ ମାର୍କ ଦେଇଛି ସିବିଏସ୍ଇ। ଫଳରେ ୨୮ ହଜାର ୩୧୦ ଜଣ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି। ସଂଶୋଧିତ ମାର୍କ ବିଦ୍ୟାଳୟକୁ ପଠାଇ ଦିଆଯାଇଛି।

ସୂଚନା ଅନୁଯାୟୀ, ଗତ ୧୧ ତାରିଖରେ ସିବିଏସ୍‌ଇ ଦଶମ ଶ୍ରେଣୀ ଟର୍ମ-୧ ପରୀକ୍ଷାର ଓଡ଼ିଆ ବିଷୟରେ ଛାତ୍ରଛାତ୍ରୀଙ୍କୁ କମ୍‌ ମାର୍କ ମିଳିବା ନେଇ ଅସନ୍ତୋଷ ପ୍ରକାଶ ପାଇଥିଲା।  ଏ ନେଇ ଏକ ବିଶେଷଜ୍ଞ କମିଟି ଗଠନ କରାଯାଇଥିଲା ଓ ଏହି କମିଟି ତ୍ରୁଟି ଅନୁଧ୍ୟାନ କରିଥିଲେ। ପରେ ରିପୋର୍ଟ ଆଧାରରେ ସିବିଏସ୍ଇ ଦଶମ ଶ୍ରେଣୀ ଓଡିଆ ବିଷୟର ଓଏମଆର ଗୁଡ଼ିକୁ ବିଶେଷଜ୍ଞ କମିଟି ଦ୍ୱାରା ଅନୁମୋଦିତ ହୋଇଥିବା ସଠିକ୍ ଉତ୍ତର ସହ ମୂଲ୍ୟାଙ୍କନ କରାଯାଇଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର