ଖୁବ ଶୀଘ୍ର ରାଜ୍ୟର ସମସ୍ତ ଜିଲ୍ଲାରେ ମିଳିବ କୃତ୍ରିମ ଅଙ୍ଗ ପ୍ରତିରୋପଣ ସୁବିଧା

The Sakala Picture
Published On

ଭୁବନେଶ୍ବର: ଏଣିକି ଆଉ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ଆସି କୃତ୍ରିମ ଅଙ୍ଗ ପ୍ରତିରୋପଣ କରିବାକୁ ପଡିବ ନାହିଁ। ରାଜ୍ୟର ସମସ୍ତ ଜିଲ୍ଲାରେ କୃତ୍ରିମ ଅଙ୍ଗ ପ୍ରତିରୋପଣ ସୁବିଧା ମିଳିବ । Advanced Rehabilitation Center ବା ARC ଖୋଲାଯିବ। ଏ ନେଇ ଖୁବ ଶୀଘ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ମିଳିବାକୁ ଯାଉଛି।  ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୯ଟି ଜିଲ୍ଲାରେ ଖୋଲିବ। ପରେ ଏହି ସୁବିଧା ରାଜ୍ୟର ସମସ୍ତ ଜିଲ୍ଲାରେ ମିଳିବ। ପ୍ରତି ଜିଲ୍ଲାରେ ୨୭ ରୁ […]

ଭୁବନେଶ୍ବର: ଏଣିକି ଆଉ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ଆସି କୃତ୍ରିମ ଅଙ୍ଗ ପ୍ରତିରୋପଣ କରିବାକୁ ପଡିବ ନାହିଁ। ରାଜ୍ୟର ସମସ୍ତ ଜିଲ୍ଲାରେ କୃତ୍ରିମ ଅଙ୍ଗ ପ୍ରତିରୋପଣ ସୁବିଧା ମିଳିବ । Advanced Rehabilitation Center ବା ARC ଖୋଲାଯିବ। ଏ ନେଇ ଖୁବ ଶୀଘ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ମିଳିବାକୁ ଯାଉଛି।  ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୯ଟି ଜିଲ୍ଲାରେ ଖୋଲିବ। ପରେ ଏହି ସୁବିଧା ରାଜ୍ୟର ସମସ୍ତ ଜିଲ୍ଲାରେ ମିଳିବ। ପ୍ରତି ଜିଲ୍ଲାରେ ୨୭ ରୁ ୩୦ କୋଟି ଟଙ୍କା ଖର୍ଚ୍ଚ ହେବ। ପର୍ଯ୍ୟାୟକ୍ରମେ ବାକି ୨୧ ଜିଲ୍ଲାରେ ARC ଖୋଲିବ। ଏ ନେଇ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶୋକ ଚନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ୧୨ ବର୍ଷିୟା ନାବାଳିକାର ଜୀବନ ନେଇଗଲା ଉକୁଣୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp