ମନୋରଞ୍ଜନ

"ଭଲ ଝିଅର ଛବି ଏକ ଛଳନା..." ଦୀପିକା ପାଦୁକୋନଙ୍କୁ ନେଇ ଦେଇଥିବା ବିବାଦୀୟ ମନ୍ତବ୍ୟ ଉପରେ ସ୍ପଷ୍ଟୀକରଣ ଦେଲେ ନିର୍ଦ୍ଦେଶକ ଇମତିଆଜ୍ ଅଲୀ
ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ

ଦାରିଦ୍ର୍ୟ ହଟାଇବାରେ ଓଡ଼ିଶା ଉଦାହରଣ: ନବୀନଙ୍କୁ ନୀତି ଆୟୋଗର ପ୍ରଥମ ଉପାଧ୍ୟକ୍ଷ ପାନଗାରିଆଙ୍କ ପ୍ରଶଂସା

The Sakala Picture
Published On

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକଙ୍କୁ ଭୂୟଶୀ ପ୍ରଶଂସା କରିଛନ୍ତି ନୀତି ଆୟୋଗର ପ୍ରଥମ ଉପାଧ୍ୟକ୍ଷ ଅରବିନ୍ଦ ପାନଗାରିଆ । ଏକ ଇଂରାଜୀ ଖବରକାଗଜରେ ପାନଗାରିଆ ଦର୍ଶାଇଛନ୍ତି ଯେ, ୧୯୯୩ରେ ରାଜ୍ୟରେ ଗରିବୀ ହାର ୪୮.୬ ଥିବା ବେଳେ ୨୦୧୫ରେ ଏହା ଦ୍ରୁତଗତିରେ ହ୍ରାସ ପାଇ ୨୯.୩କୁ ଖସିଥିଲା । ଓଡ଼ିଶାର ସାମଗ୍ରିକ ବିକାଶର ଏହା ଉତ୍କୃଷ୍ଟ ଚିତ୍ର । ୨୦୦୦ ମସିହାରେ ନବୀନ ପଟ୍ଟନାୟକ ଶାସନ ଭାର ସମ୍ଭାଳିବା ବେଳକୁ ମୁଣ୍ଡପିଛା ଆୟରେ ଓଡ଼ିଶା ତଳଆଡୁ ତୃତୀୟ […]

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକଙ୍କୁ ଭୂୟଶୀ ପ୍ରଶଂସା କରିଛନ୍ତି ନୀତି ଆୟୋଗର ପ୍ରଥମ ଉପାଧ୍ୟକ୍ଷ ଅରବିନ୍ଦ ପାନଗାରିଆ । ଏକ ଇଂରାଜୀ ଖବରକାଗଜରେ ପାନଗାରିଆ ଦର୍ଶାଇଛନ୍ତି ଯେ, ୧୯୯୩ରେ ରାଜ୍ୟରେ ଗରିବୀ ହାର ୪୮.୬ ଥିବା ବେଳେ ୨୦୧୫ରେ ଏହା ଦ୍ରୁତଗତିରେ ହ୍ରାସ ପାଇ ୨୯.୩କୁ ଖସିଥିଲା । ଓଡ଼ିଶାର ସାମଗ୍ରିକ ବିକାଶର ଏହା ଉତ୍କୃଷ୍ଟ ଚିତ୍ର । ୨୦୦୦ ମସିହାରେ ନବୀନ ପଟ୍ଟନାୟକ ଶାସନ ଭାର ସମ୍ଭାଳିବା ବେଳକୁ ମୁଣ୍ଡପିଛା ଆୟରେ ଓଡ଼ିଶା ତଳଆଡୁ ତୃତୀୟ ସ୍ଥାନରେ ଥିଲା । ୨୦୦୦ ମସିହାରେ ରାଜ୍ୟରେ ମୁଣ୍ଡପିଛା ଆୟ ମାତ୍ର ୧୭ ହଜାର ୬୫୦ ଟଙ୍କା ଥିବା ବେଳେ ୨୦୧୯-୨୦ରେ ଏହା ୮୨ ହଜାର ୨୫୭ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ: ପରପୁରୁଷ ସହ ଶାରିରୀକ ସମ୍ପର୍କ ରଖିବାକୁ ମନା କରିବାରୁ ସ୍ତ୍ରୀର ଅଶ୍ଳୀଳ ଭିଡ଼ିଓ ଓ ଫଟୋ ଭାଇରାଲ କଲା ସ୍ୱାମୀ

୧୯୯୯ ମହାବାତ୍ୟା ପରେ ରାଜ୍ୟର ଏକ ପ୍ରତିକୂଳ ସ୍ଥିତିରୁ ରାଜ୍ୟକୁ ଦେଶର ଅଗ୍ରଣୀ ରାଜ୍ୟ ପରିଣତ କରିଛନ୍ତି ନବୀନ ପଟ୍ଟନାୟକ। ନବୀନଙ୍କ ଦୂରଦୃଷ୍ଟି, ସ୍ୱଚ୍ଛ ଓ ସ୍ଥିର ସରକାର ଯୋଗୁଁ ଏହା ସମ୍ଭବ ହୋଇପାରିଛି। ନୀତି ଆୟୋଗର ପ୍ରଥମ ଉପାଧ୍ୟକ୍ଷ ଅରବିନ୍ଦ ପାନଗାରିଆଙ୍କ ସ୍ତମ୍ଭ ତଥ୍ୟ ସମ୍ଭଳିତ ଏବଂ ଓଡ଼ିଶାର ପରିବର୍ତ୍ତିତ ବିକାଶର ପ୍ରକୃତ ଚିତ୍ର ବୟାନ କରୁଛି।

ଆହୁରି ପଢ଼ନ୍ତୁ: ଶିମିଳିପାଳରୁ ପୁଣି କଳାବାଘ ଶିକାର; ଛାଲ ବିକ୍ରି ସମୟରେ ମାଡିବସିଲା ଏସଟିଏଫ, ୩ଗିରଫ

06 Jul 2022 By The Sakala

ଦାରିଦ୍ର୍ୟ ହଟାଇବାରେ ଓଡ଼ିଶା ଉଦାହରଣ: ନବୀନଙ୍କୁ ନୀତି ଆୟୋଗର ପ୍ରଥମ ଉପାଧ୍ୟକ୍ଷ ପାନଗାରିଆଙ୍କ ପ୍ରଶଂସା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକଙ୍କୁ ଭୂୟଶୀ ପ୍ରଶଂସା କରିଛନ୍ତି ନୀତି ଆୟୋଗର ପ୍ରଥମ ଉପାଧ୍ୟକ୍ଷ ଅରବିନ୍ଦ ପାନଗାରିଆ । ଏକ ଇଂରାଜୀ ଖବରକାଗଜରେ ପାନଗାରିଆ ଦର୍ଶାଇଛନ୍ତି ଯେ, ୧୯୯୩ରେ ରାଜ୍ୟରେ ଗରିବୀ ହାର ୪୮.୬ ଥିବା ବେଳେ ୨୦୧୫ରେ ଏହା ଦ୍ରୁତଗତିରେ ହ୍ରାସ ପାଇ ୨୯.୩କୁ ଖସିଥିଲା । ଓଡ଼ିଶାର ସାମଗ୍ରିକ ବିକାଶର ଏହା ଉତ୍କୃଷ୍ଟ ଚିତ୍ର । ୨୦୦୦ ମସିହାରେ ନବୀନ ପଟ୍ଟନାୟକ ଶାସନ ଭାର ସମ୍ଭାଳିବା ବେଳକୁ ମୁଣ୍ଡପିଛା ଆୟରେ ଓଡ଼ିଶା ତଳଆଡୁ ତୃତୀୟ ସ୍ଥାନରେ ଥିଲା । ୨୦୦୦ ମସିହାରେ ରାଜ୍ୟରେ ମୁଣ୍ଡପିଛା ଆୟ ମାତ୍ର ୧୭ ହଜାର ୬୫୦ ଟଙ୍କା ଥିବା ବେଳେ ୨୦୧୯-୨୦ରେ ଏହା ୮୨ ହଜାର ୨୫୭ରେ ପହଞ୍ଚିଛି।

୧୯୯୯ ମହାବାତ୍ୟା ପରେ ରାଜ୍ୟର ଏକ ପ୍ରତିକୂଳ ସ୍ଥିତିରୁ ରାଜ୍ୟକୁ ଦେଶର ଅଗ୍ରଣୀ ରାଜ୍ୟ ପରିଣତ କରିଛନ୍ତି ନବୀନ ପଟ୍ଟନାୟକ। ନବୀନଙ୍କ ଦୂରଦୃଷ୍ଟି, ସ୍ୱଚ୍ଛ ଓ ସ୍ଥିର ସରକାର ଯୋଗୁଁ ଏହା ସମ୍ଭବ ହୋଇପାରିଛି। ନୀତି ଆୟୋଗର ପ୍ରଥମ ଉପାଧ୍ୟକ୍ଷ ଅରବିନ୍ଦ ପାନଗାରିଆଙ୍କ ସ୍ତମ୍ଭ ତଥ୍ୟ ସମ୍ଭଳିତ ଏବଂ ଓଡ଼ିଶାର ପରିବର୍ତ୍ତିତ ବିକାଶର ପ୍ରକୃତ ଚିତ୍ର ବୟାନ କରୁଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର