୬ ସପ୍ତାହ ମଧ୍ୟରେ ASO ଚୟନ ପ୍ରକ୍ରିୟା ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ: ASO ଚୟନ ଅନିୟମିତତା ମାମଲାରେ ଆଜି ହାଇକୋର୍ଟ ରାୟ ଦେଇଛନ୍ତି। ୬ ସପ୍ତାହ ମଧ୍ୟରେ ଚୟନ ପ୍ରକ୍ରିୟା ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅଦାଲତ ଅବମାନନା ମାମଲାରେ ଓପିଏସସିକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଖବର ଅନୁଯାୟୀ, ମେ’୧୯ ରାୟକୁ ପାଳନ କରାଯାଇ ନଥିବାରୁ ଅବମାନନା ଏନେଇ ଏକ ଅବମାନନା ମାମଲା ଦାୟର ହୋଇଥିଲା। ସାନି ମେରିଟ୍ ଲିଷ୍ଟ ପ୍ରକାଶ କରିବାକୁ ହାଇକୋର୍ଟ ରାୟ ଶୁଣାଇଥିଲେ।
କଟକ: ASO ଚୟନ ଅନିୟମିତତା ମାମଲାରେ ଆଜି ହାଇକୋର୍ଟ ରାୟ ଦେଇଛନ୍ତି। ୬ ସପ୍ତାହ ମଧ୍ୟରେ ଚୟନ ପ୍ରକ୍ରିୟା ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅଦାଲତ ଅବମାନନା ମାମଲାରେ ଓପିଏସସିକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ଆହୁରି ପଢ଼ନ୍ତୁ: ମଧ୍ୟ ପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି: ଇରାନ ଓ ଇସ୍ରାଏଲ ଆକାଶପଥ ବନ୍ଦ, ମଝି ଆକାଶରୁ ଫେରିଲା ଏୟାର ଇଣ୍ଡିଆ ବିମାନ
ଖବର ଅନୁଯାୟୀ, ମେ’୧୯ ରାୟକୁ ପାଳନ କରାଯାଇ ନଥିବାରୁ ଅବମାନନା ଏନେଇ ଏକ ଅବମାନନା ମାମଲା ଦାୟର ହୋଇଥିଲା। ସାନି ମେରିଟ୍ ଲିଷ୍ଟ ପ୍ରକାଶ କରିବାକୁ ହାଇକୋର୍ଟ ରାୟ ଶୁଣାଇଥିଲେ।





