ASO ଚୟନ ଅନିୟମିତତା ମାମଲା: ଓପିଏସସି ଚୟନ ପ୍ରକ୍ରିୟାରେ କୌଣସି ତ୍ରୁଟି ହୋଇନି, ମେରିଟ ଲିଷ୍ଟ କାଏମ୍‌ ରଖିଲେ ହାଇକୋର୍ଟ

ଭୁବନେଶ୍ବର: ASO ଚୟନ ମେରିଟ  ଲିଷ୍ଟ କାଏମ୍‌ ରଖିଛନ୍ତି ହାଇକୋର୍ଟ । ୧୧୦୪ ଜଣଙ୍କ OPSC ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ। OPSC ଚୟନ ପ୍ରକ୍ରିୟାରେ କୌଣସି ତ୍ରୁଟି ହୋଇନି ବୋଲି କହିଛନ୍ତି ହାଇକୋର୍ଟ ।  ଯେଉଁଠୁ ପ୍ରକ୍ରିୟା ବନ୍ଦ ରହିଥିଲା ସେଠାରୁ ଚାଲୁ ରଖିବାକୁ OPSCକୁ ନିର୍ଦ୍ଦେଶ ଦିଆଯାଇଛି। ଜଣକିଆ ଖଣ୍ଡପୀଠଙ୍କ ରାୟକୁ ଖାରଜ କରିଛନ୍ତି ୨ ଜଣିଆ ଖଣ୍ଡପୀଠ।

About The Author: The Sakala