ଗୃହ କାର୍ଯ୍ୟ ଆରମ୍ଭରୁ କଂଗ୍ରେସ ସଦସ୍ୟ ହୋ ହଲ୍ଲା

The Sakala Picture
Published On

ଭୁବନେଶ୍ୱର :  ଗୃହ କାର୍ଯ୍ୟ ଆରମ୍ଭରୁ କଂଗ୍ରେସ ସଦସ୍ୟ ହୋ ହଲ୍ଲା କରିଛନ୍ତି । ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି । ଗୃହର ମଧ୍ୟଭାଗରେ କଂଗ୍ରେସ ନାରାବାଜି କରିଛି । ପ୍ରଶ୍ନକାଳ ବାତିଲ୍ କରି ରାଜ୍ୟର ମରୁଡ଼ି ସ୍ଥିତି ନେଇ ଆଲୋଚନା କରିବାକୁ ପୋଡିୟମ୍ ଉପରେ ଚଢ଼ି ଦାବି କରିଛନ୍ତି କଂଗ୍ରେସ ସଦସ୍ୟ । ବିଧାୟକ ଦଳ ନେତା ନରସିଂହ ମିଶ୍ର ଲିଖିତ ଭାବେ ଏ ନେଇ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ମୂଲତବୀ […]

ଭୁବନେଶ୍ୱର :  ଗୃହ କାର୍ଯ୍ୟ ଆରମ୍ଭରୁ କଂଗ୍ରେସ ସଦସ୍ୟ ହୋ ହଲ୍ଲା କରିଛନ୍ତି । ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି । ଗୃହର ମଧ୍ୟଭାଗରେ କଂଗ୍ରେସ ନାରାବାଜି କରିଛି । ପ୍ରଶ୍ନକାଳ ବାତିଲ୍ କରି ରାଜ୍ୟର ମରୁଡ଼ି ସ୍ଥିତି ନେଇ ଆଲୋଚନା କରିବାକୁ ପୋଡିୟମ୍ ଉପରେ ଚଢ଼ି ଦାବି କରିଛନ୍ତି କଂଗ୍ରେସ ସଦସ୍ୟ । ବିଧାୟକ ଦଳ ନେତା ନରସିଂହ ମିଶ୍ର ଲିଖିତ ଭାବେ ଏ ନେଇ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ମୂଲତବୀ ପ୍ରସ୍ତାବରେ ସମାନ ପ୍ରସଙ୍ଗ ଆସିଥିବାରୁ ଏହାକୁ ଆଗ୍ରହ୍ୟ କରିଥିଲେ ବାଚସ୍ପତି । ଗୃହରେ କଂଗ୍ରେସର ହଟ୍ଟଗୋଳ ପରେ ବାଚସ୍ପତି ବିଧାନସଭାକୁ ୧୨ଟା ୩୪ ଯାଏଁ ମୁଲତବୀ ଘୋଷଣା କରିଛନ୍ତି ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିର ନାମରୁ ‘ଧାମ’ ଶବ୍ଦ ହଟାଇବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୋହନ ମାଝୀ

ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଯୋଡ଼ି ହୋଇଥିବା ବେଳେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଏମ୍ସ ଅତିଥି ଭବନରୁ ଯୋଡ଼ି ହୋଇଛନ୍ତି । ଏବଂ ଅନ୍ୟ ମାନେ ଚାହିଁଲେ ବି ଭିସି ଜରିଆରେ ଯୋଡି ହୋଇପାରିବ ବୋଲି କହିଛନ୍ତି ବାଚସ୍ପତି । ଗୃହ କାର୍ଯ୍ୟ ଆରମ୍ଭରୁ ଦିବଙ୍ଗତ ନେତା ଓ କୋଭିଡ୍ ଯୋଦ୍ଧା ମାନଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାପରେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଏମ୍ସ ଅତିଥି ଭବନରୁ ଭିସିରେ ଦିବଙ୍ଗତଙ୍କ ସ୍ମୃତି ଚାରଣ କରିଥିଲେ । ପରେ ପରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଶୋକ ବ୍ୟକ୍ତ କରିଥିଲେ । ବିଧାନସଭା ଅଧିବେଶନ ୯ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ସ୍ୱଳ୍ପ କାଳୀନ ଅଧିବେଶନରେ ୮ଟି କାର୍ଯ୍ୟ ଦିବସ ରହିଥିବା ବେଳେ ୧୨ଟି ବିଲ୍‌ ଆସିବ ।

ଆହୁରି ପଢ଼ନ୍ତୁ: ପ୍ରେମିକାକୁ ହତ୍ୟା କରି ଦୁର୍ଘଟଣା ରୂପ ଦେଇଥିଲା ପ୍ରେମିକ, ବାନ୍ଧିଲା ପୋଲିସ

ଆହୁରି ପଢ଼ନ୍ତୁ: ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା: ପୋଷ୍ଟମର୍ଟମ ରିପୋର୍ଟରେ ସାମ୍ନାକୁ ଆସିଲା ମୃତ୍ୟୁର ଅସଲ କାରଣ...

01 Sep 2021 By The Sakala

ଗୃହ କାର୍ଯ୍ୟ ଆରମ୍ଭରୁ କଂଗ୍ରେସ ସଦସ୍ୟ ହୋ ହଲ୍ଲା

ଭୁବନେଶ୍ୱର :  ଗୃହ କାର୍ଯ୍ୟ ଆରମ୍ଭରୁ କଂଗ୍ରେସ ସଦସ୍ୟ ହୋ ହଲ୍ଲା କରିଛନ୍ତି । ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି । ଗୃହର ମଧ୍ୟଭାଗରେ କଂଗ୍ରେସ ନାରାବାଜି କରିଛି । ପ୍ରଶ୍ନକାଳ ବାତିଲ୍ କରି ରାଜ୍ୟର ମରୁଡ଼ି ସ୍ଥିତି ନେଇ ଆଲୋଚନା କରିବାକୁ ପୋଡିୟମ୍ ଉପରେ ଚଢ଼ି ଦାବି କରିଛନ୍ତି କଂଗ୍ରେସ ସଦସ୍ୟ । ବିଧାୟକ ଦଳ ନେତା ନରସିଂହ ମିଶ୍ର ଲିଖିତ ଭାବେ ଏ ନେଇ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ମୂଲତବୀ ପ୍ରସ୍ତାବରେ ସମାନ ପ୍ରସଙ୍ଗ ଆସିଥିବାରୁ ଏହାକୁ ଆଗ୍ରହ୍ୟ କରିଥିଲେ ବାଚସ୍ପତି । ଗୃହରେ କଂଗ୍ରେସର ହଟ୍ଟଗୋଳ ପରେ ବାଚସ୍ପତି ବିଧାନସଭାକୁ ୧୨ଟା ୩୪ ଯାଏଁ ମୁଲତବୀ ଘୋଷଣା କରିଛନ୍ତି ।

ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଯୋଡ଼ି ହୋଇଥିବା ବେଳେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଏମ୍ସ ଅତିଥି ଭବନରୁ ଯୋଡ଼ି ହୋଇଛନ୍ତି । ଏବଂ ଅନ୍ୟ ମାନେ ଚାହିଁଲେ ବି ଭିସି ଜରିଆରେ ଯୋଡି ହୋଇପାରିବ ବୋଲି କହିଛନ୍ତି ବାଚସ୍ପତି । ଗୃହ କାର୍ଯ୍ୟ ଆରମ୍ଭରୁ ଦିବଙ୍ଗତ ନେତା ଓ କୋଭିଡ୍ ଯୋଦ୍ଧା ମାନଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାପରେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଏମ୍ସ ଅତିଥି ଭବନରୁ ଭିସିରେ ଦିବଙ୍ଗତଙ୍କ ସ୍ମୃତି ଚାରଣ କରିଥିଲେ । ପରେ ପରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଶୋକ ବ୍ୟକ୍ତ କରିଥିଲେ । ବିଧାନସଭା ଅଧିବେଶନ ୯ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ସ୍ୱଳ୍ପ କାଳୀନ ଅଧିବେଶନରେ ୮ଟି କାର୍ଯ୍ୟ ଦିବସ ରହିଥିବା ବେଳେ ୧୨ଟି ବିଲ୍‌ ଆସିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର