ମନୋରଞ୍ଜନ
ଓଡ଼ିଶା
ମୌସୁମୀ ଅଧିବେଶନର ଦ୍ବିତୀୟ ଦିନ: ବିରୋଧୀଙ୍କ ହଟ୍ଟଗୋଳ, ସାଢେ ୧୧ଟା ଯାଏ ଗୃହ ମୁଲତବୀ
ଭୁବନେଶ୍ବର: ଆଜି ମୌସୁମୀ ଅଧିବେଶନର ଦ୍ବିତୀୟ ଦିନ। ଜାତୀୟ ରାଜପଥରେ ଓଡ଼ିଶାକୁ ଅବହେଳା ପ୍ରସଙ୍ଗ ଉଠାଇଥିଲା ବିଜେଡି । ପରେ ପ୍ରଶ୍ନକାଳ ଆରମ୍ଭରୁ ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ବିଜେପି ସଦସ୍ୟ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ। ଏହାପରେ ପୂର୍ବାହ୍ନ ସାଢେ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ଗୃହ ମଧ୍ୟ ଭାଗକୁ ଆସି ପ୍ରଶ୍ନଉତ୍ତର କାଳ ବନ୍ଦ କରାଇବା ଠିକ କଲାନି ବିଜେପି ବୋଲି କଂଗ୍ରେସ ବିଧାୟକ ସୁରେଶ ରାଉତରାୟ […]
ଭୁବନେଶ୍ବର: ଆଜି ମୌସୁମୀ ଅଧିବେଶନର ଦ୍ବିତୀୟ ଦିନ। ଜାତୀୟ ରାଜପଥରେ ଓଡ଼ିଶାକୁ ଅବହେଳା ପ୍ରସଙ୍ଗ ଉଠାଇଥିଲା ବିଜେଡି । ପରେ ପ୍ରଶ୍ନକାଳ ଆରମ୍ଭରୁ ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ବିଜେପି ସଦସ୍ୟ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ। ଏହାପରେ ପୂର୍ବାହ୍ନ ସାଢେ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି।
ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ
ଗୃହ ମଧ୍ୟ ଭାଗକୁ ଆସି ପ୍ରଶ୍ନଉତ୍ତର କାଳ ବନ୍ଦ କରାଇବା ଠିକ କଲାନି ବିଜେପି ବୋଲି କଂଗ୍ରେସ ବିଧାୟକ ସୁରେଶ ରାଉତରାୟ କହିଛନ୍ତି। ବିଜେପି କେନ୍ଦ୍ର ଅବହେଳା ଉତ୍ତର ଦେବା କଥା। ବିଧାନସଭା ଚାଲିବା ଦରକାର। ଆଲୋଚନା ହେବା ଦରକାର ବୋଲି କଂଗ୍ରେସ ବିଧାୟକସୁରେଶ ରାଉତରାୟ କହିଛନ୍ତି।
ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ






