ମୌସୁମୀ ଅଧିବେଶନର ତୃତୀୟ ଦିନ: ବିରୋଧୀଙ୍କ ହଟ୍ଟଗୋଳ, ଦିନ ୧୨ଟା ଯାଏଁ ଗୃହ ମୁଲତବି

The Sakala Picture
Published On

ଭୁବନେଶ୍ବର: ଆଜି ବିଧାନସଭା ମୌସୁମୀ ଅଧିବେଶନର ତୃତୀୟ ଦିନ । ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଫଳରେ ବାରସ୍ପତି ଗୃହକାର୍ଯ୍ୟ ୧୨ଟା ଯାଏ ମୁଲତବି ରଖିଛନ୍ତି। ଏଥିସହ ଗୃହର ସୁପରିଚାଳନା ପାଇଁ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି। ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି କହିଛନ୍ତି ଯେ, ଅତି ଦୁର୍ଭାଗ୍ୟଜନକ କଥା ଯେ ଆଜି ବି ଗୃହ ଚଳାଇ ଦେଲେନି ବିଜେପି।  ଗୃହ ପରିଚାଳନରେ ବିରୋଧୀ ଦଳ ଭାବେ ସେମାନଙ୍କର ମଧ୍ୟ […]

ଭୁବନେଶ୍ବର: ଆଜି ବିଧାନସଭା ମୌସୁମୀ ଅଧିବେଶନର ତୃତୀୟ ଦିନ । ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଫଳରେ ବାରସ୍ପତି ଗୃହକାର୍ଯ୍ୟ ୧୨ଟା ଯାଏ ମୁଲତବି ରଖିଛନ୍ତି। ଏଥିସହ ଗୃହର ସୁପରିଚାଳନା ପାଇଁ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି।

ଆହୁରି ପଢ଼ନ୍ତୁ: ମହଙ୍ଗା ପଡିଲା ମାମଲା ରଫାଦଫା ପାଇଁ ଫେଭର ମାଗିବା; ବଦଳିଲେ ଖଣ୍ଡପଡାର ବିବାଦୀୟ SDPO

ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି କହିଛନ୍ତି ଯେ, ଅତି ଦୁର୍ଭାଗ୍ୟଜନକ କଥା ଯେ ଆଜି ବି ଗୃହ ଚଳାଇ ଦେଲେନି ବିଜେପି।  ଗୃହ ପରିଚାଳନରେ ବିରୋଧୀ ଦଳ ଭାବେ ସେମାନଙ୍କର ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହେଉଛି ପ୍ରଶ୍ନଉତ୍ତର କାଳ। ହେଲେ ସେମାନେ ଚଳାଇ ଦେଲେନି। ବାଚସ୍ପତି ସର୍ବଦଳୀୟ ବୈଠକ ଡକାଇଛନ୍ତି। ଆଶା କରୁଛୁ ଗୃହ ଚାଲିବ ବୋଲି।

ଆହୁରି ପଢ଼ନ୍ତୁ: ଭୋଟର ଲିଷ୍ଟରୁ ୯.୮ଲକ୍ଷ ଭୋଟରଙ୍କ ନାଁ କଟିବା ପ୍ରସଙ୍ଗ: ପୁନର୍ବିଚାର ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

26 Sep 2023 By The Sakala

ମୌସୁମୀ ଅଧିବେଶନର ତୃତୀୟ ଦିନ: ବିରୋଧୀଙ୍କ ହଟ୍ଟଗୋଳ, ଦିନ ୧୨ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ବର: ଆଜି ବିଧାନସଭା ମୌସୁମୀ ଅଧିବେଶନର ତୃତୀୟ ଦିନ । ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଫଳରେ ବାରସ୍ପତି ଗୃହକାର୍ଯ୍ୟ ୧୨ଟା ଯାଏ ମୁଲତବି ରଖିଛନ୍ତି। ଏଥିସହ ଗୃହର ସୁପରିଚାଳନା ପାଇଁ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି।

ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି କହିଛନ୍ତି ଯେ, ଅତି ଦୁର୍ଭାଗ୍ୟଜନକ କଥା ଯେ ଆଜି ବି ଗୃହ ଚଳାଇ ଦେଲେନି ବିଜେପି।  ଗୃହ ପରିଚାଳନରେ ବିରୋଧୀ ଦଳ ଭାବେ ସେମାନଙ୍କର ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହେଉଛି ପ୍ରଶ୍ନଉତ୍ତର କାଳ। ହେଲେ ସେମାନେ ଚଳାଇ ଦେଲେନି। ବାଚସ୍ପତି ସର୍ବଦଳୀୟ ବୈଠକ ଡକାଇଛନ୍ତି। ଆଶା କରୁଛୁ ଗୃହ ଚାଲିବ ବୋଲି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର