ମୌସୁମୀ ଅଧିବେଶନର ୫ମ ଦିନ: ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ଗୃହ ମୁଲତବି

The Sakala Picture
Published On

ଭୁବନେଶ୍ବର: ଆଜି ବିଧାନସଭା ମୌସୁମୀ ଅଧିବେଶନର ୫ମ ଦିନ । ତେବେ ଆଜି ସ୍ୱାଭାବିକ ଭାବେ ଗୃହ କାର୍ଯ୍ୟ ଚାଲିଥିଲା। ପରେ ପୁଣି ବିରୋଧୀ ହଟ୍ଟଗୋଳ କରିଛନ୍ତି। ଫଳରେ ଗୃହ କାର୍ଯ୍ୟ ୪ଟା ପର୍ଯ୍ୟନ୍ତ ମୁଲତବି ରଖିଛନ୍ତି ବାଚସ୍ପତି।

ଭୁବନେଶ୍ବର: ଆଜି ବିଧାନସଭା ମୌସୁମୀ ଅଧିବେଶନର ୫ମ ଦିନ । ତେବେ ଆଜି ସ୍ୱାଭାବିକ ଭାବେ ଗୃହ କାର୍ଯ୍ୟ ଚାଲିଥିଲା। ପରେ ପୁଣି ବିରୋଧୀ ହଟ୍ଟଗୋଳ କରିଛନ୍ତି। ଫଳରେ ଗୃହ କାର୍ଯ୍ୟ ୪ଟା ପର୍ଯ୍ୟନ୍ତ ମୁଲତବି ରଖିଛନ୍ତି ବାଚସ୍ପତି।

ଆହୁରି ପଢ଼ନ୍ତୁ: ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପିପିଲି ତହସିଲର ଦୁଇ ରାଜସ୍ୱ ଅଧିକାରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର