ଚାକିରିରୁ ବହିଷ୍କୃତ ହେଲେ ବିଜେପୁର RWSS ସେକ୍ସନର ସହକାରୀ ଯନ୍ତ୍ରୀ ଉପେନ୍ଦ୍ରଭଞ୍ଜ ନାଏକ

The Sakala Picture
Published On

ବିଜେପୁର: ଚାକିରିରୁ ବହିଷ୍କୃତ ହେଲେ ବିଜେପୁର RWSS ସେକ୍ସନର ସହକାରୀ ଯନ୍ତ୍ରୀ ଉପେନ୍ଦ୍ରଭଞ୍ଜ ନାଏକ । ଏକ କେସ୍‌ର ବିଚାର ବେଳେ ମିଛ ତଥ୍ୟ ଉପସ୍ଥାପନ କରିଥିବାରୁ ଏହି କାର୍ଯ୍ୟାନୁଷ୍ଠାନ ହୋଇଛି । ଅଭିଯୁକ୍ତକୁ ସାହାଯ୍ୟ ପାଇଁ ସାକ୍ଷୀଭାବେ ମିଥ୍ୟା ପ୍ରମାଣ ଦେଇଥିବା ଅଭିଯୋଗ ହୋଇଥିଲା ତାଙ୍କ ନାଁରେ । ଏହା ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସରକାରଙ୍କୁ ସୁପାରିସ କରିଥିଲା ଭିଜିଲାନ୍ସ । ଗୃହ ନିର୍ମାଣ ଓ ସହରାଞ୍ଚଳ ବିକାଶ ବିଭାଗକୁ ସୁପାରିସ କରିଥିଲା ଭିଜିଲାନ୍ସ । […]

ବିଜେପୁର: ଚାକିରିରୁ ବହିଷ୍କୃତ ହେଲେ ବିଜେପୁର RWSS ସେକ୍ସନର ସହକାରୀ ଯନ୍ତ୍ରୀ ଉପେନ୍ଦ୍ରଭଞ୍ଜ ନାଏକ । ଏକ କେସ୍‌ର ବିଚାର ବେଳେ ମିଛ ତଥ୍ୟ ଉପସ୍ଥାପନ କରିଥିବାରୁ ଏହି କାର୍ଯ୍ୟାନୁଷ୍ଠାନ ହୋଇଛି । ଅଭିଯୁକ୍ତକୁ ସାହାଯ୍ୟ ପାଇଁ ସାକ୍ଷୀଭାବେ ମିଥ୍ୟା ପ୍ରମାଣ ଦେଇଥିବା ଅଭିଯୋଗ ହୋଇଥିଲା ତାଙ୍କ ନାଁରେ । ଏହା ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସରକାରଙ୍କୁ ସୁପାରିସ କରିଥିଲା ଭିଜିଲାନ୍ସ । ଗୃହ ନିର୍ମାଣ ଓ ସହରାଞ୍ଚଳ ବିକାଶ ବିଭାଗକୁ ସୁପାରିସ କରିଥିଲା ଭିଜିଲାନ୍ସ ।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

ଭିଜିଲାନ୍ସ ପକ୍ଷରୁ ଅନୁରୋଧ ପରେ ଉପେନ୍ଦ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଛି । ଉପେନ୍ଦ୍ରଙ୍କ ଭୁଲ ତଥ୍ୟ ଯୋଗୁଁ ଛାଡ଼ ପାଇଯାଇଥିଲେ ଅଭିଯୁକ୍ତ ଆନନ୍ଦ ସରାଫ । ଆନନ୍ଦ ସେତେବେଳେ ବରଗଡ଼ ଡିଭିଜନର କାର୍ଯ୍ୟନିର୍ବାହୀ ଇଞ୍ଜିନିୟର ଅଫିସର ବରିଷ୍ଠ କିରାଣି ଆନନ୍ଦ । ସୂଚନା ଅନୁସାରେ ୨୦୧୧ରେ ବରଗଡ଼ ସୋହେଲା RWSS ସେକ୍ସନରେ ଜେଇ ଥିଲେ ଉପେନ୍ଦ୍ରଭଞ୍ଜ । କିରାଣି ଆନନ୍ଦ ସରାଫଙ୍କ କେସ୍‌ରେ ଦେଇଥିବା ତଥ୍ୟ ବଦଳାଇ ଭୁଲ୍ ଦେଇଥିଲେ । ମିଥ୍ୟା ତଥ୍ୟ ଦେଇ ଅଭିଯୁକ୍ତକୁ ଖସାଇ ଦେଇଥିଲେ ଉପେନ୍ଦ୍ରଭଞ୍ଜ ।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

29 Jul 2023 By The Sakala

ଚାକିରିରୁ ବହିଷ୍କୃତ ହେଲେ ବିଜେପୁର RWSS ସେକ୍ସନର ସହକାରୀ ଯନ୍ତ୍ରୀ ଉପେନ୍ଦ୍ରଭଞ୍ଜ ନାଏକ

ବିଜେପୁର: ଚାକିରିରୁ ବହିଷ୍କୃତ ହେଲେ ବିଜେପୁର RWSS ସେକ୍ସନର ସହକାରୀ ଯନ୍ତ୍ରୀ ଉପେନ୍ଦ୍ରଭଞ୍ଜ ନାଏକ । ଏକ କେସ୍‌ର ବିଚାର ବେଳେ ମିଛ ତଥ୍ୟ ଉପସ୍ଥାପନ କରିଥିବାରୁ ଏହି କାର୍ଯ୍ୟାନୁଷ୍ଠାନ ହୋଇଛି । ଅଭିଯୁକ୍ତକୁ ସାହାଯ୍ୟ ପାଇଁ ସାକ୍ଷୀଭାବେ ମିଥ୍ୟା ପ୍ରମାଣ ଦେଇଥିବା ଅଭିଯୋଗ ହୋଇଥିଲା ତାଙ୍କ ନାଁରେ । ଏହା ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସରକାରଙ୍କୁ ସୁପାରିସ କରିଥିଲା ଭିଜିଲାନ୍ସ । ଗୃହ ନିର୍ମାଣ ଓ ସହରାଞ୍ଚଳ ବିକାଶ ବିଭାଗକୁ ସୁପାରିସ କରିଥିଲା ଭିଜିଲାନ୍ସ ।

ଭିଜିଲାନ୍ସ ପକ୍ଷରୁ ଅନୁରୋଧ ପରେ ଉପେନ୍ଦ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଛି । ଉପେନ୍ଦ୍ରଙ୍କ ଭୁଲ ତଥ୍ୟ ଯୋଗୁଁ ଛାଡ଼ ପାଇଯାଇଥିଲେ ଅଭିଯୁକ୍ତ ଆନନ୍ଦ ସରାଫ । ଆନନ୍ଦ ସେତେବେଳେ ବରଗଡ଼ ଡିଭିଜନର କାର୍ଯ୍ୟନିର୍ବାହୀ ଇଞ୍ଜିନିୟର ଅଫିସର ବରିଷ୍ଠ କିରାଣି ଆନନ୍ଦ । ସୂଚନା ଅନୁସାରେ ୨୦୧୧ରେ ବରଗଡ଼ ସୋହେଲା RWSS ସେକ୍ସନରେ ଜେଇ ଥିଲେ ଉପେନ୍ଦ୍ରଭଞ୍ଜ । କିରାଣି ଆନନ୍ଦ ସରାଫଙ୍କ କେସ୍‌ରେ ଦେଇଥିବା ତଥ୍ୟ ବଦଳାଇ ଭୁଲ୍ ଦେଇଥିଲେ । ମିଥ୍ୟା ତଥ୍ୟ ଦେଇ ଅଭିଯୁକ୍ତକୁ ଖସାଇ ଦେଇଥିଲେ ଉପେନ୍ଦ୍ରଭଞ୍ଜ ।

https://www.thesakala.in/latest-odisha-news/assistant-engineer-of-bijepur-rwss-section-suspended/article-23934
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର