ମନୋରଞ୍ଜନ
ଭିଜିଲାନ୍ସ ଜାଲରେ ବ୍ରହ୍ମପୁର R&B ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ
ଭୁବନେଶ୍ବର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ R&B ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଏନ.ଦିଲ୍ଲୀପ କୁମାର ଚୌଧୁରୀଙ୍କ ବାସଭବନ ଓ କାର୍ଯ୍ୟାଳୟ ସମେତ ୪ଟି ସ୍ଥାନରେ ଏକକାଳୀନ ଚଢ଼ଉ ଚାଲିଛି। ବ୍ରହ୍ମପୁର ଧର୍ମନଗର, ମୟୂରୀ ବିହାର ସ୍ଥିତ ଘର ସହ ଅଫିସରେ ଚଢ଼ାଉ ଜାରି ରହିଛି। ଏହି ଚଢାଉରେ ୩ ଜଣ ଡିଏସଏସପି, ୭ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ସାମିଲ ଅଛନ୍ତି।