ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର, ଏକକାଳୀନ ୭ଟି ସ୍ଥାନରେ ଚଢାଉ…

The Sakala Picture
Published On

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର। ଭୁବନେଶ୍ବର ଜଳଯୋଗାଣ ଓ ସ୍ବରେଜ୍ ବୋର୍ଡର ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର। ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢାଉ ଜାରି ହୋଇଛି। ଖୋର୍ଦ୍ଧା, ଭୁବନେଶ୍ବର ଘର ସମେତ କଟକର ସଂପର୍କୀୟଙ୍କ ଘରେ ରେଡ୍ ଚାଲିଛି।

ଆହୁରି ପଢ଼ନ୍ତୁ: ଆଜିଠୁ ଖୋଲିବ ସୁଭଦ୍ରା ପୋର୍ଟାଲ, ନୂଆପଡ଼ା ବ୍ୟତୀତ ରାଜ୍ୟର ସମସ୍ତ ଜିଲ୍ଲାରେ ହେବ ନୂତନ ପଞ୍ଜୀକରଣ

Join Us @ WhatsApp

About The Author

Google News
Join Us @ WhatsApp