ଅତନୁ ସବ୍ୟସାଚୀ ନାୟକଙ୍କୁ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ

The Sakala Picture
Published On

ଭୁବନେଶ୍ବର: ଅତନୁ ସବ୍ୟସାଚୀଙ୍କୁ ଦିଆଗଲା ଉଚ୍ଚଶିକ୍ଷା ବିଭାଗ ଦାୟିତ୍ୱ । ରୋହିତ ପୂଜାରୀଙ୍କୁ ବାଦ୍ ପରେ ଅତନୁଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯଇଛି। ସମବାୟ ବିଭାଗ ସହ ଉଚ୍ଚଶିକ୍ଷା ବିଭାଗର ଦାୟିତ୍ୱ ତୁଲାଇବେ ଅତନୁ । ସୂଚନା ଅନୁଯାୟୀ, ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କୁ ମନ୍ତ୍ରୀମଣ୍ଡଳରୁ ବାଦ ଦେବାକୁ ରାଜ୍ୟପାଳଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିସ କରିଛନ୍ତି । ମୁଖ୍ୟମନ୍ତ୍ରୀ ବାର୍ଷିକ ବିଭାଗୀୟ ସମୀକ୍ଷା କରିଥିଲେ । ବାର୍ଷିକ ସମୀକ୍ଷାରେ ଉଚ୍ଚଶିକ୍ଷା ବିଭାଗର ଦୁର୍ବଳ ପ୍ରଦର୍ଶନ ପାଇଁ ବାଦ […]

ଭୁବନେଶ୍ବର: ଅତନୁ ସବ୍ୟସାଚୀଙ୍କୁ ଦିଆଗଲା ଉଚ୍ଚଶିକ୍ଷା ବିଭାଗ ଦାୟିତ୍ୱ । ରୋହିତ ପୂଜାରୀଙ୍କୁ ବାଦ୍ ପରେ ଅତନୁଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯଇଛି। ସମବାୟ ବିଭାଗ ସହ ଉଚ୍ଚଶିକ୍ଷା ବିଭାଗର ଦାୟିତ୍ୱ ତୁଲାଇବେ ଅତନୁ ।

ଆହୁରି ପଢ଼ନ୍ତୁ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଓଡ଼ିଶାର ୨ ଯୁବ ଆଥଲେଟଙ୍କ ମୃତ୍ୟୁ

ସୂଚନା ଅନୁଯାୟୀ, ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କୁ ମନ୍ତ୍ରୀମଣ୍ଡଳରୁ ବାଦ ଦେବାକୁ ରାଜ୍ୟପାଳଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିସ କରିଛନ୍ତି । ମୁଖ୍ୟମନ୍ତ୍ରୀ ବାର୍ଷିକ ବିଭାଗୀୟ ସମୀକ୍ଷା କରିଥିଲେ । ବାର୍ଷିକ ସମୀକ୍ଷାରେ ଉଚ୍ଚଶିକ୍ଷା ବିଭାଗର ଦୁର୍ବଳ ପ୍ରଦର୍ଶନ ପାଇଁ ବାଦ ପଡିଥିବା ଜଣାପଡ଼ିଛି ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲଜ୍ଜା: ଦୁଷ୍କର୍ମ ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ବାନ୍ଧିଲା ମହିଳା ଥାନା ପୋଲିସ

 

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି: ୩ପାୱାର ବୋଟ୍‌ ସହ ୮୪ ଅସ୍ଥାୟୀ ଆଶ୍ରୟସ୍ଥଳୀ ପ୍ରସ୍ତୁତ, ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର