ପୁଣି ନକ୍ସଲଙ୍କ ବର୍ବର କାଣ୍ଡ: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୨ ଯବାନ ସହିଦ, ୪ ଗୁରୁତର

The Sakala Picture
Published On

ନୂଆଦିଲ୍ଲୀ: ଛତିଶଗଡ଼ରେ କମ୍ବିଂ ଅପରେସନ ବେଳେ ଅଘଟଣ । ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୨ ଯବାନ ସହିଦ ହୋଇଛନ୍ତି । ଏହି ବିସ୍ଫୋରଣରେ ୪ ଯବାନ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ତୁରନ୍ତ ରାୟପୁର ସ୍ଥାନାନ୍ତର କରାଯାଇଛି। ଖବର ଅନୁଯାୟୀ, ବିଜାପୁର ଜିଲ୍ଲା ତାରେମ ଥାନା ମାଣ୍ଡିମାର୍କା ଜଙ୍ଗଲରେ ନକ୍ସଲମାନେ ଏହି ବିସ୍ଫୋରଣ ଘଟାଇଛନ୍ତି। CRPF ଓ DRG  ଯବାନଙ୍କ ପକ୍ଷରୁ କମ୍ବିଂ ଅପରେସନ ଚାଲୁଥିବା ବେଳେ ଏହି ଭୟଙ୍କର ବିସ୍ଫୋରଣ ଘଟିଛି। ଫଳରେ ଘଟଣାସ୍ଥଳରେ ୨ ଯବାନ ସହିଦ […]

ନୂଆଦିଲ୍ଲୀ: ଛତିଶଗଡ଼ରେ କମ୍ବିଂ ଅପରେସନ ବେଳେ ଅଘଟଣ । ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୨ ଯବାନ ସହିଦ ହୋଇଛନ୍ତି । ଏହି ବିସ୍ଫୋରଣରେ ୪ ଯବାନ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ତୁରନ୍ତ ରାୟପୁର ସ୍ଥାନାନ୍ତର କରାଯାଇଛି।

ଆହୁରି ପଢ଼ନ୍ତୁ: ସ୍ଥଗିତ ରହିଲା ବସ୍‌ ଧର୍ମଘଟ, STA କମିଶନରଙ୍କ ସହ ଆଲୋଚନା ପରେ ବସ୍ ମାଲିକ ସଂଘର ନିଷ୍ପତ୍ତି

ଖବର ଅନୁଯାୟୀ, ବିଜାପୁର ଜିଲ୍ଲା ତାରେମ ଥାନା ମାଣ୍ଡିମାର୍କା ଜଙ୍ଗଲରେ ନକ୍ସଲମାନେ ଏହି ବିସ୍ଫୋରଣ ଘଟାଇଛନ୍ତି। CRPF ଓ DRG  ଯବାନଙ୍କ ପକ୍ଷରୁ କମ୍ବିଂ ଅପରେସନ ଚାଲୁଥିବା ବେଳେ ଏହି ଭୟଙ୍କର ବିସ୍ଫୋରଣ ଘଟିଛି। ଫଳରେ ଘଟଣାସ୍ଥଳରେ ୨ ଯବାନ ସହିଦ ହୋଇଛନ୍ତି । ସେମାନେ ହେଲେ ଏସଟିଏଫ ବାଟାଲିୟନର କନେଷ୍ଟବଳ ଭାରତ ସାହୁ ଏବଂ ସତେର ସିଂହ କାଙ୍ଗେ।ଏହି ବିସ୍ଫୋରଣରେ ୪ ଜଣ ଗୁରୁତର ହୋଇଥିବା ବେଳେ ତୁରନ୍ତ ସେମାନଙ୍କୁ ରାୟପୁର ସ୍ଥାନାନ୍ତର କରାଯାଇଛି। ଆହତ ଯବାନମାନେ ହେଲେ ପୁରୁଷୋତ୍ତମ ନାଗ,କୋମଳ ଯାଦବ,ସିୟାରମ ସୋରି ଓ ସଞ୍ଜୟ କୁମାର। ଘଟଣାସ୍ଥଳରେ ସୁରକ୍ଷା କର୍ମୀ ସର୍ଚ୍ଚ ଅପେରସନ ଜୋରଦାର କରୁଛନ୍ତି ।

ଆହୁରି ପଢ଼ନ୍ତୁ: ଟ୍ୱିନ୍ ସିଟିରେ କଳା ଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ, କିଛି ସ୍ଥାନରେ ପବନ ସହ ଘଡ଼ଘଡ଼ି ବର୍ଷା

ସୂଚନା ଅନୁଯାୟୀ, ଗତକାଲି ମହାରାଷ୍ଟ୍ର ଗଡ଼ଚିରୋଲିରେ ବଡ଼ ଧରଣର ମାଓ ଏନକାଉଣ୍ଟର ହୋଇଥିଲା । ଗଡ଼ଚିରୋଲି ଏନକାଉଣ୍ଟରରେ ୧୨ ମାଓବାଦୀ ନିହତ ହୋଇଥିଲେ।

ଆହୁରି ପଢ଼ନ୍ତୁ: ବରମୁଣ୍ଡା ବସ ଟର୍ମିନାଲରେ ଅପହରଣ ଉଦ୍ୟମ ପଣ୍ଡ: ଏନଜିଓ କର୍ମୀଙ୍କ କବଳରୁ ଉଦ୍ଧାର ହେଲେ ନାବାଳିକାଙ୍କ ସମେତ ୩ ମହିଳା

18 Jul 2024 By The Sakala

ପୁଣି ନକ୍ସଲଙ୍କ ବର୍ବର କାଣ୍ଡ: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୨ ଯବାନ ସହିଦ, ୪ ଗୁରୁତର

ନୂଆଦିଲ୍ଲୀ: ଛତିଶଗଡ଼ରେ କମ୍ବିଂ ଅପରେସନ ବେଳେ ଅଘଟଣ । ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୨ ଯବାନ ସହିଦ ହୋଇଛନ୍ତି । ଏହି ବିସ୍ଫୋରଣରେ ୪ ଯବାନ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ତୁରନ୍ତ ରାୟପୁର ସ୍ଥାନାନ୍ତର କରାଯାଇଛି।

ଖବର ଅନୁଯାୟୀ, ବିଜାପୁର ଜିଲ୍ଲା ତାରେମ ଥାନା ମାଣ୍ଡିମାର୍କା ଜଙ୍ଗଲରେ ନକ୍ସଲମାନେ ଏହି ବିସ୍ଫୋରଣ ଘଟାଇଛନ୍ତି। CRPF ଓ DRG  ଯବାନଙ୍କ ପକ୍ଷରୁ କମ୍ବିଂ ଅପରେସନ ଚାଲୁଥିବା ବେଳେ ଏହି ଭୟଙ୍କର ବିସ୍ଫୋରଣ ଘଟିଛି। ଫଳରେ ଘଟଣାସ୍ଥଳରେ ୨ ଯବାନ ସହିଦ ହୋଇଛନ୍ତି । ସେମାନେ ହେଲେ ଏସଟିଏଫ ବାଟାଲିୟନର କନେଷ୍ଟବଳ ଭାରତ ସାହୁ ଏବଂ ସତେର ସିଂହ କାଙ୍ଗେ।ଏହି ବିସ୍ଫୋରଣରେ ୪ ଜଣ ଗୁରୁତର ହୋଇଥିବା ବେଳେ ତୁରନ୍ତ ସେମାନଙ୍କୁ ରାୟପୁର ସ୍ଥାନାନ୍ତର କରାଯାଇଛି। ଆହତ ଯବାନମାନେ ହେଲେ ପୁରୁଷୋତ୍ତମ ନାଗ,କୋମଳ ଯାଦବ,ସିୟାରମ ସୋରି ଓ ସଞ୍ଜୟ କୁମାର। ଘଟଣାସ୍ଥଳରେ ସୁରକ୍ଷା କର୍ମୀ ସର୍ଚ୍ଚ ଅପେରସନ ଜୋରଦାର କରୁଛନ୍ତି ।

ସୂଚନା ଅନୁଯାୟୀ, ଗତକାଲି ମହାରାଷ୍ଟ୍ର ଗଡ଼ଚିରୋଲିରେ ବଡ଼ ଧରଣର ମାଓ ଏନକାଉଣ୍ଟର ହୋଇଥିଲା । ଗଡ଼ଚିରୋଲି ଏନକାଉଣ୍ଟରରେ ୧୨ ମାଓବାଦୀ ନିହତ ହୋଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର